Rasifala

ରାଶିଫଳ: ସୋମବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଚନ୍ଦ୍ରର କେନ୍ଦ୍ରରେ ଓ ରାଶିର ନବମରେ ଶନି ଆପଣଙ୍କୁ ମାଙ୍ଗଳିକ କାର୍ଯ୍ୟରେ ନିଯୁକ୍ତ କରାଇବ। ଆଜିର ଯାତ୍ରା ଓ ସାନ୍ଧ୍ୟ ଭ୍ରମଣରେ ଅଭିଳଷିତ ଫଳ ପାଇବେ । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ,…

ରାଶିଫଳ: ରବିବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ପାପଗ୍ରହ ପ୍ରଭାବରୁ ମୁକ୍ତଚନ୍ଦ୍ର ଆପଣଙ୍କ ପାରିବାରିକ ଜୀବନକୁ ସରସ ସୁନ୍ଦର କରି ରଖିବ। ଯାହା ଆଶା କରୁଛନ୍ତି, ତାହା ପାଇବାରେ କୌଣସି ଅସୁବିଧା ହେବନାହିଁ। ବନ୍ଧୁମାନଙ୍କ ସହ ଆକସ୍ମିକ ଯାତ୍ରା କରିବାର ସୁବିଧା ପାଇପାରନ୍ତି । ସକାଳୁ ସକାଳୁ…

ରାଶିଫଳ: ଶନିବାର, ଜୁଲାଇ ୬ ତାରିଖ – Daily Horoscope

ମେଷ ଆଜିର ଗଜକେଶରୀ ଯୋଗରୁ କାର୍ଯ୍ୟସିଦ୍ଧି ଓ ବନ୍ଧୁମିଳନ ଘଟିବ। ମନୋରଞ୍ଜନ ଉପକରଣ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟମାନଙ୍କ ପ୍ରତି ଆଗ୍ରହୀ ହେବେ। ଗୃହ ମରାମତି, ଭୂମିକ୍ରୟ, ଗାଡି, ମୋଟର ଯାନ୍ତ୍ରିକ ଜିନିଷ ସମ୍ପର୍କୀୟ ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି…

ରାଶିଫଳ: ଶୁକ୍ରବାର, ଜୁଲାଇ ୫ ତାରିଖ – Daily Horoscope

ମେଷ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନତା ଅବଲମ୍ବନ ନ କଲେ କ୍ଷତିରେ ପଡ଼ିପାରନ୍ତି। ବନ୍ଧୁଙ୍କ…

ରାଶିଫଳ: ଗୁରୁବାର, ଜୁଲାଇ ୪ ତାରିଖ – Daily Horoscope

ମେଷ ଆଜି ସ୍ବରାଶିସ୍ଥ ଚନ୍ଦ୍ର ରାଶ୍ୟାଧିପତିଙ୍କ ସହିତ ଚତୁର୍ଥଭାବସ୍ଥ ଯୋଗୁ ପରିବାରରେ,ବନ୍ଧୁଗହଣରେ ସମୟ ଅତିବାହିତ କରିବେ । ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ ପୂର୍ବସ୍ଥିରୀକୃତ କାମରେ କୌଣସି ଅସୁବିଧା ହେବନାହିଁ। ସାମୟିକ ଭାବରେ ଗୃହ, ଭୂମି, ଗାଡି, ମୋଟର, ସହକର୍ମୀ, ଟଙ୍କା…

ରାଶିଫଳ: ବୁଧବାର, ଜୁଲାଇ ୩ ତାରିଖ – Daily Horoscope

ମେଷ କର୍ମାଧିପ ଶନି ଭାଗ୍ୟସ୍ଥାନରେ ଚନ୍ଦ୍ରଙ୍କ ସପ୍ତମ କେନ୍ଦ୍ରସ୍ଥ ଯୋଗୁ ବନ୍ଧୁଗହଣରେ ଘର ପୂରି ଉଠିବ। ଆକସ୍ମିକ ଭାବରେ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ରହିଥିଲେ ମଧ୍ୟ ସରକାରୀ ସ୍ତରରୁ ସାହାଯ୍ୟ…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨ ତାରିଖ – Daily Horoscope

ମେଷ ଆଜି ଭାଗ୍ୟସ୍ଥାନକୁ ଛଅଟି ଗ୍ରହ ପ୍ରଭାବିତ କରୁଥିବାରୁ ଯେଉଁ କାମରେ ହାତ ଦେବେ ସେଥରେ ସଫଳତା ପାଇବା ନିଶ୍ଚିତ। ଅର୍ଥ ସମ୍ପର୍କୀୟ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିବା ଦିଗରେ ସଫଳତା ପାଇପାରିବେ। ମଙ୍ଗଳଙ୍କ ବଳହୀନତା କାରଣରୁ ଶାରିରୀକ କ୍ଳାନ୍ତି…

ରାଶିଫଳ: ସୋମବାର, ଜୁଲାଇ ୧ ତାରିଖ – Daily Horoscope

ମେଷ ଆଜିର ରୋହିଣୀ ନକ୍ଷତ୍ରସ୍ଥ ଚନ୍ଦ୍ର ଅର୍ଥଲାଭ,ସାମାଜିକ ସମ୍ମାନ ସହ କାର୍ଯ୍ୟସିଦ୍ଧି କରାଇବ। ଦୀର୍ଘଦିନ ହେଲା ଯାହା ହୋଇପାରିିନି ତାହା ପୂର୍ଣ୍ଣତା ଲାଭ କରିବା ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଯିବ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାମାନଙ୍କ ସଫଳତା, ନୂତନ ବନ୍ଧୁସମ୍ପର୍କ…

ରାଶିଫଳ: ରବିବାର, ଜୁନ୍‌ ୩୦ ତାରିଖ – Daily Horoscope

ମେଷ ଉଚ୍ଚରାଶିରେ ଚନ୍ଦ୍ର ଥିବାରୁ ଖୁସି ମନରେ କାମ କରିବେ ଏବଂ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ ମନର ଦୁଃଖକୁ ଲାଘବ କରିବାରେ ସମର୍ଥ ହେବେ। ତଥାପି କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଘରେ…

ରାଶିଫଳ: ଶନିବାର , ଜୁନ୍‌ ୨୯ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପରାମର୍ଶରେ ସାମାଜିକ ସ୍ତରରେ ଉଲ୍ଲେଖନୀୟ କାମ କରି ସର୍ବସାଧାରଣରେ ପ୍ରଶଂସିତ ହେବେ। କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇଯିବାର ଆଶଙ୍କା ରହିଛି। ମାନସିକ ଶାନ୍ତି ବ୍ୟାହତ ହୋଇପାରେ। କେତେକଙ୍କ କ୍ଷେତ୍ରରେ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ…

ରାଶିଫଳ: ଶୁକ୍ରବାର, ଜୁନ୍‌ ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ର କେନ୍ଦ୍ରସ୍ଥ ମଙ୍ଗଳ ଯୋଗୁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଅର୍ଥ ସମ୍ଭନ୍ଧୀୟ କୌଣସି କଥା ବନ୍ଧୁଙ୍କ ନିକଟରୁ ଶୁଣିବାକୁ ପାଇ ଉଲ୍ଲସିତ ହେବେ। ପ୍ରତ୍ୟେକ ଦିଗକୁ ଲକ୍ଷ୍ୟରଖି ଗୋପନୀୟ ଆଲୋଚନା ବ୍ୟତିରେକ ସମସ୍ୟାରେ ଛନ୍ଦି…

ରାଶିଫଳ: ଗୁରୁବାର, ଜୁନ୍‌ ୨୭ ତାରିଖ – Daily Horoscope

ମେଷ ରାହୁ ନକ୍ଷତ୍ରସ୍ଥ ରବି ଆପଣଙ୍କ ବିଚାରଧାରା ପରିବାରରେ ମୃଦୁ ଗୁଞ୍ଜରଣ ସୃଷ୍ଟି କରିବ। ଅଟକି ରହିଥିବା କାମଗୁଡିକୁ ପୂରାଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ଯାନବାହନ, ଜମିଜମା, କଳକାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ୍‌ ହେବେ। ଫେରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri