ରାଶିଫଳ: ଶନିବାର, ନଭେମ୍ବର ୩୦ ତାରିଖ – Daily Horoscope
ମେଷ ଆଲୋଚନା ପରିସରରେ ବିରୋଧାଭାସ ରହିଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟସାଧନ କରିବେ। ଗତକାଲିର ବାକି ରହିଯାଇଥିବା କାମଗୁଡ଼ିକୁ ଆଜି ପୂରା ଦମ୍ରେ କରିବା ପାଇଁ ନିଷ୍ପତ୍ତି ନେବେ । ଅଶ୍ୱିନୀ ନକ୍ଷତ୍ରର ପିଲାମାନଙ୍କର…
ରାଶିଫଳ: ଶୁକ୍ରବାର, ନଭେମ୍ବର ୨୯ ତାରିଖ – Daily Horoscope
ମେଷ ଆଜି ଭାଗ୍ୟସ୍ଥାନରେ ପଞ୍ଚଗ୍ରହକୂଟ ମାନସିକ ସ୍ତରକୁ ବିଭ୍ରାନ୍ତ କରାଇବ। ଦୀର୍ଘ ସମୟ ଧରି ପାରିବାରିକ ଅସ୍ଥିରତା ଲାଗି ରହିବା କାରଣରୁ କୌଣସି କାମରେ ମନ ଲାଗିବ ନାହିଁ। କର୍ମକ୍ଷେତ୍ରରେ ପୂର୍ବ ଯୋଜନା ଅନୂଯାୟୀ ପରିସ୍ଥିତିକୁ ସାମ୍ନା କରିବାକୁ ପଡିପାରେ। ଅଫିସ୍…
ରାଶିଫଳ: ଗୁରୁବାର, ନଭେମ୍ବର ୨୮ ତାରିଖ – Daily Horoscope
ମେଷ ଆଜି ଧର୍ମକାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ବ୍ୟୟବୃଦ୍ଧି ଘଟିବ । ଶୁକ୍ରଙ୍କ ପ୍ରଭାବରେ ଭୋଗ, ବିଳାସ ଓ ମନୋରଞ୍ଜନ ସକାଶେ ଅନୁକୂଳ ପରିବେଶର ସୁଯୋଗ ପାଇବେ। ପାରିବାରିକ କାମରେ ସଫଳତା ପାଇବା କ୍ଷେତ୍ରରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ ମିଳିବ।…
ରାଶିଫଳ: ବୁଧବାର, ନଭେମ୍ବର ୨୭ ତାରିଖ – Daily Horoscope
ମେଷ ଆଜି ବନ୍ଧୁକାରକ ବୁଧଙ୍କ ପ୍ରଭାବରେ ଯେଉଁମାନେ ପାଖ ମାଡୁନଥିଲେ ଆଜି ସେହିମାନେ ନିଜ ତରଫରୁ ମିଶିବା ପାଇଁ ଆଗେଇ ଆସିବେ। ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସଙ୍ଗକୁ ସ୍ନାୟବିକ ଦୁର୍ବଳତା କେତେକାଂଶରେ ଦୂର ହେବ। କର୍ମକ୍ଷେତ୍ରରେ ପୁରୁଣା କଥାକୁ ନେଇ ସହକର୍ମୀଙ୍କ…
ରାଶିଫଳ: ମଙ୍ଗଳବାର, ନଭେମ୍ବର ୨୬ ତାରିଖ – Daily Horoscope
ମେଷ ଆଜି ଆପଣଙ୍କ ସ୍ବାସ୍ଥ୍ୟରେ ସାମ୍ୟତା, କାର୍ଯ୍ୟୟ ସିଦ୍ଧି, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭାନ୍ବିତ ହେବ। ସନ୍ତାନଙ୍କ କୌଣସି ସମସ୍ୟା, ଶିକ୍ଷାରେ ପ୍ରତିବନ୍ଧକ, ଆଲୋଚନାରେ ବିଫଳତା ମାନସିକ ଦୁଃଶ୍ଚିନ୍ତାର କାରଣ ହୋଇପାରେ। ଜମିଜମା ବିବାଦ, ପଦୋନ୍ନତି, ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ…
ରାଶିଫଳ: ସୋମବାର, ନଭେମ୍ବର ୨୫ ତାରିଖ – Daily Horoscope
ମେଷ ଆଜିର କର୍ମକ୍ଷେତ୍ର ଓ ପାରିବାରିକ ଜୀବନ, ଆର୍ଥିକ ଉନ୍ନତି ଓ ବନ୍ଧୁମିଳନରୁ ଆନନ୍ଦ ଅନୁଭବ କରିବେ। ଭାଇ, ବନ୍ଧୁ ତଥା ପଡୋଶୀ ମାନଙ୍କ ସହ ସମତାଳ ଦେଇ ଚଳିବା ପାଇଁ ଚେଷ୍ଟାକଲେ ସୁଫଳ ମିଳିପାରିବ। ସହକର୍ମୀମାନଙ୍କ ସହ ବିଭିନ୍ନ ପ୍ରକାରର…
ରାଶିଫଳ: ରବିବାର, ନଭେମ୍ବର ୨୪ ତାରିଖ – Daily Horoscope
ମେଷ ଭାଗ୍ୟ ସ୍ଥାନରେ ଚତୁଃଗ୍ରହ ଯୋଗ ସୌଭାଗ୍ୟପ୍ରଦ ହେତୁ କାର୍ଯ୍ୟସିଦ୍ଧି, ବନ୍ଧୁମିଳନ ସାଙ୍ଗକୁ ଆନନ୍ଦ ଉଲ୍ଲାସ ମଧ୍ୟରେ ଦିନଟି କଟାଇବେ। ଭୂମି ସମ୍ବନ୍ଧିତ ପ୍ରତ୍ୟେକ କର୍ମ ଓ ପଦାର୍ଥ, କର୍ମକ୍ଷେତ୍ର, ସ୍ବାସ୍ଥ୍ୟ ଉନ୍ନତ ସ୍ଥିତିରେ ରହିବେ। ସୀମାହୀନ ଧୈର୍ଯ୍ୟ ପ୍ରଭାବରେ ଅସାଧ୍ୟ…
ରାଶିଫଳ: ଶନିବାର, ନଭେମ୍ବର ୨୩ ତାରିଖ – Daily Horoscope
ମେଷ ବିଭିନ୍ନ ସମସ୍ୟାରେ ଜଡ଼ିତ ରହିଲେ ମଧ୍ୟ ଆନନ୍ଦର ଅନୁଭୂତି ଲାଭ କରିପାରିବେ । ବନ୍ଧୁମାନଙ୍କ ସାହାଯ୍ୟରୁ ପ୍ରତିଦ୍ୱନ୍ଦ୍ୱିତାରେ, ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ ବିଜୟୀ ହେବେ । ସହଜରେ ଅନ୍ୟ ଲୋକମାନଙ୍କ ଆଗରେ ମୁଣ୍ଡ ନୁଆଁଇବେ ନାହିଁ ।…
ରାଶିଫଳ: ଶୁକ୍ରବାର, ନଭେମ୍ବର ୨୨ ତାରିଖ – Daily Horoscope
ମେଷ ଗତକାଲି ପରି ଆଜିର ପରିସ୍ଥିତିରେ କୌଣସି ପରିବର୍ତ୍ତନ ହେବାର ସୂଚନା ପାଇ ପାରିବେ ନାହିଁ। ତଥାପି ଆପଣଙ୍କ ଉପସ୍ଥିତ ବୁଦ୍ଧି ଓ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ…
ରାଶିଫଳ: ଗୁରୁବାର, ନଭେମ୍ବର ୨୧ ତାରିଖ – Daily Horoscope
ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ଅବସ୍ଥାନ କାରଣରୁ ଆପଣଙ୍କ ଉନ୍ନତ ଚିନ୍ତାଧାରା କାର୍ଯ୍ୟକ୍ଷେତ୍ରରେ ସାହାଯ୍ୟ କରିବ । ଅଯଥା ଅର୍ଥବ୍ୟୟ ମାନସିକ ସ୍ଥିତିକୁ କଳୁଷିତ କରିଦେଇପାରେ । ବନ୍ଧୁମାନଙ୍କ ସହ ଆଲୋଚନାରୁ ଆଶ୍ୱସ୍ତି ଲାଭ କରିବେ। ଦ୍ୱିଜା ନକ୍ଷତ୍ରର ଅର୍ଥଲାଭ…
ରାଶିଫଳ: ବୁଧବାର, ନଭେମ୍ବର ୨୦ ତାରିଖ – Daily Horoscope
ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ। ସାଧାରଣ ତର୍କଜନିତ ବିବାଦରୁ ଦୂରେଇ ରହିବା ଭଲ…
ରାଶିଫଳ: ମଙ୍ଗଳବାର, ନଭେମ୍ବର ୧୯ ତାରିଖ – Daily Horoscope
ମେଷ ଆଜି ସ୍ବଗୃହୀ ଚନ୍ଦ୍ର ଚତୁର୍ଥ ସ୍ଥାନରେ ରହିଥିବାରୁ ବନ୍ଧୁ ମିଳନ ଘଟିବ। ମଙ୍ଗଳ ନିଜ ରାଶିକୁ ଅବଲୋକନ କରୁଥିବାରୁ ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବ। ସଭାସମିତିରେ ଯୁକ୍ତିଯୁକ୍ତ ଓ ଅପ୍ରିୟ ସତ୍ୟକଥା ପ୍ରକାଶ କରିବା ଦ୍ୱାରା ସାମୟିକ ସମସ୍ୟା ସୃଷ୍ଟି…
Archives


