ରାଶିଫଳ: ସୋମବାର, ଜୁନ୍ ୩୦ ତାରିଖ – Daily Horoscope
ମେଷ ଆଜି ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇ ମନର ଦୁଃଖକୁ ଲାଘବ କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ କେତେକ ଭୁଲ୍ରୁ କିମ୍ବା ଭାବପ୍ରବଣତାରୁ କାମ ବିଶୃଙ୍ଖଳିତ ହେବ। ବନ୍ଧୁଙ୍କ ପ୍ରେରଣାରେ ସତ୍ସଙ୍ଗ, ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହେବେ।…
ରାଶିଫଳ: ରବିବାର, ଜୁନ୍ ୨୯ ତାରିଖ – Daily Horoscope
ମେଷ ଆଜି କୃତ୍ତିକା ନକ୍ଷତ୍ର ବନ୍ଧୁଙ୍କ ପରାମର୍ଶରେ ସାମାଜିକ ସ୍ତରରେ ଉଲ୍ଲେଖନୀୟ କାମ କରି ପ୍ରଶଂସିତ ହେବେ। କେତେକ ଭୁଲ୍ରୁ କାମ ବିଶୃଙ୍ଖଳିତ ହେବା ଆଶଙ୍କା ରହିଛି। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପରକଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହେବ।…
ରାଶିଫଳ: ଶନିବାର , ଜୁନ୍ ୨୮ ତାରିଖ – Daily Horoscope
ମେଷ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାରୁ ଆଶ୍ୱସ୍ତି ଅନୁଭବ କରିବେ। ସରକାରୀ ସହାୟତା ସମ୍ପର୍କୀୟ ଖବର ବନ୍ଧୁଙ୍କ ନିକଟରୁ ଶୁଣି ଉଲ୍ଲସିତ ହୋଇପାରନ୍ତି। ଅନ୍ୟମାନଙ୍କର କଥାରେ ପ୍ରଭାବିତ ହୋଇ କାମ କଲେ ସମସ୍ୟା ଭିତରକୁ ଟାଣିହୋଇ ପାରନ୍ତି। କର୍ମକ୍ଷେତ୍ର, ବାଣିଜ୍ୟ,…
ରାଶିଫଳ: ଗୁରୁବାର, ଜୁନ୍ ୨୬ ତାରିଖ – Daily Horoscope
ମେଷ ଶୁକ୍ରଙ୍କ ସୁପ୍ରଭାବରେ ମନ ପ୍ରଫୁଲ୍ଲ ରହିବା ସହ ବନ୍ଧୁମିଳନରୁ ଆନନ୍ଦିତ ହେବେ। ଆଜିର ଯାତ୍ରାରେ ଲକ୍ଷ୍ୟପୂରଣ, ପାରିବାରିକ ଶାନ୍ତି ଏବଂ ପରିଭ୍ରମଣର ସୁଯୋଗ ଲାଭ କରିବେ। ସଭାସମିତି, ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ସାମିଲ ହୋଇ ପ୍ରଶଂସିତ ହେବେ। ପିଲାଙ୍କ…
ରାଶିଫଳ: ବୁଧବାର, ଜୁନ୍ ୨୫ ତାରିଖ – Daily Horoscope
ମେଷ ସମସ୍ୟା ସୁଧାରିବା କ୍ଷେତ୍ରରେ ନିଜର ଅସାମର୍ଥ୍ୟତା କାରଣରୁ ବନ୍ଧୁଙ୍କ ସାହାଯ୍ୟର ଆବଶ୍ୟକତା ଅନୁଭବ କରିବେ। ଆତ୍ମୀୟଙ୍କ ସହ ସୁସମ୍ପର୍କ ଅଭାବରୁ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଜମିଜମା, ପରିବହନ କିମ୍ବା ଆରକ୍ଷୀ ସମ୍ପର୍କିତ ବିବାଦର ଅବସାନ ଘଟିବ।…
ରାଶିଫଳ: ମଙ୍ଗଳବାର, ଜୁନ୍ ୨୪ ତାରିଖ – Daily Horoscope
ମେଷ ଆଜି ରାଶିରେ ବିଳାସକାରକ ଶୁକ୍ର ଏବଂ ଉଚ୍ଚସ୍ଥ ଚନ୍ଦ୍ର ଜୀବନଯାତ୍ରାକୁ ପ୍ରୀତିପ୍ରଦ କରାଇବ। ପାରିବାରିକ ସମ୍ପର୍କ ଭଲ ରହିବା ସହ ଆଶା କରୁଥିବା ଜିନିଷ ପାଇବାରେ ପ୍ରତିବନ୍ଧକ ରହିବ ନାହିଁ। ପରସ୍ପର ପଡୁ ନ ଥିବା ପୁଅବୋହୂଙ୍କ କଥା ମନକୁ…
ରାଶିଫଳ: ସୋମବାର, ଜୁନ୍ ୨୩ ତାରିଖ – Daily Horoscope
ମେଷ ଆଜି ମୁଖଭାବସ୍ଥ ଚନ୍ଦ୍ର ଯୋଗୁ ମିଠାକଥା କହି କାମ ହାସଲ କରିବାର ପ୍ରକୃଷ୍ଟ ଦିନଟିଏ। ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ଅଭିବୃଦ୍ଧି ଅବଶ୍ୟମ୍ଭାବୀ। ପୂର୍ବ ସ୍ଥିରୀକୃତ ଦୂରଯାତ୍ରା, ବାଣିଜ୍ୟ, ପରିବହନ, ବନ୍ଧୁ ବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ। ସବୁ…
ରାଶିଫଳ: ରବିବାର, ଜୁନ୍ ୨୨ ତାରିଖ – Daily Horoscope
ମେଷ ପାରିବାରିକ ସଦ୍ଭାବ ଓ ସମ୍ପର୍କୀୟଙ୍କ ସ୍ନେହ, ଶ୍ରଦ୍ଧା ଓ ଆଦର ପାଇ ଖୁସି ରହିବେ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ପାଇଯାଇପାରନ୍ତି। ନିର୍ମାଣ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନର ଆଶା ରହିଛି। ଅଶ୍ୱିନୀ…
ରାଶିଫଳ: ଶନିବାର, ଜୁନ୍ ୨୧ ତାରିଖ – Daily Horoscope
ମେଷ ଆଜି ରାଶିରେ ଶ୍ରୀଚନ୍ଦ୍ର ସହ ଶୁକ୍ରଙ୍କ ସଂଯୋଗ ବୈଷୟିକ ସୁଖ ସମୃଦ୍ଧି ପ୍ରଦାନ କରିବ। ପାରିବାରିକ ସ୍ଥିତି, ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସାଙ୍ଗକୁ ବିଳାସପ୍ରିୟ ହେବେ। ମୁହଁ ସାମ୍ନାରେ ଭଲ କହୁଥିବା ଲୋକଟି ପଛରେ ସମାଲୋଚନା କରୁଥିବା ଶୁଣିବାକୁ…
ରାଶିଫଳ: ଶୁକ୍ରବାର, ଜୁନ୍ ୨୦ ତାରିଖ – Daily Horoscope
ମେଷ ଆଜି ଦ୍ୱାଦଶସ୍ଥ ଶନି ସହ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ପୂର୍ବ ସମସ୍ୟାର ସମୀକ୍ଷା କରିପାରନ୍ତି। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା…
ରାଶିଫଳ: ବୁଧବାର , ଜୁନ୍ ୧୮ ତାରିଖ – Daily Horoscope
ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତ୍ୟେକ ପରିସ୍ଥିତିକୁ କୌଶଳରେ ସଜାଡ଼ି ନେବେ। ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍ ସମ୍ଭାବନାକୁ ଦେଖି ଚିନ୍ତା ବଢ଼ିଯିବ। ଦୂରେଇ ଯାଉଥିବା କୌଣସି ଆମତ୍ୀୟଙ୍କ ପାଇଁ ମନ ଛଟପଟ ହୋଇପାରେ। ଭାବପ୍ରବଣତାରେ…
ରାଶିଫଳ: ମଙ୍ଗଳବାର, ଜୁନ୍ ୧୭ ତାରିଖ – Daily Horoscope
ମେଷ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ଜୀବନରେ ଭୁଲ୍ ବୁଝାମଣା ସୃଷ୍ଟିହେବ। କେତେକ ବ୍ୟତିକ୍ରମକୁ ବାଦ୍ ଦେଲେ ଦିନଟି ଭଲରେ ବିତିବ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାଙ୍କ ସଫଳତା, ନୂତନ ବନ୍ଧୁସମ୍ପର୍କ ସ୍ଥାପନ ଏବଂ ପାରିବାରିକ ସଦ୍ଭାବ ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ,…
Archives


