Rasifala

ରାଶିଫଳ: ସୋମବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆପଣଙ୍କ ରାଶିପାଇଁ ଆଜି କୃଷ୍ଣପକ୍ଷର ଦ୍ୱାଦଶଚନ୍ଦ୍ର କଲ୍ୟାଣ ଚନ୍ଦ୍ର ହେତୁ ଯାତ୍ରାରେ ସଫଳତା, କାର୍ଯ୍ୟସିଦ୍ଧି ସଙ୍ଗକୁ ସତ୍‌କାର୍ଯ୍ୟରେ ଅର୍ଥ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ସଙ୍ଗକୁ ମୂଲ୍ୟବାନ୍‌ ଜିନିଷ କ୍ରୟ କରିପାରନ୍ତି। କଳା, ସଙ୍ଗୀତ, କ୍ରୀଡାଦି ମନୋରଞ୍ଜନ କାର୍ଯ୍ୟକ୍ରମର…

ରାଶିଫଳ: ରବିବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଚନ୍ଦ୍ର ଆପଣଙ୍କ ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟିକରିବ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ, କିନ୍ତୁ କିଛିଟା ପ୍ରତିରୋଧର ସାମ୍ନା କରିବାକୁ ପଡ଼ିପାରେ। ବ୍ୟବସାୟିକ ଦିଗଟି ବେଶ୍‌ ଭଲ ରହିବ, କିନ୍ତୁ ବକେୟା ଋଣ…

ରାଶିଫଳ: ଶନିବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପରାମର୍ଶରେ ବହୁତ ଦିନରୁ ସ୍ଥଗିତ କାମଟିକୁ ହଠାତ୍‌ ଆରମ୍ଭ କରିବା ସକାଶେ ମନ ବଳାଇବେ । ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ । ଆକସ୍ମିକ ଭାବରେ ପଡୋଶୀ କିମ୍ବା ସହକର୍ମୀଙ୍କ…

ରାଶିଫଳ: ଶୁକ୍ରବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରୁଥିବାରୁ ଅଭିଳଷିତ କାର୍ଯ୍ୟ ହାସଲ କରିପାରିବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ ନାହିଁ। ଧାର କରଜ କରିବାକୁ ପଡିପାରେ। ବିଶେଷ ଭ୍ରମଣଜନିତ ଶାରୀରିକ…

ରାଶିଫଳ: ଗୁରୁବାର, ଜୁଲାଇ ୧୮ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଶ୍ରବଣା ନକ୍ଷତ୍ରରେ ରହିଥିବାରୁ ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, କୌଣସିଥିରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟହେବେ। ଆନୁଷ୍ଠାନିକ କ୍ଷେତ୍ରରେ…

ରାଶିଫଳ: ବୁଧବାର, ଜୁଲାଇ ୧୭ ତାରିଖ – Daily Horoscope

ମେଷ ଆଜିର ଦଶମ କେନ୍ଦ୍ରସ୍ଥ ଚନ୍ଦ୍ର ଆପଣଙ୍କ କାମକୁ ଧୀର ମନ୍ଥର ଗତିରେ ଆଗକୁ ବଢ଼ାଇନେବ। ସ୍ଥିର ଭାବରେ କୌଣସି ସ୍ଥାନରେ ଦୀର୍ଘ ସମୟ ରହିପାରିବେ ନାହିଁ। ପରିବାରର ସହମତି ନେଇ କାମକଲେ ସମସ୍ୟାର ସରଳ ସମାଧାନ ହୋଇପାରିବ। ବ୍ୟବସାୟିକ ସ୍ଥିତି…

ରାଶିଫଳ: ମଙ୍ଗଳବାର, ଜୁଲାଇ ୧୬ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ କୌଣସି ଏକ ଭିନ୍ନ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ବନ୍ଧୁମାନଙ୍କ ସହ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଘରର କେତେକ ରହିଯାଇଥିବା କାମକୁ କରିବା ସକାଶେ ଚିନ୍ତା କରିବେ। ଲେଖାପଢା, ସଭାସମିତି, ଆନୁଷ୍ଠାନିକ କାମ,…

ରାଶିଫଳ: ସୋମବାର, ଜୁଲାଇ ୧୫ ତାରିଖ – Daily Horoscope

ମେଷ ଆଜି ତୃତୀୟ ଚତୁର୍ଥ ଓ ଅଷ୍ଟମ ନବମରେ ସମସ୍ତ ଗ୍ରହ ଅବସ୍ଥାନ କରୁଥିବାରୁ ସାଧାରଣ ସମସ୍ୟା ମଧ୍ୟରେ କାଯର୍‌ୟ ହାସଲ କରିବେ। ନିକଟରେ ରହୁ ନ ଥିବା ପିଲାଙ୍କ ସ୍ବ୍ୟାସ୍ଥ୍ୟ ସକାଶେ ଏବଂ ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ…

ରାଶିଫଳ: ରବିବାର, ଜୁଲାଇ ୧୪ ତାରିଖ – Daily Horoscope

ମେଷ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପାରିବାରିକ, ପରିବହନ, ନିର୍ମାଣ, ଜମିଜମା ସମ୍ପର୍କିତ ଆଲୋଚନାରେ ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ, ମାତ୍ର ଆତ୍ମୀୟସ୍ବଜନଙ୍କ ପାଇଁ ଚିନ୍ତା ବଢ଼ିପାରେ।…

ରାଶିଫଳ: ଶନିବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ୱିତ ହେବ । ପାରିବାରିକ,ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ, ମାତ୍ର ଆତ୍ମୀୟ ସ୍ବଜନଙ୍କ…

ରାଶିଫଳ: ଶୁକ୍ରବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ଆପଣ ଯାହା ଚାହୁଁଛନ୍ତି ତାହା ପାଇବେ ଏବଂ ଉପରବେଳା ଶୁଭସମ୍ବାଦ ପାଇ ଉଲ୍ଲସିତ ହେବେ। କେତେକ କ୍ଷେତ୍ରରେ ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ।…

ରାଶିଫଳ: ଗୁରୁବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ ରାହୁଙ୍କ ନକ୍ଷତ୍ରରେ ଚନ୍ଦ୍ର ଥିବାରୁ ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‌ ବୁଝତ୍ପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘଦିନରୁ ରହିଯାଇଥିବା କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?