Rasifala

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସନ୍ତୋଷଜନକ ଫଳ ପାଇପାରିବେ। ଆନୁଷ୍ଠାନିକ କାମ,…

ରାଶିଫଳ: ଗୁରୁବାର, ଜାନୁଆରୀ ୨୨ ତାରିଖ – Daily Horoscope

ମେଷ ଆଜି ରାହୁ ନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ବନ୍ଧୁଙ୍କ ନିକଟରେ ମନକଥା କହିପାରିବେ ନାହିଁ। ସାମାନ୍ୟ ଭୁଲ୍‌ରୁ ଆଜିର କାମଗୁଡ଼ିକ ବିଶୃଙ୍ଖଳିତ ହୋଇଯିବ। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପରକଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହେବ। ଅବଶ୍ୟ ପାରିବାରିକ ସମସ୍ୟାକୁ…

ରାଶିଫଳ: ବୁଧବାର, ଜାନୁଆରୀ ୨୧ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ପ୍ରତିଷ୍ଠା ଲାଭ କରିବେ। ଶନି କ୍ଷେତ୍ରସ୍ଥ ରବି ହେତୁ ଭଲ କଥା କହିଲେ ମଧ୍ୟ ତାହାକୁ ଅନ୍ୟମାନେ ଭିନ୍ନାର୍ଥରେ ଗ୍ରହଣ କରିପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୦ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହ ପ୍ରଭାବରୁ ସ୍ଥଗିତ କାର୍ଯ୍ୟାରମ୍ଭ, ଆର୍ଥିକ ଉନ୍ନତି, ସାମାଜିକ ସ୍ତରରେ ସମ୍ମାନିତ ହେବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ ଏବଂ ଛୋଟ ଦୋକାନ କାରବାରରୁ ଲାଭବାନ୍‌ ହେବେ। ଅଶ୍ୱିନୀ ନକ୍ଷତ୍ରର ସନ୍ଦେହ ଏବଂ ଭୁଲ୍‌ ବୁଝାମଣା…

ରାଶିଫଳ: ସୋମବାର, ଜାନୁଆରୀ ୧୯ ତାରିଖ – Daily Horoscope

ମେଷ ଆଜି କର୍ମସ୍ଥାନରେ ପଞ୍ଚଗ୍ରହକୂଟ ସଂଘଟିତ ହେଉଥିବାରୁ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଭୁଲ୍‌ ବୁଝାମଣାରୁ ଲୋକସମ୍ପର୍କ କ୍ଷୁଣ୍ଣ ହେବ। ଦ୍ୱିଜା ନକ୍ଷତ୍ର ଏହାର ବିପରୀତ ସାମଗ୍ରିକ ଦୃଷ୍ଟିକୋଣରୁ ଶୁଭଫଳ ପାଇବେ। ନୂତନ ସମ୍ପର୍କ, ସାଂସ୍କୃତିକ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ…

ରାଶିଫଳ: ରବିବାର, ଜାନୁଆରୀ ୧୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଚତୁଃଗ୍ରହ ଯୋଗଜନିତ ଉଚ୍ଚ ସମ୍ମାନ ସହ ପାରିବାରିକ ସୁଖସ୍ବାଚ୍ଛନ୍ଦ୍ୟ ପ୍ରାପ୍ତ ହେବ। ମୁଣ୍ଡ ଉପରେ ବୋଝ ଭଳି ରହିଥିବା ସମସ୍ୟା ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ପାରିବାରିକ ମତାନ୍ତରଜନିତ ସୁସମ୍ପର୍କ ବ୍ୟାହତ ହେବ। ଯାତ୍ରା, ବାଣିଜ୍ୟ,…

ରାଶିଫଳ: ଶନିବାର, ଜାନୁଆରୀ ୧୭ ତାରିଖ – Daily Horoscope

ମେଷ ଗଜକେଶରୀ ଯୋଗ ପ୍ରଭାବରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଲାଗିରହିଥିବାରୁ ନୂତନ ଯୋଜନା ସ୍ଥଗିତ ରହିଯାଇପାରେ। ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ଅଶାନ୍ତ ପାରିବାରିକ ସ୍ଥିତି ଥମିଯାଇପାରେ। ସାହିତ୍ୟାନୁରାଗ, ସହକର୍ମୀଙ୍କ ସୌହାର୍ଦ୍ଦ୍ୟ, ସନ୍ତାନଙ୍କ କୃତିତ୍ୱଜନିତ…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୧୬ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସାହାଯ୍ୟ, ସହଯୋଗ ପାଇ ଅଟକିଥିବା କାମକୁ ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ। ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯାଇଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗିରହିବ। ଅଭାବ ନ ଥିଲେ ମଧ୍ୟ ଋଣ ପରିଶୋଧ ଓ ବନ୍ଧୁଙ୍କ ଶତ୍ରୁତାରୁ ମନ…

ରାଶିଫଳ: ଗୁରୁବାର, ଜାନୁଆରୀ ୧୫ ତାରିଖ – Daily Horoscope

ମେଷ ଆଜି ଦୂରଯାତ୍ରା, ବିବାଦୀୟ କ୍ଷେତ୍ର, ପ୍ରତିଦ୍ୱନ୍ଦ୍ୱିତା ନିକଟରୁ ଦୂରେଇ ରହିବା ଭଲ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କରି ଅନୁତପ୍ତ ହୋଇପାରନ୍ତି। କର୍ମକ୍ଷେତ୍ର ଗତାନୁଗତି ରୀତିରେ ଗଡ଼ିଚାଲିବା ସହ ପାରିବାରିକ ପରିସ୍ଥିତି ମଧ୍ୟ ପୂର୍ବପରି ରହିବ। ଚନ୍ଦ୍ର ଓ ଶୁକ୍ରଙ୍କ…

ରାଶିଫଳ: ବୁଧବାର, ଜାନୁଆରୀ ୧୪ ତାରିଖ – Daily Horoscope

ମେଷ ଅଷ୍ଟମସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ଆପଣଙ୍କ ମାନସିକ ସ୍ଥିତି ଭଲ ନ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରାଧାନ୍ୟତା ଊଣା ହେବନାହିଁ। ଦୀର୍ଘଦିନରୁ ଭଲ ସମ୍ପର୍କ ଥାଇ ମଧ୍ୟ ଦେଖି ପାରି ନ ଥିବା ପ୍ରିୟବନ୍ଧୁଟିର ସାନ୍ନିଧ୍ୟ ଲାଭରୁ ଖୁସୀ ହେବେ। ପୂର୍ବ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବୃଥା ବିବାଦ, କଥା କଟାକଟି, ଟଣାଓଟରା ମଧ୍ୟରେ ଠିକ୍‍ ନିଷ୍ପତ୍ତିରେ ଉପନୀତ ହୋଇପାରିବେ ନାହିଁ। କିନ୍ତୁ ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିପାରିବେ। ଅର୍ଥ ସଙ୍କଟକୁ ବନ୍ଧୁ ସୁଧାରିନେବେ, କିନ୍ତୁ ଆଶା କରିଥିବା…

ରାଶିଫଳ: ସୋମବାର, ଜାନୁଆରୀ ୧୨ ତାରିଖ – Daily Horoscope

ମେଷ ନିୟନ୍ତ୍ରିତ ସ୍ବାସ୍ଥ୍ୟ ସମସ୍ୟ, ଉତ୍ତମ ବୁଝାମଣା ଏବଂ କାର୍ଯ୍ୟ ହାସଲର ସୁଯୋଗ ଲାଭ କରି ଖୁସି ହେବେ। ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁ ସମ୍ପର୍କ ଫିକା ପଡ଼ିଯାଇପାରେ। ଉଚ୍ଚାରୋହୀ ମଙ୍ଗଳ ହେତୁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ଦେଖାଦେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?