Rasifala

ରାଶିଫଳ: ବୁଧବାର, ମେ ୬ ତାରିଖ – Daily Horoscope

ମେଷ ମଙ୍ଗଳଙ୍କ ପ୍ରଭାବରୁ ଉଚ୍ଚ ମନ ଓ ଦୃଢ ଆତ୍ମବଳ ନେଇ କାମ କରିବେ। ପାରିବାରିକ,ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ଲାଭ କରିବାରେ ଅସୁବିଧା ହେବନାହିଁ। ଆତ୍ମୀୟସ୍ବଜନଙ୍କ ଆରୋଗ୍ୟ ଲାଭ ପାଇଁ ଚିନ୍ତା ବଢ଼ିପାରେ। ସହାୟତାରେ ଆଶା…

ରାଶିଫଳ: ମଙ୍ଗଳବାର, ମେ ୫ ତାରିଖ – Daily Horoscope

ମେଷ ଆଜି ଆପଣଙ୍କର ସ୍ବାସ୍ଥ୍ୟ ଓ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। ଅର୍ଥ,ସୁଖ ଓ ସମ୍ମାନର ଅଭାବ ରହିବ ନାହିଁ। କି ନ୍ତୁ କର୍ମକ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ସ୍ଥଗିତ କାମପାଇଁ ଅନ୍ୟକୁ କୈଫୟତ୍‌ ଦେବାକୁ…

ରାଶିଫଳ: ସୋମବାର, ମେ ୪ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ ନିକଟରେ ରହୁ ନ ଥିବା ପିଲାଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ହେବେ। ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି। ସମସ୍ୟାକୁ ସୁଧାରି ନେବେ କିନ୍ତୁ ନିଜ ଲୋକମାନେ ଅସୁବିଧାରେ ପକାଇ…

ରାଶିଫଳ: ରବିବାର, ମେ ୩ ତାରିଖ – Daily Horoscope

ମେଷ ଆଜିର କାମ ଗୁଡିକ ସୁବିଧାରେ ଓ ସୁରୁଖୁରୁରେ ହୋଇଯିବ। ଘରେ ନିଜ ପରିସରର ବନ୍ଧୁଙ୍କ ସହିତ ଖୁସିର ଆସର ଜମିପାରେ। ପ୍ରଶାସନ,ଆନୁଷ୍ଠାନିକ କା, ରାଜନୀତି ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ମାନସିକ ସ୍ଥିତି ବିପନ୍ନ ହୋଇପାରେ। ବ୍ୟବସାୟକୁ ଆଗକୁ…

ରାଶିଫଳ: ଶନିବାର, ମେ ୨ ତାରିଖ – Daily Horoscope

ମେଷ ସ୍ବାସ୍ଥ୍ୟ ସମସ୍ୟା ଓ ଆକସ୍ମିକ କଳହ ପ୍ରତି ସଜାଗ ରହିବା ଭଲ ହେବ । ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ଚଳିବାକୁ ବାଧ୍ୟ ହେବେ । ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ…

ରାଶିଫଳ: ଶୁକ୍ରବାର, ମେ ୧ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ବହୁତ ଭଲ ରହିଥିବାରୁ ଆପଣଙ୍କ ମନ ଯେମିତି କାମଗୁଡିକ ମଧ୍ୟ ସେହିପରି ସରସ,ସୁନ୍ଦର ରହିବ। ମୁଖଭାବରେ ଶୁକ୍ରଥିବାରୁ ମନଭୁଲାଣିଆ କଥା କହି ଅନ୍ୟମାନଙ୍କୁ ସହଜରେ ଆପଣାର କରିପାରିବେ। ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବାର…

ରାଶିଫଳ: ଗୁରୁବାର, ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ପାରିବାରିକ ଓ କର୍ମକ୍ଷେତ୍ର ସକାଶେ ପ୍ରତିକୂଳତା ଆନୟନ କରିପାରନ୍ତି । ପରିବହନରେ ଆକସ୍ମିକ ସମସ୍ୟାଜନିତ ମାନସିକ ଅଶାନ୍ତିର ସମ୍ମୁଖୀନ ହେବାକୁ ପଡିପାରେ । ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ସତର୍କତାର ସହ କାମ…

ରାଶିଫଳ: ବୁଧବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଶନି ପ୍ରଭାବରେ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସାହାଯ୍ୟ ଓ ସହଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି। ଯାନ୍ତ୍ରିକ ଶିଳ୍ପରେ ଉନ୍ନତି ,ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହୋଇପାରେ। ପରିବାରରେ ଅଶାନ୍ତ ଦୂର ହେବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ରାହୁ ସହ ଚନ୍ଦ୍ରଙ୍କ ସଂଯୋଗ କାରଣରୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା କଠିନ ହୋଇପାରେ। ନିଜ ପରିବେଶରେ ସହମତି ମାଧ୍ୟମରେ କାର୍ଯ୍ୟକଲେ ସଫଳତା ପାଇବେ। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ୍‌ କରିବାକୁ ରଖିଥିବା ଟଙ୍କା ଭିନ୍ନ…

ରାଶିଫଳ: ସୋମବାର, ଅପ୍ରେଲ ୨୭ ତାରିଖ – Daily Horoscope

ମେଷ ବୁଧାଦିତ୍ୟ ଯୋଗ ପ୍ରଭାବରେ ସାମାଜିକ ସ୍ତରରେ ବିଜ୍ଞ ବ୍ୟକ୍ତିମାନେ ଆପଣଙ୍କର ନିସ୍ବାର୍ଥପର କାର୍ଯ୍ୟାବଳୀର ଭୂୟସୀ ପ୍ରସଂସା କରିବେ ା କୈାଣସି ପ୍ରକାରର ପ୍ରତିବନ୍ଧକ ନଥାଇ ଆନୁଷ୍ଠାନିକ କାମ ସୁରୁଖୁରୁରେ ସମାପନ ହେବ ା ଆଜି ଆବଶ୍ୟକତା ଅନୁସାରେ ଅର୍ଥର ଅଭାବ…

ରାଶିଫଳ: ରବିବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ସ୍ବାସ୍ଥ୍ୟ ଯେମିତି ଭଲ ରହିବ ତାହାଠାରୁ ମନ ମଧ୍ୟ ଆହୁରି ଅଧିକ ଭଲ ରହିବ। ବନ୍ଧୁଙ୍କ ଆଦର, ସେହ୍ନ, ସଦିଚ୍ଛା ମନ ଭିତରର ସବୁ ଦୁଃଖକୁ ସାମୟିକ ଭାବରେ ଭୁଲିଯାଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ…

ରାଶିଫଳ: ଶନିବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବାକ୍‌ଯୁଦ୍ଧ,କଥା କଟାକଟି ଜନନିତ ମତାନ୍ତରର ଆଶଙ୍କା ରହିଛି । ଅବଶ୍ୟ ପରକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ । ଆନୁଷ୍ଠାନିକ କ୍ଷେତ୍ର ପାଇଁ କୈାଣସି ପ୍ରତିକୂଳ ପ୍ରଭାବ ପଡିବ ନାହିଁ । ସାମାଜିକ ସ୍ତରରେ ପାଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?