Rasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇ ଖୁସୀ ହେବେ। କଠିନ ଶ୍ରମ ଏବଂ ଭ୍ରମଣ କାରଣରୁ କ୍ଳେଶ ଭୋଗିବାକୁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି ସାମୟିକ ବ୍ୟସ୍ତତା ଅନୁଭବ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ଗୃହ ଭୂମି ସମ୍ପର୍କିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ ବିଶ୍ୱାସ କରି ଅସୁବିଧାରେ ପଡିପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ଆନୁଷ୍ଠାନିକ କ୍ଷେତ୍ରରେ ସଫଳ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। ଆତ୍ମୀୟ ସୁବିଧାବାଦୀ ଭଳି କାମ କଲେ ମଧ୍ୟ ଆପଣଙ୍କୁ କିଛି ଫରକ…

ରାଶିଫଳ: ଶନିବାର, ଫେବୃଆରୀ ୨୮ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଆର୍ଥିକ ଅଭିବୃଦ୍ଧିଜନିତ ମାନସିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ପରୋକ୍ଷ ଶତ୍ରୁତାଜନିତ କାର୍ଯ୍ୟହାନି ଘଟିପାରେ । କୃତ୍ତିକା ନକ୍ଷତ୍ର ସକାଶେ ପ୍ରତ୍ୟେକ କାମ ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ ହେବା କଷ୍ଟକର ହେବ। ଅବଶ୍ୟ ଆପଣଙ୍କ ଅର୍ଥନୀତି,…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ସଫଳ ହେବେ। ଆତ୍ମୀୟଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟିକଲେ ମଧ୍ୟ କାମ ଅଟକିବ ନାହିଁ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହେବ। ପରିବାରର ଅତ୍ୟାବଶ୍ୟକ ନୂତନ…

ରାଶିଫଳ: ଗୁରୁବାର, ଫେବୃଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଦେବଗୁରୁଙ୍କ ସହ ଚନ୍ଦ୍ର ଭାଗ୍ୟସ୍ଥାନକୁ ଦେଖୁଥିବାରୁ ସୌଭାଗ୍ୟ ପ୍ରଦାୟକ ରହିବେ। କୃତି, କୃତିତ୍ୱ ଓ ବାଗ୍ମିତାକୁ ନେଇ ବନ୍ଧୁ ଗହଣରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟସାଧନ କରିବେ। କିନ୍ତୁ ସାମାନ୍ୟ କଥାରେ ପରିବାରରେ ବୁଝାମଣା…

ରାଶିଫଳ: ବୁଧବାର, ଫେବୃଆରୀ ୨୫ ତାରିଖ – Daily Horoscope

ମେଷ ଆଜି ରାହୁଙ୍କ ନକ୍ଷତ୍ରରେ ରବି ହେତୁ ବୟସ୍କବ୍ୟକ୍ତି କିମ୍ବା ସରକାରୀ କର୍ମଚାରୀଙ୍କ ସହ ଯୁକ୍ତିତର୍କ ଲାଗିପାରେ। ହାତକୁ ନେଇଥିବା କାମକୁ ପୂର୍ଣ୍ଣାଙ୍ଗ କରିବା ପାଇଁ ନିକଟତର ବନ୍ଧୁଟିର ସାହାଯ୍ୟ ଆଶା କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସ୍ବାଧୀନ କାର୍ଯ୍ୟ କରିବାର ସୁଯୋଗ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୨୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ ସଫଳତା ପାଇବେ। କୃତ୍ତିକା ନକ୍ଷତ୍ର ସକାଶେ ପଡ଼ୋଶୀଙ୍କ ପ୍ରତିବାଦ କାରଣରୁ ନିର୍ମାଣାଧୀନ କାମ ଅଟକିବ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ରଚନାମତ୍କ କାର୍ଯ୍ୟାରମ୍ଭ, ଋଣପରିଶୋଧ, ପାରିବାରିକ ଆବଶ୍ୟକତା ସମ୍ପର୍କରେ…

ରାଶିଫଳ: ସୋମବାର, ଫେବୃଆରୀ ୨୩ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତିର ସୁପ୍ରଭାବରେ ପ୍ରତ୍ୟେକ କାମ ସମ୍ପନ୍ନ କରିପାରିବେ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ। କର୍ମକ୍ଷେତ୍ରରୁ ସହକର୍ମୀଙ୍କ ସାହାଯ୍ୟରେ ଆଶା କରୁଥିବା ଦୀର୍ଘଦିନର ବକେୟା ଅର୍ଥ ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବା ଦିଗରେ…

ରାଶିଫଳ: ରବିବାର, ଫେବୃଆରୀ ୨୨ ତାରିଖ – Daily Horoscope

ମେଷ ଆଜି ଜନ୍ମ ଚନ୍ଦ୍ର ଯୋଗୁ ପ୍ରତ୍ୟେକ କାମ ଯଥା ସମୟରେ ସମ୍ପନ୍ନ ହେବ, କିନ୍ତୁ ଟିକିଏ ସମସ୍ୟା ମଧ୍ୟ ରହିବ। ପାରିବାରିକ ମତାନ୍ତରକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିପାରେ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି।…

ରାଶିଫଳ: ଶନିବାର, ଫେବୃଆରୀ ୨୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ଦଶମ ସ୍ଥାନରେ ଆପଣଙ୍କୁ କର୍ମୋନ୍ନତି ଓ ବକେୟା ଅର୍ଥ, ସାମାଜିକ ସମ୍ମାନ ପ୍ରଦାନ କରିବେ। ଚତୁର୍ଥାଧିପତି ଶନିଙ୍କ ସହ ଦୁଃସ୍ଥାନରେ ଥିବାରୁ ପରିବାରରେ ମତାନ୍ତର ସୃଷ୍ଟି ହେବ। ଯାତ୍ରାକାଳୀନ ଅଜଣା ଲୋକଟିକୁ ସାହାଯ୍ୟ କରିବାକୁ ବିତର୍କର ସମ୍ମୁଖୀନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri