Rasifala

ରାଶିଫଳ: ଜାନୁଆରି ୬ ତାରିଖ ସୋମବାର – Daily Horoscope

ମେଷ ଆଜି ଶୁକ୍ରଙ୍କ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରିଥିବାରୁ ଅର୍ଥ,ସମ୍ମାନ ପାଇବା ସହ ନୂତନ ବନ୍ଧୁସମ୍ପର୍କ ସୃଷ୍ଟି ହେବ। ସକାଳୁ ସକାଳୁ ଆଶା କରିଥିବା ଖବର ପାଇ ମନ ଖୁସୀ ହୋଇଯିବ । ଯାତ୍ରା, ବାଣିଜ୍ୟ, ବ୍ୟବସାୟ,ସଭାସମିତି, ପରିବହନ ପ୍ରଭୃତି ପ୍ରତ୍ୟେକ…

ରାଶିଫଳ: ରବିବାର, ଜାନୁଆରି ୫ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କୁ ଉଚ୍ଚ ସମ୍ମାନ, କାର୍ଯ୍ୟସାଧନ, ମିତ୍ରତା ବୃଦ୍ଧି, ବିବାଦର ସମାଧାନ କରିବା ଦିଗରେ ସହାୟକ ହେବ। ନିଜ ରାଶିରେ ମଙ୍ଗଳ ଓ ସ୍ବଗୃହାଭିମୁଖୀ ଚନ୍ଦ୍ର ଆପଣଙ୍କୁ ମାନସିକ ଓ ଶାରୀରିକ ସୁସ୍ଥତା ପ୍ରଦାନ କରିବେ। ଯାତ୍ରା, ଗୃହାରମ୍ଭ,…

ରାଶିଫଳ: ଶନିବାର, ଜାନୁଆରି ୪ ତାରିଖ – Daily Horoscope

ମେଷ ପାରିବାରିକ ସମସ୍ୟା ସମାଧାନକରି ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତା, ବ୍ୟବସାୟ, ପରିବହନ ଓ ନିର୍ମାଣାଧୀନ କାମରେ ସଫଳତା ହାସଲକରିବେ। ଭାଗ୍ୟସ୍ଥ ଚନ୍ଦ୍ର ହେତୁ ଆନୁଷ୍ଠାନିକ କ୍ଷେତ୍ରରେ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ଅଫିସରେ ଜଣେ ଅଧସ୍ତନ କର୍ମଚାରୀ ପ୍ରତିବାଦର ସ୍ବର…

ରାଶିଫଳ: ଶୁକ୍ରବାର, ଜାନୁଆରି ୩ ତାରିଖ – Daily Horoscope

ମେଷ ଆଜିର ବ୍ୟୟଭାବସ୍ଥ ଚନ୍ଦ୍ର ବିଦେଶସ୍ଥ ଆତ୍ମୀୟଙ୍କ ସମସ୍ୟା ବିଷୟରେ ଚିନ୍ତିତ କରାଇ ପାରିବାରିକ ଅଶାନ୍ତି ସୃଷ୍ଟିକରିବ। ଉଚ୍ଚାରୋହୀ ଧନାଧିପତିଙ୍କ ସୁପ୍ରଭାବରେ ଅର୍ଥଲାଭ,ବ୍ୟବସାୟିକ ସଫଳତା, ପରିବହନରେ ଉନ୍ନତି ଓ ଆନୁଷ୍ଠାନିକ କାମରେ ନିୟୋଜିତ କରାଇପାରନ୍ତି। କର୍ମାଧିପତି ଗୁରୁକ୍ଷେତ୍ରସ୍ଥ ହୋଇ ନୂତନ ଯୋଜନାରମ୍ଭକୁ…

ରାଶିଫଳ: ଗୁରୁବାର, ଜାନୁଆରି ୦୨ ତାରିଖ – Daily Horoscope

ମେଷ ଶନିଶ୍ଚରଙ୍କ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରି ମାନସିକ ବ୍ୟସ୍ତତାକୁ ବୃଦ୍ଧି କରିବେ । ଆର୍ଥିକ ଅଭିବୃଦ୍ଧି, ସ୍ବାସ୍ଥ୍ୟରେ ଉନ୍ନତି, ସ୍ଥଗିତ କାମରେ ଅଗ୍ରଗତି, ପାରିବାରିକ ସମସ୍ୟାର ସମାଧାନ କରି ଆଶ୍ୱସ୍ତି ଲାଭ କରିବେ । ବାଧ୍ୟବାଧକତାରେ ବ୍ୟୟବୃଦ୍ଧି ଓ ଶତ୍ରୁତାଜନିତ…

ରାଶିଫଳ: ବୁଧବାର, ଜାନୁଆରି ୧ ତାରିଖ – Daily Horoscope

ମେଷ ନୂଆ ବରଷର ପହିଲି ଦିନରେ ଚନ୍ଦ୍ର ଏକାଦଶ ସ୍ଥାନରେ ଅର୍ଥ ଓ ସମ୍ମାନ ପ୍ରଦାନ କରିବେ। ନୂଆ ନୂଆ ଯୋଜନା ମାଧ୍ୟମରେ ବ୍ୟବସାୟରେ ଶାଖା ପ୍ରଶାଖା ଖୋଲିବାର ସମ୍ଭାବନା ରହିଛି। ପାରିବାରିକ କ୍ଷେତ୍ରର ଅସଜଡା ପରିସ୍ଥିତି କେତେକାଂଶରେ ଆପଣଙ୍କ ମାନସିକ…

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଏକାଦଶ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରା ସାଙ୍ଗକୁ ମନେ ମନେ ଭାବୁଥିବା କାମରେ ସଫଳତା ପାଇବେ। ପାରଷ୍ପରିକ ଉତ୍ତମ ବୁଝାମଣା ଏବଂ ଉତ୍ସାହ ଜନିତ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହୋଇ ଉଠିବ। କାର୍ଯ୍ୟକୁଶଳତା କାରଣରୁ ଆନୁଷ୍ଠାନିକ…

ରାଶିଫଳ: ସୋମବାର,ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କୁ ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ସବିଶେଷ ଆଲୋଚନାପୂର୍ବକ ପୂର୍ବ ସ୍ଥିରୀକୃତ ଯାନବାହନ, ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବା ପାଇଁ ମନ ବଳାଇପାରନ୍ତି। କର୍ମକ୍ଷେତ୍ରରୁ ଫେରିବା ବାଟରେ ବନ୍ଧୁଙ୍କୁ ଭେଟି…

ରାଶିଫଳ: ରବିବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କ ଠାରୁ ଅର୍ଥ ସାହାଯ୍ୟ ଅଯାତିତ ଭାବେ ପାଇବେ। କର୍ମକ୍ଷେତ୍ରରେ ବହୁତ ଦାୟିତ୍ୱ ହାତକୁ ନେବାକୁ ପଡିପାରେ। ମନେ ମନେ ଭାବୁଥିବା କାମ ହାସଲ କରିବେ ଓ ସାମାଜିକ…

ରାଶିଫଳ: ଶନିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ର ଓ ଶୁକ୍ର ଦଶମ କେନ୍ଦ୍ରରେ ଅବସ୍ଥାନ କରି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରିନେବେ। ନିଜର ସମ୍ପର୍କୀୟମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ବନ୍ଧୁ ଦେଇଥିବା ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରି ମନସ୍ତାପ…

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଶୁକ୍ର ରହିଥିବାରୁ ସାମଗ୍ରୀକ ସୁଖ, ସୁବିଧା ସଙ୍ଗକୁ ଅର୍ଥ ଓ ସମ୍ମାନ ମିଳିବ। ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ମିଳିବ ଓ ଆଗାମୀ ସମୟ ପାଇଁ କେତେକ ମୂଲ୍ୟବାନ ଉପଦେଶ ପାଇବେ। ପରିବାରରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ…

ରାଶିଫଳ: ଗୁରୁବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜି ଭାଗ୍ୟସ୍ଥାନରେ ଷଡଗ୍ରହକୂଟ ଉଦ୍ୟମକୁ ଭଣ୍ଡୁର କରିପାରେ। ଭାଇ, ବନ୍ଧୁ, ପାଖ ପଡୋଶୀଙ୍କ ସହ ଯୁକ୍ତିତର୍କରୁ ଅନର୍ଥ ଘଟିବାର ସମ୍ଭାବନା ରହିଛି। ତଥାପି ସାମ୍ବାଦିକତା, ଏଜେନ୍‌ସିପ୍‌, ପରିବହନ, ବ୍ୟବସାୟ, ବାଣିଜ୍ୟରେ ଆଂଶିକ ସଫଳତା ପାଇବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?