Rasifala

ରାଶିଫଳ: ରବିବାର, ଜୁନ୍‍ ୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଅନ୍ତରଙ୍ଗ ବନ୍ଧୁଙ୍କ ଅଶାନ୍ତ…

ରାଶିଫଳ: ଶନିବାର , ଜୁନ ୧ ତାରିଖ – Daily Horoscope

ମେଷ ଆଜି ଶୁକ୍ରଙ୍କ ନକ୍ଷତ୍ରରେ ଚନ୍ଦ୍ରଙ୍କ ଅବସ୍ଥାନ ହେତୁ ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ଅନୁଭୂତି ଆଣିଦେବ। ଜନସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ, ପ୍ରଶାସନ, ଜ୍ଞାନାର୍ଜନ ସକାଶେ ଅନୁକୂଳତା ପ୍ରାପ୍ତ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ…

ରାଶିଫଳ: ଶୁକ୍ରବାର, ମେ ୩୧ ତାରିଖ – Daily Horoscope

ମେଷ ଆଜିର ଶୁକ୍ର ଓ ଚନ୍ଦ୍ରଙ୍କ ସମ୍ବନ୍ଧରୁ ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ଲାଭ କରିପାରିବେ। ଖର୍ଚ୍ଚଭାରର ଆଧିକ୍ୟ, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ଭାଇ, ପଡ଼ୋଶୀ କିମ୍ବା ନିକଟ ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଟୁ କଥା…

ରାଶିଫଳ: ଗୁରୁବାର, ମେ ୩୦ ତାରିଖ – Daily Horoscope

ମେଷ ରାହୁ ଯୁକ୍ତ ମଙ୍ଗଳ ହେତୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉତ୍ପନ୍ନ ହୋଇପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବାକୁ ଚେଷ୍ଟା କରି ପାରନ୍ତି। ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବାର…

ରାଶିଫଳ: ବୁଧବାର, ମେ ୨୯ ତାରିଖ – Daily Horoscope

ମେଷ ବାରମ୍ବାର ସମସ୍ୟା ବିଜଡିତ ରହିବା କାରଣରୁ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ପାରିବେ ନାହିଁ।  ଆର୍ଥିକ ଦୁଃସ୍ଥିତି ଚିନ୍ତାଜନକ ରହିବ, ପ୍ରଶାସନିକ ସ୍ତରରେ ଦାୟିତ୍ୱବୋଧ ବଢିବ।  ସାମାଜିକ କ୍ଷେତ୍ରରେ ଅଟକି ରହିଯାଇଥିବା କାଯର୍‌ୟଗୁଡିକ ତ୍ୱରାନ୍ବିତ ହେବ।  ବାଣିଜ୍ୟ,…

ରାଶିଫଳ : ମଙ୍ଗଳବାର, ମେ ୨୮ ତାରିଖ – Daily Horoscope

ମେଷ ସମସ୍ୟା ବିଜଡ଼ିତ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ। ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ, ତଥାପି ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିବେ। ପ୍ରଶାସନିକ…

ରାଶିଫଳ : ସୋମବାର, ମେ ୨୭ ତାରିଖ – Daily Horoscope

ମେଷ ଆଜିର ଶତଭିଷା ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଆପଣ ସମାଜକଲ୍ୟାଣ କାର୍ଯ୍ୟ, ଆନୁଷ୍ଠାନିକକ୍ଷେତ୍ର, ସଭାସମିତିରେ ସାମିଲ ହେଲେ ସମ୍ମାନିତ ହେବେ । ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବା…

ରାଶିଫଳ: ରବିବାର, ମେ ୨୬ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଚନ୍ଦ୍ର ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। କିନ୍ତୁ ଘାତବାର ଯୋଗୁ ଚୁ ଓ ଲ-ନାମାକ୍ଷର ବ୍ୟକ୍ତିଙ୍କ ବିଚାରଧାରା ବିଗିଡ଼ିଯିବ। ପାରିବାରିକ ସମସ୍ୟା, ଯାନବାହନରେ କ୍ଷତିର ସମ୍ଭାବନା ହେତୁ ସତର୍କତା ରକ୍ଷା କରିବା ଭଲ।…

ରାଶିଫଳ: ଶନିବାର, ମେ ୨୫ ତାରିଖ – Daily Horoscope

ମେଷ ଉପସ୍ଥିତ ବୁଦ୍ଧି ପ୍ରୟୋଗକରି ଆପଣ ପ୍ରତ୍ୟେକ ସମସ୍ୟାର ସରଳ ସମାଧାନ କରିପାରିବେ। ସାମାଜିକ ସ୍ତରରେ ଆପଣଙ୍କ ଦକ୍ଷତାର ମୂଲ୍ୟାୟନ ହେବା ସାଙ୍ଗକୁ ପୁରସ୍କୃତ ହୋଇପାରନ୍ତି। ଅବଶ୍ୟ ଅଫିସ୍‌ କାମରେ ସାମୟିକ ଭୁଲ୍‌ ବୁଝାମଣା ଯୋଗୁ ମାନସିକ ସ୍ଥିରତା ରହି ନ…

ରାଶିଫଳ: ଶୁକ୍ରବାର, ମେ ୨୪ ତାରିଖ – Daily Horoscope

ମେଷ ଆଜି କର୍ମ ସ୍ଥାନରେ ଚନ୍ଦ୍ର ଚତୁର୍ଥଭାବକୁ ଦେଖୁଥିବାରୁ ଗୃହ, ଭୂମି, ଗାଡ଼ି, ମୋଟର ଦିଗରୁ ଲାଭବାନ୍‌ ହେବେ। କିନ୍ତୁ ବନ୍ଧୁବାନ୍ଧବ, ସହକର୍ମୀ, ଧାର କରଜ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ। ଅବଶ୍ୟ, ସ୍ବାସ୍ଥ୍ୟ ଓ…

ରାଶିଫଳ: ଗୁରୁବାର, ମେ ୨୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରଙ୍କ କେନ୍ଦ୍ରରେ ରାଶିସ୍ଥ ଶୁକ୍ର ପ୍ରଭାବରେ ବନ୍ଧୁମିଳନ ମାଧ୍ୟମରେ ଖୁସିରେ ସମୟ ଅତିବାହିତ କରିବେ। କର୍ମକ୍ଷେତ୍ର ତଥା ସାମାଜିକ ସ୍ତରରେ ବହୁଚର୍ଚ୍ଚିତ ହୋଇପାରନ୍ତି। ନିଜ ସଂସ୍ପର୍ଶରେ ଆସୁଥିବା ଲୋକମାନଙ୍କ କଥାଗୁଡିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ…

ରାଶିଫଳ: ବୁଧବାର, ମେ ୨୨ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବାରେ କୌଣସି ଅସୁବିଧା ରହିବ ନାହିଁ ା ଅଫିସ୍‌ କାମରେ ଏପରି କି ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ ା ଧନସ୍ଥାନସ୍ଥ ପାପଗ୍ରହାଦି ଅର୍ଥସଂକଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri