Rasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ ପାରିବାରିକ ପରିସ୍ଥିତି ବିଗିଡି ଯାଇଥିବା କାରଣରୁ ମନ ଖରାପରୁ କୌଣସି ନୂତନ କାମ ଆରମ୍ଭ କରିପାରିବେ ନାହିଁ। କର୍ମକ୍ଷେତ୍ରରେ ମଧ୍ୟ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଯାତ୍ରା, ପରିବହନ, ବାଣିଜ୍ୟରେ ଆଶାନୁରୂପ ସଫଳତା ମିଳିବ। ପଡ଼ୋଶୀଙ୍କ…

ରାଶିଫଳ: ଶନିବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ ଆଜି ଶନି ଓ କେତୁଙ୍କ ସହ ଆପଣଙ୍କୁ ଚନ୍ଦ୍ର ପ୍ରତ୍ୟେକ କ୍ଷେତ୍ରରେ କିଛିଟା ଦ୍ୱନ୍ଦ୍ୱ ଓ ଆଶା ଆଶଙ୍କା ମଧ୍ୟରେ ଅସ୍ଥିରତା ସୃଷ୍ଟି କରିବ । ବନ୍ଧୁଙ୍କ ସହ ସହାନୁଭୂତିମୂଳକ ଆଲୋଚନା ମାଧ୍ୟମରେ ପରିବାରରେ ଶାନ୍ତି ଫେରି ଆସିବା ଆଶା…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ ଆଜି କାର୍ଯ୍ୟବ୍ୟସ୍ତତା କାରଣରୁ ଅଧିକାଂଶ ସମୟ ମନ ଅସ୍ଥିର ରହିବ। ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ପରିବାରରେ ପିଲାଙ୍କ ସମସ୍ୟା ବିଷୟ ନେଇ ମାନସିକ ସ୍ଥିତି ବିପନ୍ନ ରହିପାରେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ…

ରାଶିଫଳ: ଗୁରୁବାର , ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ ଆଜି ଦ୍ୱିତୀୟ ଭାବକୁ ଚନ୍ଦ୍ର ଓ ଗୁରୁଙ୍କ ଦୃଷ୍ଟିରୁ ଆପଣଙ୍କୁ ଅର୍ଥଲାଭ, ଉଚ୍ଚସମ୍ମାନପ୍ରାପ୍ତି ଯୋଗ ରହିଛି। ସମସ୍ୟା ରହିଥିବାରୁ ପ୍ରତି ମୁହୂର୍ତ୍ତରେ ପ୍ରତିକୂଳ ପରିସ୍ଥିତିର ଚାପ ମଧ୍ୟ କମିବ ନାହିଁ। ଅବଶ୍ୟ ସଭାସମିତି, ମାଲିମକଦ୍ଦମାରେ ଅଗ୍ରଗତି ଘଟିବ। କୌଣସି ଗୁରୁତ୍ୱପୂର୍ଣ୍ଣ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଆପଣ ସଭାସମିତିରେ,ବନ୍ଧୁଗହଣରେ ଫଳପ୍ରଦ ଆଲୋଚନା କରିପାରିବେ। ଶିକ୍ଷା ସମ୍ବନ୍ଧୀୟ କିମ୍ବା ସନ୍ତାନ ହେତୁକ ପ୍ରତ୍ୟେକ ସମସ୍ୟା ନିଶ୍ଚିତ ସୁଧୁରିଯିବ। ଆନୁସଙ୍ଗୀକ ସୁବିଧା ସୁଯୋଗ ଲାଭ କରି କର୍ମକ୍ଷେତ୍ରରେ ଲକ୍ଷ୍ୟ ହାସଲରେ କୈାଣସି ଅସୁବିଧା ହେବ ନାହିଁ। ଆନୁଷ୍ଠାନିକ କିମ୍ବା…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ ଆଜି ଚତୁର୍ଥାଧିପ ଚନ୍ଦ୍ର ସପ୍ତମଭାବସ୍ଥ ଯୋଗୁ ପରିଜନଙ୍କ ସହ ଯାତ୍ରା, ବନ୍ଧୁମିଳନ ସଙ୍ଗକୁ ନୂତନ ବସ୍ତ୍ରଭୂଷଣାଦି ପରିଧାନ କରିବେ। ଅର୍ଥ ସମ୍ବନ୍ଧୀୟ ଆଲୋଚନା ସହ ବାଣିଜ୍ୟ, ବ୍ୟବସାୟ ଓ ପ୍ରତିଦ୍ୱନ୍ଦ୍ୱିତାରୁ ସଫଳତା ପ୍ରାପ୍ତ ହେବେ। ରୋଗୀର ଆରୋଗ୍ୟ ସକାଶେ, ଋଣ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨ ତାରିଖ – Daily Horoscope

ମେଷ ହସ୍ତା ନକ୍ଷତ୍ରସ୍ଥ ଚନ୍ଦ୍ର ଆପଣଙ୍କୁ ପାରିବାରିକ ସୁଖ ସମୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ସୁଫଳ ପ୍ରଦାନ କରିବ । ପ୍ରତ୍ୟୁଷ ଯାତ୍ରା ସମୟରେ ଅପରିଚିତଙ୍କ ସହ କଳହ ଲାଗିବାର ସମ୍ଭାବନା ରହିଛି । ଶିଳ୍ପ, ବ୍ୟବସାୟ, ସାହିତ୍ୟ କ୍ଷେତ୍ରରେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର କାର୍ଯ୍ୟ ସିଦ୍ଧି ସହ ଯାତ୍ରାକୁ ସୁଗମ କରିବ। କର୍ମକ୍ଷେତ୍ରରେ ଆପଣଙ୍କ ଅପ୍ରିୟ ସତ୍ୟ କଥା ସହକର୍ମୀ କିମ୍ବା ନିକଟ ସମ୍ପର୍କୀୟଙ୍କ ମନରେ ଦୁଃଖ ଦେଇପାରେ। ଅବହେଳାରୁ ପୁରାତନ ରୋଗପୀଡ଼ା ଯୋଗୁ ମାନସିକ ସୁସ୍ଥତା ହରାଇପାରନ୍ତି। ଫେରନ୍ତା ବାଟରେ…

ରାଶିଫଳ: ଶନିବାର, ଅଗଷ୍ଟ ୩୧ ତାରିଖ – Daily Horoscope

ମେଷ ପାରିବାରିକ ସମସ୍ୟା ସମ୍ପର୍କରେ ଏଣୁତେଣୁ କେତେ ଗୁଡ଼ାଏ କଥା ଚିନ୍ତାକରି ମନକୁ ବିଷାକ୍ତ କରିବେ। ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବା କାରଣରୁ ମନ ମଧ୍ୟ ଭଲ ରହି ନ ପାରେ । ମଉଜିଆ କଥା କହି ବନ୍ଧୁମାନଙ୍କ ଗହଣରେ…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୩୦ ତାରିଖ – Daily Horoscope

ମେଷ ଚନ୍ଦ୍ର କୋଣଭାବରେ ରହିଥିବାରୁ ଦୃଢ଼ ମନୋବଳ ନେଇ କର୍ମକ୍ଷେତ୍ରରେ ଅଗ୍ରସର ହେବେ । ପାରିବାରିକ କ୍ଷେତ୍ରରେ ଦୀର୍ଘଦିନରୁ ଲାଗିରହିଥିବା ମନୋମାଳିନ୍ୟ ଦୂରେଇ ଯିବ । କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସକାଳୁ ଯେଉଁଥିପାଇଁ ଚିନ୍ତା…

ରାଶିଫଳ: ଗୁରୁବାର, ଅଗଷ୍ଟ ୨୯ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରାକାଳରେ କୌଣସି ନୂତନ ବନ୍ଧୁଙ୍କ ସହ ବନ୍ଧୁତା ସୃଷ୍ଟିହେବ । ପରିବାରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଉଥିବା ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ନିଜ ପରିବାର ତରଫରୁ ଆବଶ୍ୟକ ସହଯୋଗ ପାଇ ନୂଆ କାମଟିକୁ ଆଗକୁ ବଢ଼ାଇ ନେଇପାରନ୍ତି।…

ରାଶିଫଳ: ବୁଧବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ କୌଶଳ ପ୍ରୟୋଗ କରି କାମ ହାସଲ କରିବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଗୃହସୀମା, ନିର୍ମାଣ, ଘରଭଡ଼ା କିମ୍ବା ଗୁରୁତ୍ୱପୂର୍ଣ୍ଣ ଆଲୋଚନାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ଅନ୍ୟମାନଙ୍କ କଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?