Rasifala

ରାଶିଫଳ: ଶନିବାର, ମେ ୩୦ ତାରିଖ – Daily Horoscope

ମେଷ ଅତି ନିକଟତର ବନ୍ଧୁଙ୍କ ସହ ଆପଣଙ୍କର ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି । କଥା କହିବାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହେବାକୁ ପଡିବ । ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା ପଡିଲେ ଅପଦସ୍ଥ…

ରାଶିଫଳ: ଶୁକ୍ରବାର, ମେ ୨୯ ତାରିଖ – Daily Horoscope

ମେଷ ଆଜି ରୋହିଣୀ ନକ୍ଷତ୍ରସ୍ଥ ଶନିଙ୍କ ଯୋଗୁ ଅନୁକୂଳତା ରହିବା ବେଳେ ଅପରାହ୍ନରେ ପରିସ୍ଥିତି ବଦଳି ଯିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଅଧ୍ୟୟନ, ଅଧ୍ୟାପନା, ଗବେଷଣା, କଳା, ସାହିତ୍ୟ, ରାଜନୀତି, ସଭାସମିତି ତଥା ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। କିନ୍ତୁ ପାରିବାରିକ…

ରାଶିଫଳ: ଗୁରୁବାର , ମେ ୨୮ ତାରିଖ – Daily Horoscope

ମେଷ ବାଧକାଧିପତି ଶନିଙ୍କ ନକ୍ଷତ୍ରରେ ରହିଥିବାରୁ ବିଭିନ୍ନ ପ୍ରକାରର ସମସ୍ୟାରେ ମନ ଭାରାକ୍ରାନ୍ତ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ । ସାମାଜିକ କ୍ଷେତ୍ରରେ ଅଟକି ରହିଯାଇଥିବା କାର୍ଯ୍ୟଗୁଡିକ ତ୍ୱରାନ୍ବିତ…

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ଆପଣ ସମାଜକଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକକ୍ଷେତ୍ରରେ, ସଭାସମିତିରେ ସାମିଲ ହେଲେ ସମ୍ମାନିତ ହେବେ। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବ ଫଳରେ ମାନସିକ ଅସ୍ଥିରତା ଭିତରେ ଚଳିବାକୁ ବାଧ୍ୟ ହେବେ। ପ୍ରଶାସନିକ ସ୍ତରରେ କେତେକ ସମସ୍ୟାକୁ କେନ୍ଦ୍ର କରି…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରେ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। କିନ୍ତୁ ଅଶ୍ୱିନୀ ନକ୍ଷତ୍ର ବ୍ୟକ୍ତିମାନେ ସମସ୍ୟାଗ୍ରସ୍ତ ହେବେ ଏବଂ ସେମାନଙ୍କର ମାନସିକ ସ୍ଥିତି ଦୁର୍ବଳ ରହିବ। ପାରିବାରିକ ସମସ୍ୟା,ପରିବହନରେ ଝଗଡା, ଯାନ ବାହନରେ କ୍ଷତିର ସମ୍ଭାବନା ହେତୁ…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ମଙ୍ଗଳଙ୍କ ପ୍ରଭାବରୁ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ସାଧନ କରିବେ । ମୁଖଭାବରେ ରବି ଓ ଶୁକ୍ରଜନିତ ଅପ୍ରିୟସତ୍ୟ ଭାଷଣ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିପାରେ । ଆପଣଙ୍କ ଦକ୍ଷତାର ମୂଲ୍ୟାୟନ ହେବା ସଙ୍ଗକୁ ପୁରସ୍କୃତ ହୋଇପାରନ୍ତି ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ଅର୍ଥସମ୍ପର୍କୀୟ କଳହର ଆଶଙ୍କା ରହିଛି। ଗୃହ, ଭୂମି, ଗାଡ଼ିମୋଟର, ବନ୍ଧୁବାନ୍ଧବ, ସହକର୍ମୀ, ଧାରକରଜ, ଟଙ୍କା ପଇସା ଦେବାନେବା କ୍ଷେତ୍ରରେ ସତର୍କତା ଅବଲମ୍ବନ କରିବା ଭଲ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସଂପର୍କୀୟ ଚିନ୍ତା ନେଇ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଗୁରୁଶୌରୀ ଯୋଗ ପ୍ରଭାବରୁ କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନିଜ ସଂସ୍ପର୍ଶରେ ଆସୁଥିବା ଲୋକମାନଙ୍କ କଥାଗୁଡିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ ।…

ରାଶିଫଳ: ଶୁକ୍ରବାର, ମେ ୨୨ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ରବି ହେତୁ ପ୍ରତ୍ୟେକ କ୍ଷେତ୍ରରେ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବାରେ କୌଣସି ଅସୁବିଧା ରହିବ ନାହିଁ । ଅଫିସ୍‌ କାମରେ ଏପରି କି ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରକେନ୍ଦ୍ରସ୍ଥ ଶନି ହେତୁ କର୍ମକ୍ଷେତ୍ରରୁ ଉଚ୍ଚ ପଦାଧିକାରୀଙ୍କ ସାହାଯ୍ୟ ଓ ସହଯୋଗର ଅବାରିତ ଧାରା ମନକୁ ପ୍ରଫୁଲ୍ଲିତ କରିବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହେଲେ ମଧ୍ୟ ଲାଭ କିଛି ଊଣା ହେବନି। ପରିବାରରେ…

ରାଶିଫଳ: ବୁଧବାର, ମେ ୨୦ ତାରିଖ – Daily Horoscope

ମେଷ ଆଜି ରାଶିରେ ଚନ୍ଦ୍ର ଥିବାରୁ ବନ୍ଧୁମାନଙ୍କ ଗହଳ ଚହଳ ମଧ୍ୟରେ ବ୍ୟସ୍ତତା ଅନୁଭବ କରିପାରନ୍ତି। ବୟସ୍କ ସଦସ୍ୟଙ୍କ ବିଚାରହୀନ ମନ୍ତବ୍ୟକୁ କେନ୍ଦ୍ରକରି ପରିବାରରେ ଝଗଡ଼ା ଲାଗିପାରେ। ସନ୍ତାନଙ୍କ ଅଶାନ୍ତ ମନଦେଖି ନିଜେ ଚିନ୍ତିତ ହୋଇପାରନ୍ତି। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆପଣଙ୍କର ଉତ୍କୃଷ୍ଟ ବିଚାରଧାରା,ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ଉଚ୍ଚାସନ ଲାଭ କରିବେ। ପରିବହନ, ନିର୍ମାଣ ଓ ଅର୍ଥନୈତିକ କାର୍ଯ୍ୟକ୍ରମ ବେଶ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?