ରାଶିଫଳ: ଗୁରୁବାର, ଅଗଷ୍ଟ ୦୧ ତାରିଖ – Daily Horoscope
ମେଷ ଆଜି ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ନେଇ ଅଭିଳଷିତ କାର୍ଯ୍ୟ କରିପାରିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଦୋକାନବାଡି, ସତ୍ସଙ୍ଗ, ଆଲୋଚନା ତଥା ଭ୍ରମଣରେ ଲକ୍ଷ୍ୟ ପୂରଣ ହେବ। କିନ୍ତୁ ସାହିପଡ଼ିଶା, ବନ୍ଧୁବାନ୍ଧବ, ସହକର୍ମୀ, କରଜ ପ୍ରଭୃତିକୁ କେନ୍ଦ୍ରକରି…
ରାଶିଫଳ: ବୁଧବାର, ଜୁଲାଇ ୩୧ ତାରିଖ – Daily Horoscope
ମେଷ ଆଜି ସମ୍ପର୍କୀୟ ଭାଇ, ପାଖ ପଡୋଶୀ, ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ସାହାଯ୍ୟରୁ କାମ ହାସଲ କରିବେ। କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଅନ୍ୟମାନଙ୍କ ପ୍ରଶଂସାର ପାତ୍ର ହୋଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ସଭାସମିତି କିମ୍ବା ଆନୁଷ୍ଠାନିକ କାମରୁ…
ରାଶିଫଳ: ମଙ୍ଗଳବାର, ଜୁଲାଇ ୩୦ ତାରିଖ – Daily Horoscope
ମେଷ ପାପଯୁକ୍ତ ଚନ୍ଦ୍ର ଓ ଦୁର୍ବଳ ମଙ୍ଗଳ ହେତୁ ମାନସିକ ସ୍ଥିତି ଦୁର୍ବଳ ରହିବା କାରଣରୁ ମନ ଭଲ ରହିବ ନାହିଁ। ପରିବହନରେ ଝଗଡା, ଯାନବାହନରେ ସମସ୍ୟା ଦେଖାଦେଇପାରେ। ଇଚ୍ଛା ନ ଥାଇ ମଧ୍ୟ କେତେକ ପରିସ୍ଥିତିରେ ହାତରୁ ଖାଇ ପର…
ରାଶିଫଳ: ସୋମବାର, ଜୁଲାଇ ୨୯ ତାରିଖ – Daily Horoscope
ମେଷ ବ୍ୟୟାଧିପ ଧନସ୍ଥାନକୁ ଦୃଷ୍ଟିଦେଉଥିବାରୁ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିବେ। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଅନୁଭବ କରିପାରନ୍ତି। ପାରିବାରିକ ମତଭେଦ କାରଣରୁ ଭ୍ରାତୃବିବାଦ ଦେଖାଦେଇ ପାରେ। ଅଶ୍ୱିନୀ…
ରାଶିଫଳ: ରବିବାର, ଜୁଲାଇ ୨୮ ତାରିଖ – Daily Horoscope
ମେଷ ଆଜିର ଚନ୍ଦ୍ର ପାପଗ୍ରହ ମଧ୍ୟସ୍ଥ ଯୋଗୁ ଆପଣ ନିଜକୁ ଠିକ୍ ଭାବେ ଆଡ୍ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ। ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ, ତଥାପି ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିବେ। ଅଟକି ରହିଯାଇଥିବା କାର୍ଯ୍ୟଗୁଡ଼ିକ…
ରାଶିଫଳ: ଶନିବାର, ଜୁଲାଇ ୨୭ ତାରିଖ – Daily Horoscope
ମେଷ ଆଜି ଉଚ୍ଚରାଶିରେ ଚନ୍ଦ୍ରଙ୍କ ସଂଯୋଗ ହେତୁ ସବୁ କାମ ସୁରୁଖୁରୁରେ ହୋଇଯିବ । ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଅଧ୍ୟୟନ, ଅଧ୍ୟାପନା, ଗବେଷଣା ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ । ରାଜନୀତି, ସଭାସମିତି ତଥା ସାଙ୍ଗଠନିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ…
ରାଶିଫଳ: ଶୁକ୍ରବାର, ଜୁଲାଇ ୨୬ ତାରିଖ – Daily Horoscope
ମେଷ ଆଜି ଶୁକ୍ର ନକ୍ଷତ୍ରସ୍ଥ ଚନ୍ଦ୍ର ଆପଣଙ୍କୁ ଅର୍ଥ, ପାରିବାରିକ ସୌଖ୍ୟ ଓ ବନ୍ଧୁମିଳନଜନିତ ଆନନ୍ଦ ପ୍ରଦାନ କରିବ। ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା ପଡିଲେ ଅପଦସ୍ଥ ହେବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରରେ କୌଣସି ମହିଳାଙ୍କ ଦ୍ୱାରା ଉପକୃତ…
ରାଶିଫଳ: ଗୁରୁବାର, ଜୁଲାଇ ୨୫ ତାରିଖ – Daily Horoscope
ମେଷ ଚରରାଶିସ୍ଥ ଜନ୍ମଚନ୍ଦ୍ର ମାନସିକ ଅସ୍ଥିରତା ସୃଷ୍ଟି କରିବ। ସତର୍କତାର ସହ ଆଜିର ଯାତ୍ରା, ବିବାଦୀୟ କ୍ଷେତ୍ର, ଗୃହାରମ୍ଭ ପ୍ରଭୃତି କରିବା ବିଧେୟ। କିନ୍ତୁ ଶ୍ରୀଚନ୍ଦ୍ରଜନିତ ଆର୍ଥିକ ସ୍ଥିତି ବହୁତ ଭଲ ରହିବ। ଅସନ୍ତୋଷ ବୃଦ୍ଧି କରିବ। ଦୂରଦର୍ଶିତାବିହୀନ କାର୍ଯ୍ୟ ଓ…
ରାଶିଫଳ: ବୁଧବାର, ଜୁଲାଇ ୨୪ ତାରିଖ – Daily Horoscope
ମେଷ ରେବତୀ ନକ୍ଷତ୍ରସ୍ଥ ଚନ୍ଦ୍ର ପଡ଼ୋଶୀଙ୍କ ହସ୍ତକ୍ଷେପରେ ପାରିବାରିକ ଶାନ୍ତି ଫେରାଇ ଆଣିବାରେ ସହାୟକ ହେବ। କିନ୍ତୁ ଚତୁର୍ଥସ୍ଥ ପାପଗ୍ରହ ପାରିବେଶିକ ଓ ମାନସିକ ତଥା ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ । ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ, ଧର୍ମୀୟ…
ରାଶିଫଳ: ମଙ୍ଗଳବାର, ଜୁଲାଇ ୨୩ ତାରିଖ – Daily Horoscope
ମେଷ ପାପଗ୍ରହଯୁକ୍ତ ନୀଚାରୋହୀ ଶୁକ୍ରଙ୍କ ପ୍ରଭାବରୁ ଆର୍ଥିକ ଅଭାବ, ଅନଟନ ନ ଥିଲେ କ’ଣ ହେଲା କାମଗୁଡ଼ିକ ସୁବିଧାରେ ହେବନାହିଁ। ଶତ୍ରୁତା କାରଣରୁ ବନ୍ଧୁଙ୍କଠାରୁ ସାହାଯ୍ୟ ପାଇବେ ନାହିଁ। ଦୀର୍ଘଦିନରୁ ଲାଗି ରହିଥିବା ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ମନକୁ ଆନ୍ଦୋଳିତ…
ରାଶିଫଳ: ସୋମବାର, ଜୁଲାଇ ୨୨ ତାରିଖ – Daily Horoscope
ମେଷ ଆପଣଙ୍କ ରାଶିପାଇଁ ଆଜି କୃଷ୍ଣପକ୍ଷର ଦ୍ୱାଦଶଚନ୍ଦ୍ର କଲ୍ୟାଣ ଚନ୍ଦ୍ର ହେତୁ ଯାତ୍ରାରେ ସଫଳତା, କାର୍ଯ୍ୟସିଦ୍ଧି ସଙ୍ଗକୁ ସତ୍କାର୍ଯ୍ୟରେ ଅର୍ଥ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ସଙ୍ଗକୁ ମୂଲ୍ୟବାନ୍ ଜିନିଷ କ୍ରୟ କରିପାରନ୍ତି। କଳା, ସଙ୍ଗୀତ, କ୍ରୀଡାଦି ମନୋରଞ୍ଜନ କାର୍ଯ୍ୟକ୍ରମର…
ରାଶିଫଳ: ରବିବାର, ଜୁଲାଇ ୨୧ ତାରିଖ – Daily Horoscope
ମେଷ ଆଜିର ଏକାଦଶସ୍ଥ ଚନ୍ଦ୍ର ଆପଣଙ୍କ ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟିକରିବ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍ ଦ୍ରୁତ ହେବ, କିନ୍ତୁ କିଛିଟା ପ୍ରତିରୋଧର ସାମ୍ନା କରିବାକୁ ପଡ଼ିପାରେ। ବ୍ୟବସାୟିକ ଦିଗଟି ବେଶ୍ ଭଲ ରହିବ, କିନ୍ତୁ ବକେୟା ଋଣ…
Archives


