Rasifala

ରାଶିଫଳ: ରବିବାର, ଅଗଷ୍ଟ ୧୩ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ବନ୍ଧୁ ଓ ପରିବାର ଦିଗରୁ ମଧ୍ୟ ସମୟ ଅନୁକୂଳ ନୂହେଁ, ବରଂ ପ୍ରତିକୂଳତାର ଝଲକ ଦେଖିବାକୁ ପାଇବେ। ସବୁ ସମୟରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା...

ରାଶିଫଳ: ଶନିବାର , ଅଗଷ୍ଟ ୧୨ ତାରିଖ – Daily Horoscope

ମେଷ ଆଜି ଅ-ନାମାକ୍ଷର ବ୍ୟକ୍ତିଙ୍କ ପାରିବାରିକ ଓ କର୍ମ କ୍ଷେତ୍ରର ପରିସ୍ଥିତି ଭଲ ରହିବ। ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ସକାଳୁ ସକାଳୁ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ...

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୧୧ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ଗୃହ, ଭୂମି, ଗାଡ଼ି, ମୋଟର, ଧାର କରଜ ପ୍ରଭୃତିକୁ କେନ୍ଦ୍ରକରି କଳହର ଆଶଙ୍କା ରହିଛି। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ...

ରାଶିଫଳ: ଗୁରୁବାର, ଅଗଷ୍ଟ ୧୦ ତାରିଖ – Daily Horoscope

ମେଷ ପ୍ରତ୍ୟେକ କ୍ଷେତ୍ରରେ କିଛି ସମସ୍ୟା ଅବଶ୍ୟ ଲାଗି ରହିବ, କିନ୍ତୁ କିଛି ଅସୁବିଧା ହେବନାହିଁ। ଅଫିସରେ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଥିଲେ ମଧ୍ୟ ନୂତନ ଯୋଜନା ଆରମ୍ଭ...

ରାଶିଫଳ: ବୁଧବାର, ଅଗଷ୍ଟ ୯ ତାରିଖ – Daily Horoscope

ମେଷ ଆଜି ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ପାଇଁ ଘର...

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୮ ତାରିଖ – Daily Horoscope

ମେଷ ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ଟେନ୍‌ସନ କମିଯିବା ସକାଶେ ଚେଷ୍ଟା କରିବେ। ଗୃହସଜ୍ଜା ଉପକରଣ କ୍ରୟ କରିପାରନ୍ତି। ମନ ବିଚଳିତ...

ରାଶିଫଳ: ସୋମବାର, ଅଗଷ୍ଟ ୭ ତାରିଖ – Daily Horoscope

ମେଷ ଆପଣ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ। କିଣାବିକାରେ ସତର୍କ ନ...

ରାଶିଫଳ: ରବିବାର, ଅଗଷ୍ଟ ୬ ତାରିଖ – Daily Horoscope

ମେଷ ରବି ଓ ଶନି ଷଡ଼ାଷ୍ଟକ ହେତୁ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଗଠନ ମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ବାଟରେ ଯିବା ସମୟରେ ବନ୍ଧୁଙ୍କୁ ଭେଟିପାରନ୍ତି। ପାରିବାରିକ ଅସହଯୋଗରୁ କାର୍ଯ୍ୟ ହାସଲ ନ ହେବା...

ରାଶିଫଳ: ଶନିବାର , ଅଗଷ୍ଟ ୫ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଚନ୍ଦ୍ର ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ। ଆବଶ୍ୟକତା...

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୪ ତାରିଖ – Daily Horoscope

ମେଷ ଆଜି ସଭାସମିତିରେ ସୀମା ଭିତରେ ରହିବା ଭଲ ନତୁବା ସାଧାରଣ କଥାରେ ସମସ୍ୟା ଆସିବ। କିନ୍ତୁ, ଅ-ନାମାକ୍ଷର ବ୍ୟକ୍ତି ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଆଶା କରିଥିବା ଦିଗରୁ...

ରାଶିଫଳ: ଗୁରୁବାର, ଅଗଷ୍ଟ ୩ ତାରିଖ – Daily Horoscope

ମେଷ ଆଜି ଦିନଟିରେ ସହଜ ଓ ସୁବିଧାରେ କାମ ହାସଲ କରିବେ। ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ...

ରାଶିଫଳ: ବୁଧବାର, ଅଗଷ୍ଟ ୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri