Rasifala

ରାଶିଫଳ: ରବିବାର, ଜାନୁଆରୀ ୧୧ ତାରିଖ – Daily Horoscope

ମେଷ ଚନ୍ଦ୍ର ଓ ଶନି ଷଡ଼ାଷ୍ଟକ ସ୍ଥିତିରେ ରହିଥିବାରୁ ପରିବାରର ସହମତି ପାଇବେ ନାହିଁ। କେତୁଙ୍କ ପ୍ରଭାବରୁ ସମ୍ପର୍କ ହାନି, ସନ୍ତାନଙ୍କ ବିଶୃଙ୍ଖଳା, ବିଫଳ ଆଲୋଚନା, ବନ୍ଧୁଙ୍କ ମିଥ୍ୟାଭିଯୋଗ ଆସିପାରେ। ପରିବାରର ଅଭାବ ଦୂର ପାଇଁ କରଜ କରିପାରନ୍ତି। କର୍ମକ୍ଷେତ୍ରର ସମସ୍ୟା…

ରାଶିଫଳ: ଶନିବାର, ଜାନୁଆରୀ ୧୦ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଷଷ୍ଠ ସ୍ଥାନରେ ରହିଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବାର ଆଶା ରହିଛି। ନିକଟ ସମ୍ପର୍କୀୟ ମାନଙ୍କ ସହଯୋଗରେ ଆନୁଷ୍ଠାନିକ କାମ ସମ୍ପନ୍ନ ହୋଇପାରିବ। ଶିଳ୍ପ, ବାଣିଜ୍ୟ,ବ୍ୟବସାୟରେ ଟେନସନ୍‌ ଲାଗି ରହିଲେ ମଧ୍ୟ ବିଶେଷ ଅସୁବିଧା ହେବନାହିଁ। ବନ୍ଧୁ ମିଳନରେ…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ବାଧକାଧିପଙ୍କ ଦୃଷ୍ଟିରେ ରହିଥିବାରୁ ପାରିବାରିକ ଶାନ୍ତି ଭଗ୍ନ ହୋଇପାରେ। ପାପଗ୍ରହ ଦୃଷ୍ଟ ଚତୁର୍ଥାଧିପତି ହେତୁ ଯାନବାହନ, ହୋଟେଲ ଶିଳ୍ପ, ଛୋଟ ଦୋକାନରୁ ଲାଭ ମିଳି ନ ପାରେ। ଆର୍ଥିକ ଅନଟନ ସୁଧାରିବା ଲାଗି ବନ୍ଧୁ ସହଯୋଗର ପ୍ରତିଶ୍ରୁତି…

ରାଶିଫଳ: ଗୁରୁବାର, ଜାନୁଆରୀ ୮ ତାରିଖ – Daily Horoscope

ମେଷ ଆଜି ସୁଖସମୃଦ୍ଧି ବୃଦ୍ଧି, ଶୁଭଖବର ପ୍ରାପ୍ତି ସାଙ୍ଗକୁ ବନ୍ଧୁମିଳନରୁ ଖୁସି ରହିବେ। ସ୍ବାସ୍ଥ୍ୟସମସ୍ୟା ଦୂରୀଭୂତ ହେବାରୁ ଆଶ୍ୱସ୍ତି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ଶତ୍ରୁତା କରୁଥିବା ବ୍ୟକ୍ତି ଆପଣଙ୍କ କାମରେ ହସ୍ତକ୍ଷେପ କରି ସମସ୍ୟା ସୃଷ୍ଟି କରିବେ । ଅଶ୍ୱିନୀ ନକ୍ଷତ୍ର…

ରାଶିଫଳ: ବୁଧବାର, ଜାନୁଆରୀ ୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହିତ କେତୁ ଯୁକ୍ତ ହୋଇଥିବାରୁ ସନ୍ତାନଙ୍କ ଯୋଗୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ପାରସ୍ପରିକ ମତଭେଦ କାରଣରୁ ପାରିବାରିକ ଜୀବନରେ ଅଶାନ୍ତି ଉପୁଜିପାରେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବା ସହିତ ସ୍ଥଗିତ କାମକୁ ଆରମ୍ଭ କରିପାରନ୍ତି। ବିଶେଷତଃ…

ରାଶିଫଳ:ମଙ୍ଗଳବାର, ଜାନୁଆରୀ ୬ ତାରିଖ – Daily Horoscope

ମେଷ ଚତୁର୍ଥକେନ୍ଦ୍ରରେ ଚନ୍ଦ୍ର ପାରିବାରିକ ଶାନ୍ତି ଏବଂ ସମସ୍ୟାମୁକ୍ତ କର୍ମକ୍ଷେତ୍ର ଯୋଗୁ ଖୁସିରହିବେ। ବ୍ୟବସାୟ,ପରିବହନ,ପ୍ରଶାସନ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଶୁଭଫଳ ପାଇବେ। ଯାନ୍ତ୍ରିକ ମରାମତି ଓ ନିର୍ମାଣ କାର୍ଯ୍ୟରେ ପ୍ରତିବନ୍ଧକ ରହିପାରେ। ସନ୍ତାନଙ୍କ ସ୍ବାସ୍ଥ୍ୟହାନି ଦୁଶ୍ଚିନ୍ତାର କାରଣ ହେବ। ବନ୍ଧୁଙ୍କ ପ୍ରତିଶ୍ରୁତିରୁ…

ରାଶିଫଳ:ସୋମବାର, ଜାନୁଆରୀ ୫ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବା ସହ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ। ଘର ଲୋକଙ୍କ ଅପେକ୍ଷା ପର ଲୋକଙ୍କ ସାହାଯ୍ୟ, ସହଯୋଗ ଅନୁଭୂତ ହେବ। କୃତିକା ନକ୍ଷତ୍ର ପରିଜନଙ୍କ ସହ ଦୂରଯାତ୍ରା, ଗୃହାରମ୍ଭ ଏବଂ ବନ୍ଧୁସମ୍ପର୍କ କ୍ଷେତ୍ରରୁ ଶୁଭଫଳ…

ରାଶିଫଳ: ରବିବାର, ଜାନୁଆରୀ ୪ ତାରିଖ – Daily Horoscope

ମେଷ ଆଜି ଦିନଟି ବହୁତ ଭଲ। ପାରିବାରିକ ପରିସ୍ଥିତି ଶାନ୍ତ ରହିବ। କର୍ମକ୍ଷେତ୍ରର ବିବାଦ ସମାଧାନ କରି ଆଶ୍ୱସ୍ତି ଲାଭ କରିବେ। ପ୍ରତିଦ୍ୱନ୍ଦ୍ୱିତା ଏବଂ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟ, ପରିବହନ ଓ ନିର୍ମାଣ କାର୍ଯ୍ୟରେ ସମସ୍ୟାର ସମ୍ମୁଖୀନ ହେବେ।…

ରାଶିଫଳ: ଶନିବାର, ଜାନୁଆରୀ ୩ ତାରିଖ – Daily Horoscope

ମେଷ ଆଜି ଗୁରୁଚାନ୍ଦ୍ରୀ ଯୋଗରୁ ମନ ପ୍ରଫୁଲ୍ଲ ରହିବ। ନୂଆ ଯୋଜନାର ଶୁଭାରମ୍ଭ କରିପାରନ୍ତି। ବ୍ୟବସାୟିକ ସଫଳତା ମିଳିବ। ଆତ୍ମୀୟଙ୍କ ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ଭୁଲ୍‌ ବୁଝାମଣାରୁ ପାରିବାରିକ ଅଶାନ୍ତି ସୃଷ୍ଟି ହେବ। ବ୍ୟବସାୟିକ ସଫଳତା ପାଇବେ, ଆନୁଷ୍ଠାନିକ କାମରେ…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨ ତାରିଖ – Daily Horoscope

ମେଷ ମୁଖଭାବରେ ଚନ୍ଦ୍ର ଯୋଗୁ ହସିଲେ କଥା କହିବେ। ବନ୍ଧୁ ଅର୍ଥସାହାଯ୍ୟ କରିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ଘଟିବ, ସ୍ଥଗିତ କାମରେ ଅଗ୍ରଗତିର ସମ୍ଭାବନା, ପାରିବାରିକ ସମସ୍ୟାର ସମାଧାନ ଆଶା ରହିଛି। ବିତର୍କରୁ ସମ୍ପର୍କହାନିର ପରିସ୍ଥିତି ସୃଷ୍ଟିହେବ। ସୃଜନୀଶକ୍ତିର ଅଭିବୃଦ୍ଧି ଘଟିବ। ଅତୀତକଥା…

ରାଶିଫଳ: ଗୁରୁବାର, ଜାନୁଆରୀ ୧ ତାରିଖ – Daily Horoscope

ମେଷ ନୂଆ ବର୍ଷରେ ଭାଗ୍ୟସ୍ଥାନରେ ରାଜଯୋଗ। କର୍ମକ୍ଷେତ୍ରରେ ଆଦରଣୀୟ ହେବେ। ଉଚ୍ଚାରୋହୀ ମଙ୍ଗଳ ଯୋଗୁ ଦେହ ଭଲ ରହିବ। ଧନସ୍ଥାନରେ ଚନ୍ଦ୍ର ସୁସ୍ବାଦୁ ଭୋଜନ ପରଷିବେ। ପାରିବାରିକ ଶାନ୍ତି ସାଙ୍ଗକୁ ବନ୍ଧୁମିଳନର ସୁଯୋଗ ଜୁଟିବ। ସନ୍ତାନଙ୍କ ସ୍ବାସ୍ଥ୍ୟହାନି, ପଡ଼ୋଶୀଙ୍କ କୁତ୍ସାରଟନା,ଦର୍ଶନୀୟସ୍ଥାନକୁ ଯାତ୍ରା…

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା କାରଣରୁ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଲାଭ ଯୋଗ ରହିଛି। ସାହିତ୍ୟଚର୍ଚ୍ଚା, ବନ୍ଧୁସମ୍ପର୍କ ଏବଂ ବ୍ୟବସାୟିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?