ରାଶିଫଳ: ରବିବାର , ଜୁନ ୧୬ ତାରିଖ – Daily Horoscope
ମେଷ ଆଜି ଶନି ଓ ମଙ୍ଗଳଙ୍କର ପାରଷ୍ପରିକ ଦୃଷ୍ଟି ପ୍ରତ୍ୟେକ କାମ ଉତ୍ତେଜନାପୂର୍ଣ୍ଣ ବାତାବରଣ ମଧ୍ୟରେ ସମ୍ପନ୍ନ ହେବ। ସ୍ବଗୃହୀଧନାଧିପ ହେତୁ ଦିନ ଭିତରେ ଯାହାକୁ ଯାହା କହିଲେ କଥା ରହିବ ଓ ଆର୍ଥିକ ସଂକଟ ଦୂରୀଭୂତ ହେବ। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ,…
ରାଶିଫଳ: ଶନିବାର , ଜୁନ ୧୫ ତାରିଖ – Daily Horoscope
ମେଷ ଶୁକ୍ର ମୁଖ ଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭକରି ଖୁସିହେବେ। ଅଫିସରେ ସହକର୍ମୀଙ୍କ ସୌହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା ପ୍ରଣୟନ କରିପାରନ୍ତି। ଅଷ୍ଟମସ୍ଥ ଚନ୍ଦ୍ର ଯୋଗୁ ପରିବହନ ବ୍ୟବସାୟରେ ଶିଥିଳତା ଦେଖାଦେଇପାରେ। ପାରିବାରିକ କ୍ଷେତ୍ରରେ ଅଷ୍ଟମସ୍ଥ…
ରାଶିଫଳ: ଶୁକ୍ରବାର, ଜୁନ ୧୪ ତାରିଖ – Daily Horoscope
ମେଷ ଆଜି ରାହୁଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ମାନସିକ ଓ ପାରିବାରିକ ସ୍ଥିତି ସମସ୍ୟା ବହୁଳ ହୋଇପାରେ। ତଥାପି ଦ୍ୱିଜା ନକ୍ଷତ୍ର ନିକଟସ୍ଥ ବନ୍ଧୁମାନଙ୍କ ସହଯୋଗ ଲାଭ କରି ବହୁ ଦିନରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ…
ରାଶିଫଳ: ଗୁରୁବାର , ଜୁନ ୧୩ ତାରିଖ – Daily Horoscope
ମେଷ ଆଜି ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଆପଣଙ୍କ ଯାତ୍ରାରେ ଲକ୍ଷ୍ୟ ପୂରଣ କରାଇବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କୌଣସି କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିପାରେ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ…
ରାଶିଫଳ: ବୁଧବାର, ଜୁନ ୧୨ ତାରିଖ – Daily Horoscope
ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେକୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍ ଭାବେ ଆଡଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ । ଯଦିଓ ବିଶେଷ କିଛି ସମସ୍ୟା ନାହିଁ, ତଥାପି ସାମୟିକ ଭାବେ ଅସୁସ୍ଥତା ଅନୁଭବ…
ରାଶିଫଳ: ମଙ୍ଗଳବାର, ଜୁନ ୧୧ ତାରିଖ – Daily Horoscope
ମେଷ ଆଜିର ଷଷ୍ଠସ୍ଥ ଚନ୍ଦ୍ର ଆପଣଙ୍କ ଯାତ୍ରା, ନୂତନ କର୍ମାରମ୍ଭ ପାଇଁ ପ୍ରୀତିପ୍ରଦ ରହିବ। ଶୁକ୍ରଙ୍କ ସୁପ୍ରଭାବରେ ଆବଶ୍ୟକତା ପୂରଣ ହେବା ସହ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ। ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ନିଜ…
ରାଶିଫଳ: ସୋମବାର, ଜୁନ ୧୦ ତାରିଖ – Daily Horoscope
ମେଷ ଆଜି ଶୁକ୍ର ନକ୍ଷତ୍ରସ୍ଥ ଚନ୍ଦ୍ର ଅର୍ଥସମ୍ପର୍କୀୟ ଚିନ୍ତା, ବିଳାସବ୍ୟସନ ଦିଗରେ ମନକୁ ନିମଜ୍ଜିତ କରାଇବ। ତୃତୀୟସ୍ଥ ରାହୁ ସହ ମଙ୍ଗଳଙ୍କ ଭ୍ରାତୃ, ନିକଟ ସମ୍ପର୍କୀୟମାନଙ୍କ ସହ ବିବାଦ ବୃଦ୍ଧି କରିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି…
ରାଶିଫଳ: ରବିବାର, ଜୁନ ୯ ତାରିଖ – Daily Horoscope
ମେଷ ଆଜି ଦ୍ୱିତୀୟ ସ୍ଥାନରେ ଶୁକ୍ର ଚତୁର୍ଥାଧିପତିଙ୍କ କେନ୍ଦ୍ରସ୍ଥ ଯୋଗୁ ଶ୍ରୁତିମଧୁର ବାକ୍ୟାଳାପରେ ବନ୍ଧୁଙ୍କୁ ଆପ୍ୟାୟିତ କରିବେ। କର୍ମାଧିପ ଶନି ଭାଗ୍ୟସ୍ଥ ହେତୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇ ନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁମାନଙ୍କ ସହ କୌଣସି ଆନୁଷ୍ଠାନିକ…
ରାଶିଫଳ: ଶନିବାର, ଜୁନ ୮ ତାରିଖ – Daily Horoscope
ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ପୂର୍ବ କଳହ, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗରେ ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ । ମନ ଭିତରେ ଦୁଃଖ ଭରି ରହିଥିଲେ ମଧ୍ୟ…
ରାଶିଫଳ: ଶୁକ୍ରବାର, ଜୁନ ୭ ତାରିଖ – Daily Horoscope
ମେଷ ଆଜି କେନ୍ଦ୍ରସ୍ଥ ସ୍ବଗୃହୀ ଚନ୍ଦ୍ର ଶୁଭଫଳସ୍ବରୂପ କର୍ମକ୍ଷେତ୍ରର ଜଟିଳତାକୁ ସରଳୀକରଣ କରିବାରେ ସାହାଯ୍ୟ କରିବେ ା ସାମୟିକ ଭାବପ୍ରବଣତା କାରଣରୁ ଜମିଜମା, ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା କାର୍ଯ୍ୟକ୍ଷେତ୍ରର ବିଫଳତାକୁ ଚିନ୍ତିତ ଅଫିସିଆଲି କାମ ଚାପରେ ନିଜକୁ ଆଡଜଷ୍ଟ…
ରାଶିଫଳ: ଗୁରୁବାର, ଜୁନ ୬ ତାରିଖ – Daily Horoscope
ମେଷ ଆଜି ପୁନର୍ବସୁ ନକ୍ଷତ୍ରସ୍ଥ ଚନ୍ଦ୍ର କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ସକାଶେ କିଛିଟା ବ୍ୟତିକ୍ରମ ମଧ୍ୟ ପରିଲକ୍ଷିତ ହୋଇପାରେ। ସବୁ କିଛି ଭଲ ମଧ୍ୟରେ ଖର୍ଚ୍ଚ ପରିମାଣ ବୃଦ୍ଧି, ଦୂରଯାତ୍ରା ଓ ସ୍ଥାନାନ୍ତରର ସୂଚନାରୁ ସାମୟିକ ଚିନ୍ତିତ ରହିପାରନ୍ତି।…
ରାଶିଫଳ: ବୁଧବାର, ଜୁନ୍ ୫ ତାରିଖ – Daily Horoscope
ମେଷ ଆଜିର ଚନ୍ଦ୍ର ତିନୋଟିଗ୍ରହ ମଧ୍ୟରେ ଭାଗ୍ୟସ୍ଥାନକୁ ଅବଲୋକନ କରି ନୂଆ ନୂଆ କାମର ରୂପରେଖ ପ୍ରସ୍ତୁତ କରାଇପାରନ୍ତି। ଦୀର୍ଘଦିନରୁ ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। କଳା, ସାହିତ୍ୟ, ସଙ୍ଗୀତ, ବୃତ୍ତି, ବାଣିଜ୍ୟ…

