Rasifala

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି। ବୃଥା ସନ୍ଦେହ ଏବଂ ଭୁଲ୍‍ ବୁଝାମଣାରୁ ପରିବାରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ ରହିବ। ଅଶ୍ୱିନୀ ନକ୍ଷତ୍ରର ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ ବିବାଦ ସମାଧାନର ରାସ୍ତା ସୁଗମ ହେବ। ବାରମ୍ବାର ପ୍ରତିରୋଧର ସାମ୍‌ନା କରି କଷ୍ଟ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ ଦେଖି ଚିନ୍ତା ବଢିଯିବ। ଅନ୍ୟମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ହାତମୁଠାରୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ ଆକ୍ଷେପୋକ୍ତି ବ୍ୟସ୍ତତା ବଢ଼ାଇବ। ସାହିତ୍ୟକୃତି, ସହକର୍ମୀଙ୍କ ସୌହାର୍ଦ୍ଦ୍ୟ ଏବଂ ସଭାସମିତିକୁ ନିମନ୍ତ୍ରଣଜନିତ ଖୁସି…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ ପାଇବେ। ସ୍ଥଗିତ କର୍ମାରମ୍ଭ, ବ୍ୟବସାୟିକ ସଫଳତା, ମାଙ୍ଗଳିକ କାର୍ଯ୍ୟର ପ୍ରସ୍ତୁତି କରିପାରନ୍ତି। ପଡ଼ୋଶୀଙ୍କ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା ସକାଶେ ଚିନ୍ତା କରିପାରନ୍ତି। କ୍ରୀଡ଼ା, ସାହିତ୍ୟ, ସଙ୍ଗୀତାଦିରେ ସଫଳତା ପାଇବେ। ସାହିତ୍ୟାଲୋଚନା, ବିବାଦରେ…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ ଅଟକି ରହିବ ନାହିଁ। ଆଲୋଚନାରେ ନିଜର ସୀମା ଭିତରେ ରହିବା ଭଲ। କର୍ମକ୍ଷେତ୍ରରେ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ ସକାଶେ କରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବେ। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଏବଂ ସରକାରୀ ସାହାଯ୍ୟ ପାଇପାରନ୍ତି।…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୬ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ଉଦାସ ରହିପାରନ୍ତି ଏବଂ କାମ ସକାଶେ ନିରୁତ୍ସାହିତ ରହିବେ। ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସମ୍ପର୍କିତ ଆଲୋଚନା କରିପାରନ୍ତି। କିନ୍ତୁ ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ଅସୁସ୍ଥତାବଶତଃ କେତେକ ଅତ୍ୟାବଶ୍ୟକ କାମଗୁଡିକ…

ରାଶିଫଳ: ଗୁରୁବାର, ଫେବୃଆରୀ ୫ ତାରିଖ – Daily Horoscope

ମେଷ ଆଜି ଉତ୍ତରାଫାଲଗୁନୀ ନକ୍ଷତ୍ରରେ ଚନ୍ଦ୍ର କର୍ମଜଞ୍ଜାଳଜନିତ ବ୍ୟସ୍ତତା ବୃଦ୍ଧି କରାଇପାରନ୍ତି। ସ୍ବାସ୍ଥ୍ୟୋନ୍ନତି ଓ କାର୍ଯ୍ୟସିଦ୍ଧିରୁ ଯେତିକି ଖୁସି ହେବେ ଭ୍ରାତୃବିବାଦ ଓ ବନ୍ଧୁସମ୍ପର୍କହାନିରୁ ସେତିକି ଦୁଃଖୀ ହେବେ। ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା ସହ ସାଂସ୍କୃତିକ କିମ୍ବା ଧର୍ମାନୁଷ୍ଠାନ ଦିଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?