Rasifala

ରାଶିଫଳ: ବୁଧବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଦ୍ୱିଜା ନକ୍ଷତ୍ର ନିକଟସ୍ଥ ଲୋକଙ୍କୁ ଆପଣାର କରି କାମକୁ ସହଜରେ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପାଇପାରିବେ। ତଥାପି କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇପାରନ୍ତି। ପରିବାରରେ ପାଖରେ ନ ଥିବା ଜିନିଷଟି…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ବଳହୀନ ବାଣୀକାରକ ବୁଧ ଯୁକ୍ତ ହେତୁ ବନ୍ଧୁ ଓ ପରିବାର ସହ କଥାରେ କଥାରେ କଳହ ଘଟିପାରେ। କର୍ମକ୍ଷେତ୍ରରେ କୈାଣସି ଘଟଣାକୁ କେନ୍ଦ୍ରକରି କିଛି ସମସ୍ୟାର ସମ୍ମୁଖୀନ ହୋଇ ପାରନ୍ତି। ଶାରିରୀକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ଏବଂ…

ରାଶିଫଳ: ସୋମବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରି ପାରନ୍ତି। କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ସହ ପ୍ରତିଯୋଗିତା ମନୋଭାବ ସୃଷ୍ଟି ହୋଇପାରେ। ସ୍ଥଗିତ କାମକୁ ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା ହାସଲ କରିପାରିବେ। ଉପରିସ୍ଥ କର୍ମଚାରୀ ଆପଣଙ୍କୁ କିଛି ଆଶା ଓ…

ରାଶିଫଳ: ରବିବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ କାର୍ଯ୍ୟଦକ୍ଷତା କାରଣରୁ ଉଚ୍ଚ ସ୍ତରରେ ସମ୍ପର୍କ ସ୍ଥାପିତ ହେବ ଏବଂ ବିଶିଷ୍ଟ ବ୍ୟକ୍ତି ମାନଙ୍କ ଶୁଭେଚ୍ଛା ଲାଭ କରିବେ। ଅର୍ଥନୈତିକ ସ୍ଥିତିର ଅଭିବୃଦ୍ଧି,କଳା,ସାହିତ୍ୟ,ସଙ୍ଗୀତରେ ଉନ୍ନତି, ଯାନ୍ତ୍ରିକ ଦ୍ରବ୍ୟଲାଭରୁ ମନ ଖୁସୀ ରହିବ। ପରିବାର ସଦସ୍ୟ ମାନଙ୍କ ସହ ହସ ଖୁସୀରେ…

ରାଶିଫଳ: ଶନିବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ରାଶିର ପୂବାର୍ଦ୍ଧରେ ବଳଶାଳୀ ଗ୍ରହଥିବାରୁ ଦିନର ପୂର୍ବାହ୍ନଟି ଆପଣଙ୍କ ପାଇଁ ବିଶେଷ ପ୍ରଭାବଶାଳୀ ରହିବ । ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇ ଚେଷ୍ଟା କରୁଥିବା କାମ ହାସଲ କରିବେ । ପ୍ରଶଂସାକୁ ସହି ନ ପାରି ସମାଲୋଚନା କରିପାରନ୍ତି ।…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଚତୁଃଗ୍ରହଜନିତ ରାଜଯୋଗ ପ୍ରଭାବରୁ ଧୈର୍ଯ୍ୟ ଓ ସାହସିକତା ପ୍ରଦର୍ଶନ କରି ପ୍ରତ୍ୟେକ କାର୍ଯ୍ୟକୁ ସୁଚାରୁ ରୂପେ କରିପାରିବେ । ରବି ଓ ଶୁକ୍ରଙ୍କ ଶୁଭତ୍ୱ କାରଣରୁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ,ପରିବହନରେ ଉନ୍ନତି ହେବ । ପରିବାରର ବରାଦି ମୁତାବକ…

ରାଶିଫଳ: ଗୁରୁବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ କେତୁ ନକ୍ଷତ୍ରସ୍ଥ ରବି ଯୋଗୁ ସାହାଯ୍ୟ ସହଯୋଗ ପାଉଥିବା ଲୋକଟି ସାଧାରଣ ସ୍ବାର୍ଥହାନି ହେତୁ କୁତ୍ସା ରଟନା କରିପାରେ । ଯେତେ ଭଲ ଚିନ୍ତା ପୂର୍ବକ କାମ କଲେ ମଧ୍ୟ କେଜାଣି କାହିଁକି ଅନ୍ୟମାନଙ୍କର ଆନ୍ତରିକତା ରହିବନି । ପରସ୍ପର…

ରାଶିଫଳ: ବୁଧବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ସ୍ବରାଶିରେ ରବିଥିବାରୁ ପୂର୍ବାହ୍ନରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ବନ୍ଧୁମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇପାରନ୍ତି। ରାଜନୈତିକ,ଆନୁଷ୍ଠାନିକ ତଥା ସାଂଗଠନିକ ସ୍ଥିତି ବେଶ୍‌ ମଜଭୁତ ରହିବ। କଥାରେ ଅନ୍ୟମାନଙ୍କୁ ଆପ୍ୟାୟିତ କରି ଜୀବନରେ ଶାନ୍ତି ଓ…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସହ ପ୍ରତ୍ୟେକ କାମକୁ ଶୃଙ୍ଖଳିତ ଭାବରେ ସମ୍ମାନର ସହ ସମାପନ କରିପାରିବେ। ଘରକାମ ହେଉ କିମ୍ବା କର୍ମକ୍ଷେତ୍ରର କାମ ହେଉ, କୌଣସି କାମ ଅଟକି ରହିବନାହିଁ। ଭଟ୍ଟା ପଡିଯାଇଥିବା ବନ୍ଧୁଙ୍କ ସହ ସମ୍ପର୍କ ପୁଣି ଯୋଡି…

ରାଶିଫଳ: ସୋମବାର ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଆଜି ରବି ରେବତୀ ନକ୍ଷତ୍ରରେ ରହିଥିବାରୁ ଦ୍ୱିଜା ଓ କୃତ୍ତିକା ନକ୍ଷତ୍ରଙ୍କ ମିତ୍ରତା ବୃଦ୍ଧି ଘଟିବ । କୌଣସି ପ୍ରିୟବନ୍ଧୁଙ୍କ ଆଗମନର ସୂଚନା ପାଇବା ସାଙ୍ଗକୁ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଆନୁଷ୍ଠାନିକ କାମରେ ସହଯୋଗ ଓ…

ରାଶିଫଳ: ରବିବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ ଆଜି କୈାଣସି ଗୁରୁତ୍ୱପୂର୍ଣ୍ଣ କାମରେ ନିଜକୁ ନିୟୋଜିତ କରି ବିଶ୍ରାମହୀନ କାମ କରିବାକୁ ପଡିପାରେ। ଗାଡି, ମୋଟର, ପରିବହନ, ପ୍ରଶାସନିକ ସ୍ତରରେ ଆଲୋଚନା, ତଥା ଭ୍ରମଣ ହେତୁକ ଖୁସି ରହିବ। ଭାଇଭାଇ,ସାହିପଡୋଶୀ,ବନ୍ଧୁବାନ୍ଧବ କିମ୍ବା ସହକର୍ମୀଙ୍କ ସହ କଳହ ଲାଗିପାରେ। ବୃଷ…

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି ରବି ରେବତୀ ନକ୍ଷତ୍ରରେ ରହିଥିବାରୁ ଦ୍ୱିଜା ଓ କୃତ୍ତିକା ନକ୍ଷତ୍ରଙ୍କ ମିତ୍ରତା ବୃଦ୍ଧି ଘଟିବ । କୌଣସି ପ୍ରିୟବନ୍ଧୁଙ୍କ ଆଗମନର ସୂଚନା ପାଇବା ସାଙ୍ଗକୁ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଆନୁଷ୍ଠାନିକ କାମରେ ସହଯୋଗ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?