Rasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ପୂର୍ବରୁ ସୂଚନା ଦେଇ ସନ୍ଧ୍ୟାରେ ଘରକୁ ନୂତନ ବନ୍ଧୁ କେହି ଆସିପାରନ୍ତି। ପାଖକୁ ଆସି ପାରି ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟ ଓ ଆନୁଷ୍ଠାନିକ କାମରେ ସଫଳତା ମିଳିବ । ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଦୀର୍ଘଦିନର ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ ମନ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି କେତେକାଂଶରେ ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ଓ କଳା, କ୍ରୀଡ଼ା ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ନିକଟ ସମ୍ପର୍କୀୟମାନଙ୍କ ମିଥ୍ୟା ଅଭିଯୋଗ ସକାଶେ…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ମଙ୍ଗଳ ଓ ଶନିଙ୍କ ସୁପ୍ରଭାବରୁ ଆଜିର ବିବାଦୀୟ ପରିସ୍ଥିତି କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଯେ କୌଣସି ପରିସ୍ଥିତି ହେଲେ ମଧ୍ୟ ନିକଟସ୍ଥ ବ୍ୟକ୍ତିମାନଙ୍କୁ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। କିନ୍ତୁ କ୍ରୟ,ବିକ୍ରୟ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ସମସ୍ୟାକୁ ହାଲୁକା ଭାବରେ ଗ୍ରହଣ କରି ସମସ୍ୟାକୁ ଆବାହନ କରିପାରନ୍ତି। ଅଶ୍ୱିନୀ ନକ୍ଷତ୍ର ବନ୍ଧୁଙ୍କ ପରାମର୍ଶକୁ ବେଖାତିର ନ କଲେ ଉପକୃତ ହେବେ। ପରିବାର ଭିତରେ ନିଜର ଅଧିକାରକୁ ଜୋରଜବରଦସ୍ତ ଅନ୍ୟମାନଙ୍କ ଉପରେ ସାବ୍ୟସ୍ତ କରିପାରିବେ ନାହିଁ।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା କାମଟିରେ ସଫଳତା ପାଇପାରିବେ। ପରିବାର,ଯାନବାହନ, ପରିବହନ ଏବଂ ବାଣିଜ୍ୟ,ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେବ। ବିଗତ ଦିନର ସମସ୍ୟାଗୁଡିକର ସମାଧାନ ସକାଶେ ବିଭିନ୍ନ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିବ। ବୃଷ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୯ ତାରିଖ – Daily Horoscope

ମେଷ କୃତ୍ତିକା ନକ୍ଷତ୍ର ଆଜି ପ୍ରତ୍ୟେକ ଦିଗରୁ ମନ ଖୁସୀ ରହିବ, କାମଗୁଡିକୁ ପୂରା ଦମରେ କରିବା ପାଇଁ ନିଷତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟମାନଙ୍କ ସହାନୁଭୂତି ଲାଭ କରିବେ। କଳ କାରଖାନା କିମ୍ବା ବିଦ୍ୟୁତ ବ୍ୟବସାୟରୁ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ ଗତକାଲିଠାରୁ ପାରିବାରିକ ପରିସ୍ଥିତି ବିଗିଡି ଯାଇଥିବା କାରଣରୁ ଦ୍ୱନ୍ଦ୍ୱରେ ପଡି କୌଣସି ନୂତନ କାମ ଆରମ୍ଭ କରିପାରିବେ ନାହିଁ। କର୍ମକ୍ଷେତ୍ରରେ ମଧ୍ୟ ଭୁଲ୍‌ ବୁଝାମଣା ଯୋଗୁଁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଭ୍ରାତୃବର୍ଗ ଦ୍ୱାରା ପାଖ,ପଡୋଶୀଙ୍କ ସହ ଉପୁଜିଥିବା ସମସ୍ୟା…

ରାଶିଫଳ: ସୋମବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ ବିଭିନ୍ନ ପ୍ରକାରର ଦ୍ୱନ୍ଦ୍ୱ ଓ ଆଶା, ଆଶଙ୍କା ମଧ୍ୟରେ ମନ ହଲଚଲ ହୋଇପାରେ । ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ଗୋଳିଆ । କିଛି ସହାନୁଭୂତିମୂଳକ ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ ଅଧିକାଂଶ ସମୟ ମନ ଅସ୍ଥିର ରହିଲେ ମଧ୍ୟ ସମସ୍ୟା ସମାଧାନ ହୋଇଯିବ । ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ । ପରିବାରରେ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ରହିପାରେ । ଘର କଥା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ ଆଜି ତିନୋଟି କେନ୍ଦ୍ରରେ ଗ୍ରହଙ୍କ ଅବସ୍ଥିତି ହେତୁ କାମଗୁଡିକୁ ଧୀର ଗତିରେ ଲକ୍ଷ୍ୟସ୍ଥଳକୁ ନେବାରେ ସାହାଯ୍ୟ କରିବେ। ପାରିବାରିକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲ ରହିବ। ସାହିତ୍ୟ, ସଙ୍ଗୀତ, କଳା, କ୍ରୀଡା, ଚଳଚ୍ଚିତ୍ର କ୍ଷେତ୍ରରେ ପରିସ୍ଥିତି ସୁଧୁରିଯିବ। ମାଲିମକଦ୍ଦମା କଥା…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ରବିଙ୍କ ପ୍ରଭାବରେ ପ୍ରତ୍ୟେକ ସ୍ତରରେ ଆପଣ ଫଳପ୍ରଦ ଆଲୋଚନା କରିପାରିବେ। ସନ୍ତାନ ହେତୁକ ପ୍ରତ୍ୟେକ ସମସ୍ୟା ନିଶ୍ଚିତ ସୁଧୁରିଯିବ। ଆନୁଷଙ୍ଗିକ ସୁବିଧା ସୁଯୋଗ ଲାଭକରି କର୍ମକ୍ଷେତ୍ରରେ ଲକ୍ଷ୍ୟ ହାସଲରେ କୌଣସି ଅସୁବିଧା ହେବ ନାହିଁ। ରାଜନୈତିକ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?