Rasifala

ରାଶିଫଳ: ଶନିବାର, ଜାନୁୟାରୀ ୨୨ ତାରିଖ – Daily Horoscope

ମେଷ ତର୍କବିତର୍କ କାରଣରୁ ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ। କିନ୍ତୁ ବନ୍ଧୁଙ୍କ କାମରେ ଠିକ୍‌ ପରାମର୍ଶ ଦେଇ ଅନ୍ୟମାନଙ୍କ ପ୍ରଶଂସାର ପାତ୍ର ହେବେ। ବାଧ୍ୟବାଧକତାରେ ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ...

ରାଶିଫଳ: ଶୁକ୍ରବାର , ଜାନୁୟାରୀ ୨୧ ତାରିଖ – Daily Horoscope

ମେଷ ଦୃଢ଼ ଆତ୍ମବଳସମ୍ପନ୍ନ ହୋଇ ପ୍ରଶାସନିକ ସ୍ତରରେ ଦୃଢ଼ ସିଦ୍ଧାନ୍ତ ନେବେ। ପାରିବାରିକ ସମସ୍ୟା, ପରିବହନରେ ଝଗଡ଼ା, ଯାନ ବାହନରେ କ୍ଷତିର ସମ୍ଭାବନା ହେତୁ ସତର୍କତା ରକ୍ଷା କରିବା ଭଲ। ମାଲିମକଦ୍ଦମାରେ ବାଇଦା ପଡ଼ିବାକୁ କେନ୍ଦ୍ରକରି ମନରେ ସଂଶୟ ଉତ୍ପନ୍ନ...

ରାଶିଫଳ: ଗୁରୁବାର, ଜାନୁୟାରୀ ୨୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କର କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ନିୟନ୍ତ୍ରଣ ମଧ୍ୟରେ ରହିବ। କିନ୍ତୁ ଅଶ୍ୱିନୀର ପରିବାରରେ ଅର୍ଥ ସମ୍ପର୍କକୁ ନେଇ କିମ୍ବା ଅଫିସ୍‌ରେ ସହକର୍ମୀଙ୍କ ସହ ବିବାଦ ଦେଖାଦେଇପାରେ। ଆନୁଷ୍ଠାନିକ କାମରେ ନିଜର ପତିଆରା ବୃଦ୍ଧି ପାଇବାର ଆଶା...

ରାଶିଫଳ: ବୁଧବାର, ଜାନୁୟାରୀ ୧୯ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରର ସବୁକଥାକୁ ଭଲରୂପେ ବିଚାର କରି କାମ କରିବା ଭଲ । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେଲେ ମଧ୍ୟ ଆତ୍ମୀୟଙ୍କ ଅନାଦର ବ୍ୟଥିତ କରିବ। ଆଗାମୀ ଆନୁଷ୍ଠାନିକ କାମକୁ ଆଖି ଆଗରେ ରଖି ଘରକୁ ସଜାଡ଼ିବାରେ ସମୟ...

ରାଶିଫଳ: ମଙ୍ଗଳବାର, ଜାନୁୟାରୀ ୧୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପ୍ରଚେଷ୍ଟା ଫଳବତୀ ହେବା କଷ୍ଟକର ହୋଇପାରେ। ପାରିବାରିକ ଓ ସାମାଜିକ ସ୍ତରରେ ପ୍ରାଧାନ୍ୟ ବୃଦ୍ଧି ପାଇବ। ଗୃହ ସମସ୍ୟା ସମାଧାନ ସଙ୍ଗକୁ ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଆଜି...

ରାଶିଫଳ: ସୋମବାର, ଜାନୁୟାରୀ ୧୭ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରର ସ୍ଥଗିତ କାମ ସମ୍ପନ୍ନ କରିବା ସକାଶେ ତତ୍ପର ରହିପାରନ୍ତି। ହଠାତ୍‌ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେବେ। ଅଧିକ ବୁଲାବୁଲି କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ।...

ରାଶିଫଳ: ରବିବାର, ଜାନୁୟାରୀ ୧୬ ତାରିଖ – Daily Horoscope

ମେଷ ସକାଳୁ ସକାଳୁ ମନ କେବଳ ବନ୍ଧୁ ପରିଜନଙ୍କୁ ଦେଖିବା ପାଇଁ ବ୍ୟାକୁଳ ହୋଇପାରେ। ଆର୍ଥିକ ଦିଗରୁ ଆଜି ପାଇବେ ଯେମିତି, ଖର୍ଚ୍ଚ ମଧ୍ୟ କରିବେ ସେମିତି। ସବୁ ସୁବିଧା ଥିଲେ ମଧ୍ୟ ପାରିବାରିକ ଶାନ୍ତି ବ୍ୟାହତ ହେବ। ସତର୍କତାରେ...

ରାଶିଫଳ: ଶନିବାର, ଜାନୁୟାରୀ ୧୫ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରର ମାନସିକ ଶିଥିଳତା ସହ ଅସ୍ଥିରତା ଭିତରେ ଦିନଟି ଅତିବାହିତ ହେବ। ଆତ୍ମୀୟ ସ୍ବଜନଙ୍କୁ ଅତି ନିକଟରେ ପାଇ ନିଜକୁ କିଛି ସମୟ ପାଇଁ ଭୁଲିଯିବେ। ସଭାସମିତି, ମନୋରଞ୍ଜନ କିମ୍ବା କୌଣସି ନୂତନ କର୍ମାରମ୍ଭ କରିବାରେ...

ରାଶିଫଳ: ଶୁକ୍ରବାର, ଜାନୁୟାରୀ ୧୪ ତାରିଖ – Daily Horoscope

ମେଷ ଆଜିର ରୋହିଣୀବୃଷ ଯୋଗ ନୂତନ ବନ୍ଧୁତ୍ୱସୂତ୍ରରେ ବାନ୍ଧିଦେଇପାରେ। ଦୀର୍ଘଦିନରୁ ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରି ଖୁସି ହେବେ। ଅର୍ଥସଂକଟ ସଙ୍ଗକୁ ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। କୃତ୍ତିକା ନକ୍ଷତ୍ର ପୂର୍ବ ଯୋଜନା ଅନୁଯାୟୀ କର୍ମ...

ରାଶିଫଳ: ଗୁରୁବାର, ଜାନୁୟାରୀ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନିଜ ରାଶିରେ ଅବସ୍ଥାନ କରି ସୁଖ, ସମୃଦ୍ଧି ପ୍ରଦାନ କରିବେ। ଯାହା ପାଇବା ପାଇଁ ଚିନ୍ତା କରୁଛନ୍ତି ତାହା ପାଇବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ପଦସ୍ଥଙ୍କ ପ୍ରେରଣା, ଆତ୍ମୀୟଙ୍କ...

ରାଶିଫଳ: ବୁଧବାର, ଜାନୁୟାରୀ ୧୨ ତାରିଖ – Daily Horoscope

ମେଷ ଆଜି ପାରିବାରିକ କ୍ଷେତ୍ରରେ ଅସ୍ଥିର ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ସନ୍ତାନଙ୍କ ଯୋଗୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ଖର୍ଚ୍ଚଭାର ବୃଦ୍ଧି,...

ରାଶିଫଳ: ମଙ୍ଗଳବାର, ଜାନୁୟାରୀ ୧୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଓ ଏକାଦଶ ବୃହସ୍ପତି ଯୋଗୁ ସ୍ବାସ୍ଥ୍ୟ ନିୟନ୍ତ୍ରଣ ମଧ୍ୟରେ ରହିବ। କିନ୍ତୁ ବାଣିଜ୍ୟ, ବ୍ୟବସାୟ, ପ୍ଲଟିଂ କାରବାର ଯାତ୍ରା ସମସ୍ୟା ବହୁଳ ହୋଇପାରେ। ନିଜ ପରିସରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ...

Advertisement
Archives

Model This Week

Why Dharitri