Rasifala

ରାଶିଫଳ: ଗୁରୁବାର, ନଭେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଯାତ୍ରାରେ ବନ୍ଧୁଙ୍କ ସହାନୁଭୂତି ସହ ଲକ୍ଷ୍ୟ ହାସଲ କରିବେ। ସହକର୍ମୀଙ୍କ ପରାମର୍ଶ ସାଙ୍ଗକୁ ଯେକୌଣସି ପ୍ରତିଯୋଗିତାରେ ମଧ୍ୟ ସଫଳତା ଯୋଗୁ ମନ ଖୁସି ରହିବ। ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ। ଜମିଜମା ବିବାଦ, ପଦୋନ୍ନତି, ପଦସ୍ଥ ବ୍ୟକ୍ତିଙ୍କ…

ରାଶିଫଳ: ବୁଧବାର, ନଭେମ୍ବର ୨୫ ତାରିଖ – Daily Horoscope

ମେଷ ଆଜି ଆର୍ଥିକ ଉନ୍ନତି ଓ ବନ୍ଧୁମିଳନରୁ ଆନନ୍ଦ ଅନୁଭବ କରିବେ । ଭାଇ, ବନ୍ଧୁ ତଥା ପଡୋଶୀମାନଙ୍କ ସହ ସମତାଳ ଦେଇ ଚଳିବା ପାଇଁ ଚେଷ୍ଟାକଲେ ସୁଫଳ ମିଳିପାରିବ । ସହକର୍ମୀମାନଙ୍କ ସହ ବିଭିନ୍ନ ପ୍ରକାରର ଆଲୋଚନାରେ ସମୟ କଟାଇପାରନ୍ତି…

ରାଶିଫଳ: ମଙ୍ଗଳବାର, ନଭେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ପ୍ରତ୍ୟେକ କର୍ମ ଓ ପଦାର୍ଥ, କର୍ମକ୍ଷେତ୍ର, ସ୍ବାସ୍ଥ୍ୟ ଉନ୍ନତ ସ୍ଥିତିରେ ରହିବ। ଅସାଧ୍ୟ ସାଧନ କରିବା ସହ ସହକର୍ମୀଙ୍କ ସହାୟତାରେ ସିଦ୍ଧିଲାଭ ଅବଶ୍ୟ ଘଟିବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ସାମୟିକ ଭାବେ ନୀରବ ରହିବେ। ଆଜିର ପ୍ରତ୍ୟୁଷ…

ରାଶିଫଳ: ସୋମବାର, ନଭେମ୍ବର ୨୩ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟାରେ ଜଡ଼ିତ ରହିଲେ ମଧ୍ୟ ଆନନ୍ଦର ଅନୁଭୂତି ଲାଭ କରିବେ । ବନ୍ଧୁଙ୍କ ସାହାଯ୍ୟରୁ ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ଓ ପାରିବାରିକ ସମସ୍ୟା ସମାଧାନ ହେବ । ଅର୍ଥ, ପ୍ରଶାସନ, ଆଇନ, ସଭା ସମିତି, ଆନୁଷ୍ଠାନିକ କାମ ଓ ବନ୍ଧୁ…

ରାଶିଫଳ: ରବିବାର, ନଭେମ୍ବର ୨୨ ତାରିଖ – Daily Horoscope

ମେଷ ଗତକାଲିର ପରିସ୍ଥିତିରେ ଆଜି କୌଣସି ପରିବର୍ତ୍ତନ ହେବନାହିଁ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ପାରସ୍ପରିକ ସହମତିକୁ ଗ୍ରହଣ କରିବା ଭଲ ହେବ। ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବାରୁ ଦୁଃଖ…

ରାଶିଫଳ: ଶନିବାର, ନଭେମ୍ବର ୨୧ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତା କାରଣରୁ କୌଣସି କ୍ଷେତ୍ରରେ ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତି ବିଗାଡ଼ି ଦେଇପାରେ। ରଚନାତ୍ମକ କାମ, ଆନୁଷ୍ଠାନିକ କାମ, ବନ୍ଧୁମାନଙ୍କ ସହ ଆଲୋଚନାରୁ ଆଶ୍ୱସ୍ତି ଲାଭ କରିବେ। କୃତ୍ତିକା ନକ୍ଷତ୍ର ଯେଉଁ…

ରାଶିଫଳ: ଶୁକ୍ରବାର, ନଭେମ୍ବର ୨୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ପାରିବାରିକ ପରିସ୍ଥିତି ପ୍ରତି ଦୃଷ୍ଟି…

ରାଶିଫଳ: ଗୁରୁବାର, ନଭେମ୍ବର ୧୯ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ ଓ ଅପ୍ରିୟ ସତକଥା କହିବା ଦ୍ୱାରା ସାମୟିକ ସମସ୍ୟା ସୃଷ୍ଟି ହେବ। ଘରକୁ ବନ୍ଧୁ ଆସିପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ସଭାସମିତିରେ ସୀମା ଭିତରେ ନ ରହିଲେ ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ। ଆର୍ଥିକ…

ରାଶିଫଳ: ବୁଧବାର, ନଭେମ୍ବର ୧୮ ତାରିଖ – Daily Horoscope

ମେଷ ଆଜି କୌଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ବ୍ୟୟ ଅଟକଳ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ହୋଟେଲ ଶିଳ୍ପ, ଛୋଟ ଦୋକାନରୁ ସୁଫଳ ମିଳିବ। ଅଫିସ୍‌ କାମରେ ବୁଝାମଣା ନେଇ ସହମତି ଦେଖାଦେବ। ପ୍ରକାଶନ, ପ୍ରଶାସନ, ସଂଗଠନ ଓ…

ରାଶିଫଳ: ମଙ୍ଗଳବାର, ନଭେମ୍ବର ୧୭ ତାରିଖ – Daily Horoscope

ମେଷ ଆଜିର କର୍ମ କ୍ଷେତ୍ରରେ, ପରିବାରରେ, ମିତ୍ରଙ୍କ ମଧ୍ୟରେ ଆନନ୍ଦମୟ ପରିବେଶ ସୃଷ୍ଟି ହେବ। ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ଭ୍ରମଣ ସୁଯୋଗ ମିଳିବ। ଆକସ୍ମିକ ଭାବରେ ଆତ୍ମୀୟଙ୍କ ନିକଟରୁ…

ରାଶିଫଳ: ସୋମବାର, ନଭେମ୍ବର ୧୬ ତାରିଖ – Daily Horoscope

ମେଷ ଗତକାଲିର ସମସ୍ୟା ଆଜି ସମାଧାନ ହୋଇଯିବାର ସୂଚନା ରହିଛି । ଆକସ୍ମିକ ବ୍ୟବହୃତ ଜିନିଷ ନ ପାଇବା କାରଣରୁ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ । ପରିବାରରେ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ରହିବ । ବ୍ୟବସାୟକୁ…

ରାଶିଫଳ: ରବିବାର, ନଭେମ୍ବର ୧୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସାହାଯ୍ୟ ଓ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହେଲେ ମଧ୍ୟ ଲାଭ କିଛି ଊଣା ହେବନି। ପରିବାରରେ ଅଶାନ୍ତି ଦୂର ହେବା ପାଇଁ ବନ୍ଧୁଙ୍କ ସାହାଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?