Rasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ କିଛିଟା ଦ୍ୱନ୍ଦ୍ୱ ଓ ଆଶା ଆଶଙ୍କା ମଧ୍ୟରେ ଗତିକରିବାକୁ ପଡିପାରେ। ବନ୍ଧୁଙ୍କ ସହ ସହାନୁଭୂତିମୂଳକ ଆଲୋଚନା ମାଧ୍ୟମରେ ପରିବାରରେ ଶାନ୍ତି ଫେରି ଆସିବ। ସତର୍କ ନ ରହିଲେ ଈର୍ଷାପରାୟଣ ପୂର୍ବକ ନିଜ ଲୋକମାନେ ଅସୁବିଧାରେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ ଚନ୍ଦ୍ରମଙ୍ଗଳ ଯୋଗରୁ ଯେଉଁ କାମରେ ହାତଦେବେ, ସେଥିରେ ସଫଳତା ନିଶ୍ଚିତ। ମନ ଅସ୍ଥିର ରହିଲେ ମଧ୍ୟ ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ପରିବାରରେ ପିଲାଙ୍କ ସମସ୍ୟା ବିଷୟ ନେଇ ମାନସିକ ସ୍ଥିତି ବିପନ୍ନ ରହିପାରେ। ବ୍ୟବସାୟକୁ…

ରାଶିଫଳ: ଶନିବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, ସାମ୍ବାଦିକତା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ବିନା କାରଣରେ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଉଚ୍ଚସ୍ଥ ଚନ୍ଦ୍ର ହେତୁ ଗୃହ, ଭୂମି, ଗାଡି, ମୋଟର ପ୍ରଭୃତିରେ ବନ୍ଧୁବାନ୍ଧବ, ସହକର୍ମୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ ହିତୈଷୀଙ୍କ ଚେଷ୍ଟାରୁ…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ ସମସ୍ୟା ରହିବ, କିନ୍ତୁ ଦୃଢ଼ ମନୋବଳ ହେତୁ କିଛି ଅସୁବିଧା ହେବନାହିଁ। ଅଫିସରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଂକଟ ଥିଲେ ମଧ୍ୟ ନୂତନ ଯୋଜନା ସକାଶେ ମନ ବଳାଇବେ ଓ ସଫଳତା ମଧ୍ୟ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨ ତାରିଖ – Daily Horoscope

ମେଷ ଆଜି ଶୁକ୍ରଙ୍କ ବ୍ୟୟସ୍ଥାନକୁ ଦୃଷ୍ଟି ଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯାଇପାରନ୍ତି। ବ୍ୟବସାୟିକ ସ୍ଥିତି ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ। ବିବାଦୀୟ ଘଟଣା ଠାରୁ ଦୂରେଇ ନ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ପ୍ରଭାବରେ ମାନସିକ ଅସ୍ଥିରତା ସତ୍ତ୍ୱେ ଆର୍ଥିକ ସ୍ଥିତିର ଅଭିବୃଦ୍ଧିକୁ ପ୍ରାଧାନ୍ୟ ଦେବେ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାଙ୍କ ସଫଳତା, ଉନ୍ନତ ଆଲୋଚନା, ପାରିବାରିକ ସଦ୍‍ଭାବ ସବୁ ପାଇବେ। ବନ୍ଧୁଙ୍କ ସହଯୋଗରେ ଅଟକିଥିବା କାମ ତ୍ୱରାନ୍ବିତ ହୋଇପାରେ। ଶିଳ୍ପ,…

ରାଶିଫଳ: ସୋମବାର, ଅଗଷ୍ଟ ୩୧ ତାରିଖ – Daily Horoscope

ମେଷ ପାପଗ୍ରହ ଯୁକ୍ତ ଚତୁର୍ଥାଧିପତି ଯୋଗୁ ପାରିବାରିକ ସମସ୍ୟା ସମ୍ପର୍କରେ ଚନ୍ତା କରି ମନକୁ ବିଷାକ୍ତ କରିବେ। ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବାରୁ ମନ ଭଲ ରହି ନ ପାରେ। ମଉଜିଆ କଥା କହି ବନ୍ଧୁଙ୍କ ଗହଣରେ ପରିସ୍ଥିତିକୁ ହାଲୁକା…

ରାଶିଫଳ: ରବିବାର, ଅଗଷ୍ଟ ୩୦ ତାରିଖ – Daily Horoscope

ମେଷ ଶନିଚନ୍ଦ୍ରଙ୍କ ଯୋଗ ଗୁରୁଙ୍କ ଦୃଷ୍ଟିରୁ ଦୃଢ଼ ମନୋବଳ ନେଇ କର୍ମକ୍ଷେତ୍ରରେ ଅଗ୍ରସର ହେବେ। ଦୀର୍ଘ ଦିନରୁ ରହିଥିବା ମନୋମାଳିନ୍ୟକୁ ଦୂରେଇ ନେବା ପାଇଁ ପ୍ରଯନତ୍ କରିବେ। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସକାଳୁ ସକାଳୁ…

ରାଶିଫଳ: ଶନିବାର , ଅଗଷ୍ଟ ୨୯ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରାକାଳରେ କୌଣସି ନୂତନ ବନ୍ଧୁଙ୍କ ସହ ବନ୍ଧୁତା ସୃଷ୍ଟିହେବ। ପରିବାରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଉଥିବା ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ନିଜ ପରିବାର ତରଫରୁ ଆବଶ୍ୟକ ସହଯୋଗ ପାଇ ନୂଆ କାମଟିକୁ ଆଗକୁ ବଢ଼ାଇ ନେଇପାରନ୍ତି।…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଅସୁବିଧା ହେବନାହିଁ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବାକୁ ପଡିପାରେ। ଅର୍ଥ ସମ୍ପର୍କିତ କଥାବାର୍ତ୍ତା, ବନ୍ଧୁଙ୍କ ସହ ଯୋଗାଯୋଗ କଲେ ଉପକୃତ…

ରାଶିଫଳ: ଗୁରୁବାର, ଅଗଷ୍ଟ ୨୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନିଷ୍ଠା ନକ୍ଷତ୍ରରେ ରହି ନୂତନ କର୍ମାରମ୍ଭ ସକାଶେ ମନ ବଳାଇବେ। ସକାଳୁ ସକାଳୁ ପ୍ରୀତିପ୍ରଦ ଯାତ୍ରା କରିବାର ଅପୂର୍ବ ସୁଯୋଗ ଲାଭ କରିପାରନ୍ତି। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?