ରାଶିଫଳ: ଗୁରୁବାର, ଡିସେମ୍ବର ୨୬ ତାରିଖ – Daily Horoscope
ମେଷ ଆଜି ଭାଗ୍ୟସ୍ଥାନରେ ଷଡଗ୍ରହକୂଟ ଉଦ୍ୟମକୁ ଭଣ୍ଡୁର କରିପାରେ। ଭାଇ, ବନ୍ଧୁ, ପାଖ ପଡୋଶୀଙ୍କ ସହ ଯୁକ୍ତିତର୍କରୁ ଅନର୍ଥ ଘଟିବାର ସମ୍ଭାବନା ରହିଛି। ତଥାପି ସାମ୍ବାଦିକତା, ଏଜେନ୍ସିପ୍, ପରିବହନ, ବ୍ୟବସାୟ, ବାଣିଜ୍ୟରେ ଆଂଶିକ ସଫଳତା ପାଇବେ। ପାରିବାରିକ ଜୀବନରେ ଉତ୍ଥାନ ପତନ…
ରାଶିଫଳ: ବୁଧବାର, ଡିସେମ୍ବର ୨୫ ତାରିଖ – Daily Horoscope
ମେଷ ରାଶ୍ୟାଧିପ ସହ କର୍ମାଧିପ ତୃତୀୟ ଏକାଦଶ୍ଥ ଯୋଗୁଁ ଆଶା କରିଥିବା କାର୍ଯ୍ୟରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ବୀକାର କରିବାକୁ ପଡିପାରେ। ପାରିବାରିକ ସମସ୍ୟା ବିଶେଷ ଭାବେ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବାର ସୂଚନା…
ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୪ ତାରିଖ – Daily Horoscope
ମେଷ ଅନୁରାଧା ନକ୍ଷତ୍ରରେ ଚନ୍ଦ୍ର ଥିବାରୁ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ମଧ୍ୟ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ପରଶ୍ରୀକାତର…
ରାଶିଫଳ: ସୋମବାର, ଡିସେମ୍ବର ୨୩ ତାରିଖ – Daily Horoscope
ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ । ଯାନ ବାହାନ ଚଳାଚଳରେ, ଆଲୋଚନା କ୍ଷେତ୍ର, ମାତୃବର୍ଗ,ଜମିଜମାରେ, ଦୋକାନବାଡି, ହୋଟେଲ ଆଦି ବ୍ୟବସାୟିକ କ୍ଷେତ୍ରରେଉନ୍ନତମାନର ଫଳ ପାଇବେ । ଅଫିସରେ ପଦମର୍ଯ୍ୟାଦା ବୃଦ୍ଧି…
ରାଶିଫଳ: ରବିବାର, ଡିସେମ୍ବର ୨୨ ତାରିଖ – Daily Horoscope
ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା ଭିତିରେ ପାଇବେ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। କର୍ମକ୍ଷେତ୍ରରେ ଯେତେ…
ରାଶିଫଳ: ଶନିବାର , ଡିସେମ୍ବର ୨୧ ତାରିଖ – Daily Horoscope
ମେଷ ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲ, ଏପରିକି ଆପଣ ସକାଳୁ ସକାଳୁ କୌଣସି ଶୁଭଖବର ପାଇ ଖୁସି ହେବେ ଶନିକ୍ଷେତ୍ରସ୍ଥ ଶୁକ୍ର ଯୋଗୁ କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ ହେବା ବଦଳରେ ଆକସ୍ମିକ ସମସ୍ୟା ହେତୁ ହଠାତ୍ ଅଟକି ରହିଯାଇପାରେ । ଶିଳ୍ପ,…
ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୦ ତାରିଖ – Daily Horoscope
ମେଷ ଷଷ୍ଠସ୍ଥ ଚନ୍ଦ୍ର ଯୋଗୁ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡା, ପୂର୍ବ ଶତ୍ରୁତା, ପିଲାମାନଙ୍କ ସମ୍ବନ୍ଧୀୟ ଥିବା ଦୁଶ୍ଚିନ୍ତା ସମ୍ପର୍କରେ ଚିନ୍ତିତ ରହିବେ। ଯେଊଁ କାମ କରନ୍ତୁନା କାହିଁକି, ଅବଶ୍ୟ ଠିକ୍ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇପଡିବ। ଶିଳ୍ପ, ବାଣିଜ୍ୟ,…
ରାଶିଫଳ: ଗୁରୁବାର, ଡିସେମ୍ବର ୧୯ ତାରିଖ – Daily Horoscope
ମେଷ ଦେବଗୁରୁଙ୍କ ଶୁଭଦୃଷ୍ଟିରୁ ଆଜିର ଆଲୋଚନା ଫଳପ୍ରଦ ହେବା ସହ କୌଣସି ସିଦ୍ଧାନ୍ତ ନେବାରେ ସମର୍ଥ ହେବେ । ପଡୋଶୀଙ୍କ ଅସହିଷ୍ଣୁ ମନୋଭାବରୁ ଟିକିଏ ଟିକିଏ କଥାରୁ କଳହ ଲାଗିବାର ସମ୍ଭାବନା ରହିଛି । ଶିଳ୍ପ, ବାଣିଜ୍ୟ, ପରିବହନ, ବ୍ୟବସାୟ, ନିର୍ମାଣ,…
ରାଶିଫଳ: ବୁଧବାର, ଡିସେମ୍ବର ୧୮ ତାରିଖ – Daily Horoscope
ମେଷ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି। ଫଳରେ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ। ବରାଦ ମୁତାବକ…
ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୭ ତାରିଖ – Daily Horoscope
ମେଷ ଶୁକ୍ର କର୍ମସ୍ଥାନସ୍ଥ ଯୋଗୁ ଆପଣ ମଧୁର ବାକ୍ୟାଳାପ ଦ୍ୱାରା ଅନ୍ୟକୁ ଆପଣାର କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ଆସିବା ବାଟକୁ ଅପେକ୍ଷା କରିବା ସକାଶରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ। ବିବାଦୀୟ ଘଟଣାରେ କୈାଣସି ପକ୍ଷ ସମର୍ଥନ କରିବା ଠିକ୍…
ରାଶିଫଳ: ସୋମବାର, ଡିସେମ୍ବର ୧୬ ତାରିଖ – Daily Horoscope
ମେଷ ଆଜି ସ୍ବଗୃହୀ ଚନ୍ଦ୍ର ଯୋଗୁ କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ଓ କଳା, କ୍ରୀଡ଼ା ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ। ନିକଟ ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକମାନଙ୍କୁ ଦାୟୀ କରିବେ। ମାତ୍ରାଧିକ ଭ୍ରମଣ,…
ରାଶିଫଳ: ରବିବାର, ଡିସେମ୍ବର ୧୫ ତାରିଖ – Daily Horoscope
ମେଷ ଆଜି ସ୍ବଗୃହୀ ଚନ୍ଦ୍ରଙ୍କ ପ୍ରଭାବରେ ପ୍ରତ୍ୟୁଷ ଯାତ୍ରା, ଆନୁଷ୍ଠାନିକ କାମ, ପାର୍ଟି ପିକ୍ନିକ୍ କ୍ଷେତ୍ରରୁ ଆନନ୍ଦ ପାଇପାରନ୍ତି। ସାମାଜିକ ସ୍ତରରେ କର୍ତ୍ତବ୍ୟନିଷ୍ଠା, ସହଯୋଗ ମନୋବୃତ୍ତିଜନିତ ପରୋକ୍ଷ ପ୍ରଶଂସା ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ ଏବଂ ସଭାସମିତି କିମ୍ବା…

