ରାଶିଫଳ: ସୋମବାର, ଜୁନ୍ ୧୬ ତାରିଖ – Daily Horoscope
ମେଷ ଆଜି ବନ୍ଧୁଙ୍କ ପ୍ରେରଣାରେ ଉଦ୍ବୁଦ୍ଧ ହୋଇ ନୂତନ ଉତ୍ସାହର ସହ କର୍ମକ୍ଷେତ୍ରରେ ଅଗ୍ରସର ହେବେ। ଧନାଧିପ ରାଶିସ୍ଥ ହେତୁ ଦିନ ଭିତରେ ଯାହାକୁ ଯାହା କହିଲେ କଥା ରହିବ ଓ ଆର୍ଥିକ ସଙ୍କଟ ଦୂର ହେବ। ଶିଳ୍ପ, ବ୍ୟବସାୟ, ପରିବହନ…
ରାଶିଫଳ: ରବିବାର, ଜୁନ୍ ୧୫ ତାରିଖ – Daily Horoscope
ମେଷ ଆଜି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ଉଚ୍ଚ ସମ୍ମାନ ଏବଂ ବନ୍ଧୁଙ୍କ ଆତିଥ୍ୟଯୋଗ ରହିଛି। ସହକର୍ମୀଙ୍କ ସୌହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା ପ୍ରଣୟନ କରିପାରନ୍ତି। ବ୍ୟବସାୟ ଓ ପରିବହନରେ ଶିଥିଳତା ଦେଖାଦେବା କାରଣରୁ ଚିନ୍ତିତ ରହିପାରନ୍ତି। ପାରିବାରିକ କ୍ଷେତ୍ରରେ ବୁଝାମଣାର ଅଭାବ…
ରାଶିଫଳ: ଶନିବାର, ଜୁନ୍ ୧୪ ତାରିଖ – Daily Horoscope
ମେଷ ଆଜି ଦ୍ୱିଜା ନକ୍ଷତ୍ର ନିକଟସ୍ଥ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ଲାଭକରି ଉପକୃତ ହେବେ। ଅଟକି ରହିଥିବା କାର୍ଯ୍ୟ ତ୍ୱରାନ୍ବିତ କରିବେ। ପାରିବାରିକ ସ୍ତରରେ ଭାବପ୍ରବଣତା ପରିହାର ନ କଲେ ଦୁଶ୍ଚିନ୍ତାକୁ ଆମନ୍ତ୍ରଣ କରିବେ। ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ସାଙ୍ଗକୁ…
ରାଶିଫଳ: ଶୁକ୍ରବାର, ଜୁନ୍ ୧୩ ତାରିଖ – Daily Horoscope
ମେଷ ଆଜି ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କୌଣସି କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିପାରେ। ଈର୍ଷା ପରାୟଣ ବ୍ୟକ୍ତିଙ୍କର କଟୁକ୍ତି ମନକୁ ବାଧିପାରେ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ। କର୍ମକ୍ଷେତ୍ର, ବାଣିଜ୍ୟ, ବ୍ୟବସାୟ ଓ ଯାତ୍ରା କ୍ଷେତ୍ରରେ…
ରାଶିଫଳ: ଗୁରୁବାର, ଜୁନ୍ ୧୨ ତାରିଖ – Daily Horoscope
ମେଷ ଆଜି କୌଣସି ପରିସ୍ଥିତିରେ ମଧ୍ୟ ନିଜକୁ ଆଡଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ। ଯଦିଓ ବିଶେଷ କିଛି ସମସ୍ୟା ନାହିଁ , ତଥାପି ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିବେ। କୃଷି, ବାଣିଜ୍ୟ ବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ…
ରାଶିଫଳ: ବୁଧବାର, ଜୁନ୍ ୧୧ ତାରିଖ – Daily Horoscope
ମେଷ ଆଜି ଶୁକ୍ରଙ୍କ ସୁପ୍ରଭାବରେ ଆବଶ୍ୟକତା ପୂରଣ ସହ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ। ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ନିଜ ସ୍ବାର୍ଥହାନି ଆଶଙ୍କାରେ ଆତ୍ମୀୟମାନେ ଦୂରେଇ ଯାଇପାରନ୍ତି। ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ବୁଦ୍ଧିଜୀବୀଙ୍କ…
ରାଶିଫଳ: ମଙ୍ଗଳବାର , ଜୁନ୍ ୧୦ ତାରିଖ – Daily Horoscope
ମେଷ ଆଜି ଅଷ୍ଟମ ଚନ୍ଦ୍ର ଯୋଗୁ ଅର୍ଥ ସମ୍ପର୍କିତ ଚିନ୍ତା, ବିଳାସବ୍ୟସନ ଦିଗରେ ମନ ନିମଜ୍ଜିତ ରହିପାରେ। ରାହୁ ଦୃଷ୍ଟ ମଙ୍ଗଳ ଭ୍ରାତୃ, ପଡ଼ୋଶୀ କିମ୍ବା ସମ୍ପର୍କୀୟଙ୍କ ସହ ବିବାଦ ବୃଦ୍ଧି କରିବ। ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିତର୍କ…
ରାଶିଫଳ: ସୋମବାର, ଜୁନ୍ ୯ ତାରିଖ – Daily Horoscope
ମେଷ ଆଜି ରାଶିରେ ଶୁକ୍ର ରହିଥିବା ଯୋଗୁ ଶ୍ରୁତିମଧୁର ବାକ୍ୟାଳାପରେ ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନି ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ କୌଣସି ଆନୁଷ୍ଠାନିକ କାମ ସକାଶେ ତତ୍ପରତା ବୃଦ୍ଧି ପାଇବ। ବାଣିଜ୍ୟ,…
ରାଶିଫଳ: ରବିବାର, ଜୁନ୍ ୮ ତାରିଖ – Daily Horoscope
ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା ଏବଂ ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଅଭବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗରେ ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ମନ ଭିତରେ ଦୁଃଖ ଭରି ରହିଥିଲେ ମଧ୍ୟ ପାରିବାରିକ ସ୍ତରରେ…
ରାଶିଫଳ: ଶନିବାର , ଜୁନ୍ ୭ ତାରିଖ – Daily Horoscope
ମେଷ ଆଜି କେନ୍ଦ୍ରସ୍ଥ ଚନ୍ଦ୍ର ଶୁଭଫଳସ୍ବରୂପ କର୍ମକ୍ଷେତ୍ରର ଜଟିଳତାକୁ ସରଳୀକରଣ କରିବାରେ ସାହାଯ୍ୟ କରିବେ। ଭାବପ୍ରବଣତାରୁ ଜମିଜମା, ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା କାର୍ଯ୍ୟକ୍ଷେତ୍ରର ବିଫଳତାକୁ ନେଇ ଚିନ୍ତିତ ରହିପାରନ୍ତି। ପାରିବାରିକ ସ୍ଥିତି,ପରିବହନ, ନିର୍ମାଣ, କାରିଗରି ବିଦ୍ୟା, ଯାନ୍ତ୍ରିକ ଜିନିଷର…
ରାଶିଫଳ: ଶୁକ୍ରବାର, ଜୁନ୍ ୬ ତାରିଖ – Daily Horoscope
ମେଷ ଆଜି କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ସକାଶେ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଖର୍ଚ୍ଚ ପରିମାଣ ବୃଦ୍ଧି, ଦୂରଯାତ୍ରା ଓ ସ୍ଥାନାନ୍ତରର ସୂଚନାରୁ ସାମୟିକ ଚିନ୍ତିତ ରହିପାରନ୍ତି। ପାରିବାରିକ କ୍ଷେତ୍ରରେ ଭୁଲ୍ ବୁଝାମଣା କାରଣରୁ ମାନସିକ ସ୍ଥିତି ହଠାତ୍ ବଦଳି…
ରାଶିଫଳ: ଗୁରୁବାର, ଜୁନ୍ ୫ ତାରିଖ – Daily Horoscope
ମେଷ ଆଜିର ଚନ୍ଦ୍ର କର୍ମାଧିପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ କାମର ରୂପରେଖ ପ୍ରସ୍ତୁତ କରାଇପାରନ୍ତି। ଦୀର୍ଘଦିନରୁ ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। ସାହିତ୍ୟ, ସଙ୍ଗୀତ, ବୃତ୍ତି, ବାଣିଜ୍ୟ, ଯାତ୍ରା ପାଇଁ ଅସୁବିଧା ହେବନାହିଁ।…
Archives


