ରାଶିଫଳ: ଗୁରୁବାର, ମାର୍ଚ୍ଚ ୦୫ ତାରିଖ – Daily Horoscope
ମେଷ କର୍ମ ସ୍ଥାନରେ ରବି ଓ ଶନିଙ୍କ ସ୍ଥିତି ଆପଣଙ୍କୁ ଅଯଥା ବଦ୍ନାମଜନିତ ନିନ୍ଦିତ କରାଇପାରେ । ଉପରିସ୍ଥଙ୍କ ତାଗିଦା କାରଣରୁ ସ୍ଥଗିତ କାମକୁ ପୂରାଦମ୍ରେ କରିବା ପାଇଁ ନିଷ୍ପତ୍ତି ନେବେ । ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତ ହେବା…
ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope
ମେଷ ସ୍ବଗୃାଭିମୁଖୀ ଧନାଧିପ ଯୋଗୁ ଅର୍ଥଲାଭ ସଙ୍ଗକୁ ବର୍ନ୍ଧୁ ସମ୍ପର୍କରୁ ଖୁସି ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମ ଆଶାନୁଯାୟୀ ସମ୍ପନ୍ନ ହେବ। ପରିବାରରେ ପୈତୃକ ସମ୍ପତିକୁ କେନ୍ଦ୍ରକରି ଭ୍ରାତୃବିବାଦ ଦେଖାଦେଇ ପାରେ। ଅନିଦ୍ରା ଜନିତ କ୍ଳେଶ ଭୋଗିବାକୁ…
ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope
ମେଷ ଚତୁର୍ଥସ୍ଥାନକୁ ଶନିଦୃଷ୍ଟି ଯୋଗୁ ପାରିବାରିକ ସ୍ତରରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହୋଇପାରେ। ସତର୍କତା ଅଭାବରୁ ହାତ ମୁଠାରୁ ସୁଯୋଗ ଖସିଯିବାର ଆଶଙ୍କା ରହିଛ। କେତେକ କ୍ଷେତ୍ରରେ…
ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope
ମେଷ ଆଜି ଚନ୍ଦ୍ରଙ୍କ ପ୍ରଭାବରେ ସୁବିଧାରେ କାମ ହାସଲ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ ଓ ସାମାଜିକ ସ୍ତରରେ ପ୍ରତିଷ୍ଠିତ ହେବେ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଫାଇଲ୍ କାମ ବୃଦ୍ଧି ପାଇବ ମାତ୍ର…
ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope
ମେଷ ଆଜି ଆପଣଙ୍କ ରାଶିରେ ଶୁକ୍ରଙ୍କ ସହ ଚନ୍ଦ୍ରଙ୍କ ସଂଯୋଗରୁ ମନ ପ୍ରଫୁଲ୍ଲ ରହିବା ସହ ହସଖୁସିରେ ଦିନଟି ଅତିବାହିତ ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ କରିବେ। ଏହା ସାଙ୍ଗକୁ ସୁଖଭ୍ରମଣ ଯୋଗ ମଧ୍ୟ ରହିଛି। ମନ ବୁଝିଲା ଭଳି କଥା…
ରାଶିଫଳ: ଶନିବାର , ଫେବୃୟାରୀ ୨୯ ତାରିଖ – Daily Horoscope
ମେଷ କର୍ମାଦରପ ସ୍ବଗୃହୀ ଯୋଗୁ ଦୀର୍ଘ ଦିନରୁ ଅଟକି ରହିଥିବା କାମଗୁଡ଼ିକ ସମ୍ପନ୍ନ ହୋଇପାରିବା ଯୋଗୁ ମନ ପ୍ରଫୁଲ୍ଲିତ ରହିବ । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ପ୍ରବୃତ୍ତ ହୁଅନ୍ତୁ ଅବଶ୍ୟ ସଫଳତା ପାଇବେ । ପାଖ ପଡ଼ୋଶୀଙ୍କ ମିଥ୍ୟା ଅଭିଯୋଗ…
ରାଶିଫଳ: ଶୁକ୍ରବାର, ଫେବ୍ରୁଆରି ୨୮ ତାରିଖ – Daily Horoscope
ମେଷ ଶ୍ରୀଚନ୍ଦ୍ର ଯୋଗୁ ଅର୍ଥଲାଭ, ପାରିବାରିକ ଉନ୍ନତି ହେବ କିନ୍ତୁ ଘାତଚନ୍ଦ୍ର ପ୍ରଭାବରେ ଯାତ୍ରାରେ କାର୍ଯ୍ୟହାନି ଓ ହଇରାଣ ହୋଇପାରନ୍ତି। ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇ ପାରିବାରିକ ଶାନ୍ତି ନଷ୍ଟ ହୋଇପାରେ। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍…
ରାଶିଫଳ: ଗୁରୁବାର, ଫେବ୍ରୁଆରି ୨୭ ତାରିଖ – Daily Horoscope
ମେଷ କର୍ମଭାବସ୍ଥ କର୍ମାଧିପତି ଯୋଗୁ ପ୍ରତ୍ୟେକ ପ୍ରକାରର ପରିସ୍ଥିତିକୁ ସାମନା କରି ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ । ଶୁଭକାର୍ଯ୍ୟ ପରିପ୍ରେକ୍ଷୀରେ ଆତ୍ମୀୟମାନଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ…
ରାଶିଫଳ: ବୁଧବାର, ଫେବ୍ରୁଆରି ୨୬ ତାରିଖ – Daily Horoscope
ମେଷ ଆଜିର ଶୁକ୍ର ସହ ଚନ୍ଦ୍ର ଯୋଗ ହେତୁ ଗୃହରେ ଶୁଭକାମରେ ବନ୍ଧୁମିଳନ ନିଶ୍ଚିତ। ଏହିଯୋଗ ଆପଣଙ୍କୁ ଅର୍ଥ ଓ ସମ୍ମାନ ପ୍ରଦାନ କରିବାରେ ଅବହେଳା କରିବ ନାହିଁ। କର୍ମକ୍ଷେତ୍ରରେ ମଧ୍ୟ ଦୃଢ଼ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ସୁସ୍ଥ ପରିବେଶ…
ରାଶିଫଳ: ମଙ୍ଗଳବାର, ଫେବୃୟାରୀ ୨୫ ତାରିଖ – Daily Horoscope
ମେଷ କିଛିଦିନ ହେଲା ହାତକୁ ନେଇଥିବା କାମକୁ ପୂର୍ଣ୍ଣାଙ୍ଗ କରିବା ପାଇଁ ଅତି ନିକଟରେ ରହୁଥିବା ବନ୍ଧୁଟିର ସାହାଯ୍ୟ ଆଶା କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି…
ରାଶିଫଳ: ସୋମବାର, ଫେବୃୟାରୀ ୨୪ ତାରିଖ – Daily Horoscope
ମେଷ କର୍ମକ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରି ସଫଳତା ହାସଲ କରିବେ। ସୀମା ନିର୍ଦ୍ଧାରଣକୁ କେନ୍ଦ୍ରକରି ବିବାଦ ହେତୁ ନିର୍ମାଣାଧୀନ କାମ ଗୁଡିକ ବାଧାପ୍ରାପ୍ତ ହୋଇପାରେ। ବ୍ୟବସାୟରେ ଟେନସନ୍ ଲାଗି ରହିବ, କିନ୍ତୁ କ୍ଷତିର ପ୍ରଶ୍ନ ରହିବ…
ରାଶିଫଳ: ରବିବାର, ଫେବ୍ରୁଆରି ୨୩ ତାରିଖ – Daily Horoscope
ମେଷ ଏକାଦଶସ୍ଥ ଗ୍ରହ ପ୍ରଭାବରୁ ଆଜି ପ୍ରତ୍ୟେକ କାମରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ ଓ ସାମାଜିକ ସ୍ତରରେ ପ୍ରତିଷ୍ଠିତ ହେବେ। ବହୁତ…
Archives


