Rasifala

ରାଶିଫଳ: ସୋମବାର, ଡିସେମ୍ବର ୦୯ ତାରିଖ – Daily Horoscope

ମେଷ ଆଜି କୌଣସି କ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ଅପେକ୍ଷା କରିଥିବା ଖବରଟି ମଧ୍ୟାହ୍ନପରେ ପାଇବେ। ଦ୍ୱିଜା ପାଇଁ ଆଦର ଅଭ୍ୟର୍ଥନା ମିଳିବ…

ରାଶିଫଳ: ରବିବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ କିନ୍ତୁ ଯାତ୍ରା, ବିବାଦ, ଗୃହାରମ୍ଭ ବର୍ଜନୀୟ । ପରିବାରରେ ପୁତ୍ରକନ୍ୟା ହେତୁକ ସୁଖ ମିଳିବ ଓ ଶାନ୍ତି ଫେରି ଆସିବ। ମାତ୍ର ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି।…

ରାଶିଫଳ: ଶନିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜି ବିଶେଷ କିଛି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ସମସ୍ତ କାମ ଠିକ୍‌ ଭାବରେ ଚାଲିବ, କିନ୍ତୁ ଝିନ୍‌ଝଟ୍‌ ମଧ୍ୟରେ। ସାମାନ୍ୟ ବିଳମ୍ବିତ ସମୟରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ସବୁ ସୁବିଧା…

ରାଶିଫଳ: ଶୁକ୍ରବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ବ୍ୟୟଭାବସ୍ଥ ଚନ୍ଦ୍ର ବିଭିନ୍ନ ପ୍ରକାରର ସମସ୍ୟାକୁ ନେଇ ମନୁକୁ ବିଭ୍ରାନ୍ତ କରାଇପାରେ। ଅବଶ୍ୟ ନିଜର ଉଦାରତା ଗୁଣରୁ ଅନୁନୟ ବିନୟର ସହ ସାହାଯ୍ୟ ମାଗୁଥିବା ଲୋକଟିକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସାହିତ୍ୟ, ସଙ୍ଗଠନ ଓ ରାଜନୀତିରେ…

ରାଶିଫଳ: ଗୁରୁବାର, ଡିସେମ୍ବର ୫ ତାରିଖ – Daily Horoscope

ମେଷ ଆଜିର ବଜ୍ର ଯୋଗ ପ୍ରତିବନ୍ଧକ ହଟାଇ କାର୍ଯ୍ୟସିଦ୍ଧି କରାଇବ। ସକାଳ ସମୟଟି ଆନନ୍ଦମୁଖର ରହିବା ସହ ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ଦୃଢ଼ ପଦକ୍ଷେପ ନେଲେ କୃତକାର୍ଯ୍ୟ ହେବେ। ଅଫିସ କାମରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବହୁତ ଆଲୋଚନା ଶେଷରେ…

ରାଶିଫଳ: ବୁଧବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଚନ୍ଦ୍ର ପ୍ରଭାବରେ ଦିନଟି ଆପଣଙ୍କର ପ୍ରାୟତଃ ଭଲରେ ଯିବ ତଥାପି ତରବରିଆ ନ ହୋଇ ଧୀରସ୍ଥିର ପଦକ୍ଷେପ ନେଲେ ଉପକୃତ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ ଅପ୍ରିୟ ସତକଥା କହି ବିରୋଧୀ…

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜି ଲାଭ ସ୍ଥାନରେ ଚନ୍ଦ୍ର ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟସିଦ୍ଧି ଘଟିବ ଏବଂ ଆଶା କରୁଥିବା ଜିନିଷ ନିଶ୍ଚିତ ପାଇପାରିବେ। କିନ୍ତୁ ଆତ୍ମୀୟମାନଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ପାରିବାରିକ ସମସ୍ୟା ବଢ଼ିପାରେ। ପିଲାଙ୍କ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ…

ରାଶିଫଳ: ସୋମବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ମଙ୍ଗଳଙ୍କ ଦୃଷ୍ଟି ପ୍ରଭାବରେ ଆପଣଙ୍କ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ କ୍ରମଶଃ ଦୂରେଇଯିବ। କର୍ମକ୍ଷେତ୍ରରେ କୈାଶଳପୂର୍ଣ୍ଣ ବ୍ୟବହାର ଅନ୍ୟ ମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ।…

ରାଶିଫଳ: ରବିବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଆଜି କର୍ମସ୍ଥାନରେ ଚନ୍ଦ୍ର ଏକାଧାରରେ କର୍ମକ୍ଷେତ୍ର, ଓ ସଭାସମିତିରେ ସମ୍ମାନିତ କରାଇବ। ପାରିବାରିକ ପରିସ୍ଥିତି ନିଶ୍ଚିତ ଭଲ ରହିବ ତଥାପି ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ। ସାହିତ୍ୟ,…

ରାଶିଫଳ: ଶନିବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ ଆଲୋଚନା ପରିସରରେ ବିରୋଧାଭାସ ରହିଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟସାଧନ କରିବେ। ଗତକାଲିର ବାକି ରହିଯାଇଥିବା କାମଗୁଡ଼ିକୁ ଆଜି ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ । ଅଶ୍ୱିନୀ ନକ୍ଷତ୍ରର ପିଲାମାନଙ୍କର…

ରାଶିଫଳ: ଶୁକ୍ରବାର, ନଭେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ଭାଗ୍ୟସ୍ଥାନରେ ପଞ୍ଚଗ୍ରହକୂଟ ମାନସିକ ସ୍ତରକୁ ବିଭ୍ରାନ୍ତ କରାଇବ। ଦୀର୍ଘ ସମୟ ଧରି ପାରିବାରିକ ଅସ୍ଥିରତା ଲାଗି ରହିବା କାରଣରୁ କୌଣସି କାମରେ ମନ ଲାଗିବ ନାହିଁ। କର୍ମକ୍ଷେତ୍ରରେ ପୂର୍ବ ଯୋଜନା ଅନୂଯାୟୀ ପରିସ୍ଥିତିକୁ ସାମ୍‌ନା କରିବାକୁ ପଡିପାରେ। ଅଫିସ୍‌…

ରାଶିଫଳ: ଗୁରୁବାର, ନଭେମ୍ବର ୨୮ ତାରିଖ – Daily Horoscope

ମେଷ ଆଜି ଧର୍ମକାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ବ୍ୟୟବୃଦ୍ଧି ଘଟିବ । ଶୁକ୍ରଙ୍କ ପ୍ରଭାବରେ ଭୋଗ, ବିଳାସ ଓ ମନୋରଞ୍ଜନ ସକାଶେ ଅନୁକୂଳ ପରିବେଶର ସୁଯୋଗ ପାଇବେ। ପାରିବାରିକ କାମରେ ସଫଳତା ପାଇବା କ୍ଷେତ୍ରରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ ମିଳିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri