Rasifala

ରାଶିଫଳ: ଗୁରୁବାର, ଅଗଷ୍ଟ ୭ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇ କମ୍‌ ସମୟରେ ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ପଛକଥା ନ ଭାବି ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରନ୍ତୁ। ଅଂଶୀଦାର ବ୍ୟବସାୟରେ, ସାହିତ୍ୟରେ, ସଭାସମିତିରେ ଆଶା ପୂରଣ ହେବ। ଉଚ୍ଚସ୍ଥ ମଙ୍ଗଳଜନିତ…

ରାଶିଫଳ: ବୁଧବାର, ଅଗଷ୍ଟ ୬ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ କେତୁ ପ୍ରଭାବରୁ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଆନୁଷ୍ଠାନିକ କାମରେ ବନ୍ଧୁଙ୍କୁ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ବହୁତ ଦିନହେଲା ଦେଖି ନ ଥିବା ବନ୍ଧୁଙ୍କୁ ଭେଟିପାରନ୍ତି। ପାରିବାରିକ ଅସହଯୋଗ ନୂତନ କାମ,…

ରାଶିଫଳ: ମଙ୍ଗଳବାର , ଅଗଷ୍ଟ ୫ ତାରିଖ – Daily Horoscope

ମେଷ ଆଜି ସ୍ଥଗିତ କାମକୁ ତ୍ୱରାନ୍ବିତ କରିବା ସକାଶେ ଅନୁକୂଳ ବାତାବରଣ ସୃଷ୍ଟି ହେବ। କଠିନ ପରିଶ୍ରମଜନିତ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖାଦେବ। ପ୍ରଶାସନ, ଆଇନ ଅଦାଲତ, ସଭା ସମିତି ଓ ରପ୍ତାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ। ବନ୍ଧୁ କିମ୍ବା ଆମତ୍ୀୟମାନଙ୍କ…

ରାଶିଫଳ: ସୋମବାର , ଅଗଷ୍ଟ ୪ ତାରିଖ – Daily Horoscope

ମେଷ ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ପରିବାରର ଆବଶ୍ୟକତା ପୂରଣ ସକାଶେ ଧାର କରଜ କରିବାକୁ ବାଧ୍ୟ ହୋଇପାରନ୍ତି। ଯାନ୍ତ୍ରିକ ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଅଶ୍ୱିନୀ ନକ୍ଷତ୍ର ସକାଶେ…

ରାଶିଫଳ: ରବିବାର, ଅଗଷ୍ଟ ୩ ତାରିଖ – Daily Horoscope

ମେଷ ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତ ଓ ବିବ୍ରତ କରିଦେଇପାରେ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା…

ରାଶିଫଳ: ଶନିବାର , ଅଗଷ୍ଟ ୨ ତାରିଖ – Daily Horoscope

ମେଷ ଆଜି ଯେକୌଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଆଡ୍‍ଜଷ୍ଟ କରିନେବାରେ ସମର୍ଥ ହେବେ। ବନ୍ଧୁଙ୍କ ଆଗମନରେ ପରିବାର ସହ କିଛି ସମୟ ଅତିବାହିତ କରିବାକୁ ପଡିପାରେ। ଆକସ୍ମିକଭାବରେ ସରକାରୀ କାମରେ ହଠାତ୍‍ ବାହାରକୁ ଯାତ୍ରା କରିବାକୁ ପଡିପାରେ। ଲାଗି ରହିଥିବା…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୧ ତାରିଖ – Daily Horoscope

ମେଷ ଆଜି ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ପ୍ରଭାବରୁ ମହତ୍‍ କାମରେ ଅର୍ଥ ବିନିଯୋଗ କରିବେ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହାସଲ ସକାଶେ ଦୂରଯାତ୍ରା କରିପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କଠାରୁ ଆଶାନୁଯାୟୀ ସାହାଯ୍ୟ ପାଇବାରେ ପ୍ରତିବନ୍ଧକ ରହିବ ନାହିଁ। କ୍ରମଶଃ ଦୂରେଇ ଯାଉଥିବା କୌଣସି ଆମତ୍ୀୟଙ୍କ…

ରାଶିଫଳ: ଗୁରୁବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ ପରିବାରରେ ଅଯଥା ସନ୍ଦେହ ଓ ଭୁଲ୍‌ ବୁଝାମଣାଜନିତ ମତପାର୍ଥକ୍ୟର ଆଶଙ୍କା ରହିଛି। ଅଶ୍ୱିନୀ ନକ୍ଷତ୍ର ସକାଶେ ଅତି ଭଲସମ୍ପର୍କ ରହିଥିବା ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହେବ। ହାତମୁଠାରୁ ସୁଯୋଗ ଖସିଯିବାର ଆଶଙ୍କାକୁ ଏଡି ହେବନାହିଁ। ବ୍ୟବସାୟ,…

ରାଶିଫଳ: ବୁଧବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଅର୍ଥ, ବିଳାସବ୍ୟସନ, ସନ୍ତାନ ସୁଖ, ନୂତନମୈତ୍ରୀ ସୃଷ୍ଟିକରି ମୁହଁରେ ହସ ଫୁଟାଇବେ। ସାମାନ୍ୟ କଥାକୁ କେନ୍ଦ୍ରକରି ପାରିବାରିକ ସମସ୍ୟା ଦେଖାଦେବ। ଶନି ପ୍ରଭାବରୁ କାମ କରିବାକୁ ଇଚ୍ଛା ହେବନାହିଁ କିମ୍ବା ବିଭିନ୍ନ ଝମେଲା ମଧ୍ୟରେ ଅଶାନ୍ତ ରହିବେ।…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୯ ତାରିଖ – Daily Horoscope

ମେଷ କର୍ମାଧିପ ଦ୍ୱାଦଶସ୍ଥ ଯୋଗୁ କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟିହେବ। ଚନ୍ଦ୍ରମଙ୍ଗଳ ଯୋଗରୁ ପାରିବାରିକ କ୍ଷେତ୍ରରେ ମତାନ୍ତର ଓ ବିତର୍କର ବିଲୟ ଘଟିପାରେ। ଆର୍ଥିକ ସ୍ଥିତି, ବ୍ୟବସାୟ, ବନ୍ଧୁଙ୍କ ଆଲୋଚନା ଏବଂ ଆନୁଷ୍ଠାନିକ କାମ ପାଇଁ ବିଶେଷ ଅସୁବିଧା ହେବନାହିଁ। କୃତି ଓ…

ରାଶିଫଳ: ସୋମବାର, ଜୁଲାଇ ୨୮ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଆର୍ଥିକ ଅସଙ୍ଗତି ଦୂରକରିବା ସହ ଆଲୋଚନାକୁ ଅଗ୍ରଗାମୀ କରାଇବ। ପୂର୍ବାଲୋଚନା ଅନୁଯାୟୀ ଆଜିର ଯାତ୍ରା, କର୍ମାରମ୍ଭ, ପ୍ରଶାସନିକ ନିଷ୍ପତ୍ତିରେ ସଫଳତା ପାଇବେ। କାଳେ କିଛି ଦେବାକୁ ପଡ଼ିବ,ଏହି ଆଶଙ୍କାରେ ସମ୍ପର୍କୀୟ ଦୂରେଇ ରହିବେ। କର୍ମକ୍ଷେତ୍ରରେ ଜିଦ୍‌ରେ ଅଟଳ…

ରାଶିଫଳ: ରବିବାର, ଜୁଲାଇ ୨୭ ତାରିଖ – Daily Horoscope

ମେଷ ଆଜି ପରିବାର ଓ କର୍ମକ୍ଷେତ୍ର ପାଇଁ ପାପଗ୍ରହ ସନ୍ନିବେଶିତ ଚନ୍ଦ୍ରଙ୍କ ସ୍ଥିତି ଆଦୌ ଅନୁକୂଳ ନୁହେଁ। ପ୍ରତ୍ୟେକ କାମରେ ସମସ୍ୟା ଲାଗି ରହିବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ କୌଣସି ଅସୁବିଧା ରହିବ ନାହିଁ। ଆନୁଷ୍ଠାନିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri