ରାଶିଫଳ: ସୋମବାର, ଜୁଲାଇ ୧୪ ତାରିଖ – Daily Horoscope
ମେଷ ଆଜି ଦୈହିକ ସ୍ବାସ୍ଥ୍ୟରେ ଉନ୍ନତି ଓ ଅର୍ଥନୈତିକ ଅଭିବୃଦ୍ଧି ମନକୁ ଖୁସି ରଖିବ। ଯାତ୍ରା ପ୍ରୀତିପ୍ରଦ ରହିବା ସହ ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ କ୍ଷେତ୍ରରେ ମଧ୍ୟ ସୁନାମ ଅର୍ଜନ କରିବେ । କର୍ମକ୍ଷେତ୍ରରେ କାମ ହାସଲର ଅନୁକୂଳ ସୂଚନା ପାଇ…
ରାଶିଫଳ: ରବିବାର, ଜୁଲାଇ ୧୩ ତାରିଖ – Daily Horoscope
ମେଷ ବଳହୀନ ରାଶ୍ୟାଧିପ କେତୁ ଯୁକ୍ତ ଯୋଗୁ ସ୍ବାସ୍ଥ୍ୟହାନି ସହ ପାରିବାରିକ କଳହର କାରଣ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, ପରିବହନ, ସାହିତ୍ୟ, ସଙ୍ଗୀତ ପ୍ରଭୃତିରେ ବାଧା ରହିବ ନାହିଁ। ବନ୍ଧୁ ଆସିବେ, ମାତ୍ର ଫେରିବା ସମୟକୁ ବହୁତ କଥା…
ରାଶିଫଳ: ଶନିବାର , ଜୁଲାଇ ୧୨ ତାରିଖ – Daily Horoscope
ମେଷ ଆଜି ରବିଙ୍କ ନକ୍ଷତ୍ରରେ ଚନ୍ଦ୍ର ହେତୁ ପାରିବାରିକ ଜୀବନ ସୁଖ,ସମୃୃଦ୍ଧିରେ ଅତିବାହିତ ହେବ। ଗତ କିଛିଦିନ ହେଲା ଯାହା ଭାବୁତ୍ଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବାଣିଜ୍ୟ, ଆନୁଷ୍ଠାନିକ କାମ ତଥା କର୍ମାରମ୍ଭ ପ୍ରଭୃତିରେ…
ରାଶିଫଳ: ଶୁକ୍ରବାର, ଜୁଲାଇ ୧୧ ତାରିଖ – Daily Horoscope
ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିକୁ ସଜାଡି ନେବାରେ ସହକର୍ମୀ ସାହାଯ୍ୟ କରିବେ। ବନ୍ଧୁ ଓ ପରିବାର ସହ ସୁସମ୍ପର୍କ ସ୍ଥାପନ କ୍ଷେତ୍ରରେ ସମୟଟି ଅନୁକୂଳ ରହିବ। ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବା ଶୁଣିବାକୁ ପାଇପାରନ୍ତି। ପ୍ରତ୍ୟେକ…
ରାଶିଫଳ: ଗୁରୁବାର, ଜୁଲାଇ ୧୦ ତାରିଖ – Daily Horoscope
ମେଷ ଆଜି ଧର୍ମଭାବରେ ଚନ୍ଦ୍ର ଓ ଦ୍ୱିତୀୟସ୍ଥ ଶୁକ୍ର ଯୋଗୁ ଯାତ୍ରା, ବାଣିଜ୍ୟରୁ ଅର୍ଥଲାଭ ଅବଶ୍ୟମ୍ଭାବୀ। ପ୍ରିୟଜନଙ୍କ ସହ ମନୋମାଳିନ୍ୟ ଆଶଙ୍କା ରହିଛି। ଆଧ୍ୟାତ୍ମିକଗ୍ରହ ଶନିଙ୍କ ଆଶୀର୍ବାଦରୁ ଦେବଦର୍ଶନଜନିତ ଆନନ୍ଦ ଅନୁଭବ କରିପାରନ୍ତି। ଆଲୋଚନା ପରିସର, ସଭାସମିତି, କଳା-ସାହିତ୍ୟ, ଭଜନସନ୍ଧ୍ୟା, ଗବେଷଣାଦି…
ରାଶିଫଳ: ବୁଧବାର, ଜୁଲାଇ ୯ ତାରିଖ – Daily Horoscope
ମେଷ କର୍ମାଧିପ ଦ୍ୱାଦଶସ୍ଥ ଯୋଗୁ ବନ୍ଧୁମତାନ୍ତର, ଧନହାନୀ ଓ କାମରେ ପ୍ରତିରୋଧର ସମ୍ମୁଖୀନ ହେବେ। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ। ପ୍ରିୟଜନଙ୍କ…
ରାଶିଫଳ: ମଙ୍ଗଳବାର , ଜୁଲାଇ ୮ ତାରିଖ – Daily Horoscope
ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ଶୁକ୍ରଙ୍କ ଦୃଷ୍ଟିଜନିତ ପାରିବାରିକ ସୁଖସମୃଦ୍ଧି ଅନୁଭବ କରିବେ ା ପୂର୍ବନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ବନ୍ଧୁମିଳନ ସହ ଅଭିଳଷିତ ଫଳ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। ସ୍ବାସ୍ଥ୍ୟ…
ରାଶିଫଳ: ସୋମବାର, ଜୁଲାଇ ୭ ତାରିଖ – Daily Horoscope
ମେଷ ଆଜି ଯାହା ଆଶା କରୁଛନ୍ତି ତାହା ପାଇବାରେ ଅସୁବିଧା ହେବନାହିଁ। ବନ୍ଧୁଙ୍କ ସହ ଆକସ୍ମିକ ଦୂରଯାତ୍ରା କରିବାର ସୁବିଧା ପାଇପାରନ୍ତି। ସକାଳୁ ସକାଳୁ ଅର୍ଥ ସମ୍ପର୍କିତ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କଲେ ସଫଳତା ପାଇବେ । ଦିନ ମଧ୍ୟରେ…
ରାଶିଫଳ: ରବିବାର, ଜୁଲାଇ ୬ ତାରିଖ – Daily Horoscope
ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ପ୍ରତି ଗୁରୁଦୃଷ୍ଟି ପ୍ରଭାବରୁ କାର୍ଯ୍ୟସିଦ୍ଧି ଓ ବନ୍ଧୁମିଳନ ଘଟିବ। ମନୋରଞ୍ଜନ ଉପକରଣ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ। ଗୃହ ମରାମତି, ଭୂମିକ୍ରୟ, ଯାନ୍ତ୍ରିକ ଜିନିଷ କ୍ରୟ ବିକ୍ରୟରେ କଳହ…
ରାଶିଫଳ: ଗୁରୁବାର, ଜୁଲାଇ ୩ ତାରିଖ – Daily Horoscope
ମେଷ ଗତକାଲିର ଆଲୋଚନା ମୁତାବକ କାମରେ ଲାଗିପଡନ୍ତୁ ଅବଶ୍ୟ ଦୁଶ୍ଚିନ୍ତା କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। କର୍ମକ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ଦେଖାଦେବ। ସଭାସମିତି, ସଂଗଠନ, ରାଜନୀତିରେ ଉନ୍ନତ ଫଳ ପାଇବେ। ତର୍କ ନ କରି…
ରାଶିଫଳ: ବୁଧବାର, ଜୁଲାଇ ୨ ତାରିଖ – Daily Horoscope
ମେଷ ଆଜି ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ନିଶ୍ଚିତ। ଅର୍ଥ ସମ୍ପର୍କୀୟ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିବା ଦିଗରେ ସଫଳତା ପାଇବେ। ସାମାଜିକ କାମରେ ସହଯୋଗ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ମଙ୍ଗଳଙ୍କ ବଳହୀନତାରୁ ଶାରୀରିକ କ୍ଲାନ୍ତି…
ରାଶିଫଳ: ମଙ୍ଗଳବାର, ଜୁଲାଇ ୧ ତାରିଖ – Daily Horoscope
ମେଷ ଆଜିର ପୂର୍ବାଫାଲଗୁନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଅର୍ଥଲାଭ, ସାମାଜିକ ସମ୍ମାନ ସହ କାର୍ଯ୍ୟସିଦ୍ଧି କରାଇବ। ଦୀର୍ଘ ଦିନ ହେଲା ଯାହା ହୋଇ ପାରିନି ତାହା ପୂର୍ଣ୍ଣତା ଲାଭ କରିବା ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାଙ୍କ…
Archives


