Rasifala

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୦ ତାରିଖ – Daily Horoscope

ମେଷ ରବିଙ୍କ ଦୁର୍ବଳତା କାରଣରୁ ପିଲାଙ୍କ ଶିକ୍ଷା ସମ୍ପର୍କୀୟ ସମସ୍ୟା, ଅମୀମାଂସିତ ଆଲୋଚନା ଏବଂ ସମ୍ପର୍କହାନି ହେତୁ ଚିନ୍ତିତ ରହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ଅଟକି ରହିଥିବା କାମକୁ ପୂରା ଦମ୍‍ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ବନ୍ଧୁଙ୍କ ଗହଣରେ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଦୀର୍ଘଦିନର ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ଆନୁଷଙ୍ଗିକ ସାହାଯ୍ୟରୁ ନିର୍ମାଣାଧୀନ କାମର ପ୍ରତିବନ୍ଧକ ଦୂର ହେବ। ଶୁକ୍ରଙ୍କ ପ୍ରଭାବରୁ ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। କର୍ମକ୍ଷେତ୍ରରେ କେତେକାଂଶରେ ସାଧାରଣ ଘଟଣାରେ ମନସ୍ତାପ…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗିରହିବାରୁ କାର୍ଯ୍ୟହାସଲ ସକାଶେ ବିବ୍ରତ ହେବେ। ପାରସ୍ପରିକ ଉତ୍ତମ ବୁଝାମଣାଜନିତ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଆନୁଷ୍ଠାନିକ କାମରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ। ନିର୍ଦ୍ଦିଷ୍ଟ କାମ ସକାଶେ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ସକାଳୁ କର୍ମାରମ୍ଭ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। ଦ୍ୱିଜା ନକ୍ଷତ୍ର ସକାଶେ ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁ ମିଳନ ପାଇଁ ଶୁଭ ହେବ। ସହକର୍ମୀଙ୍କ ସହ ମତାନ୍ତର କିମ୍ବା ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ରହିଛି। ଆତ୍ମୀୟମାନେ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ତୃତୀୟସ୍ଥ ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଅବଶ୍ୟମ୍ଭାବୀ। ପିଲାଙ୍କ ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବା ସହ ବିଶିଷ୍ଟ ବ୍ୟକ୍ତିଙ୍କ ସହଯୋଗ ଲାଭକରିବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ନେବାର ଯୋଜନା କାର୍ଯ୍ୟକାରୀ ହେବ। ତର୍କବିତର୍କକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ସାମାଜିକ ସ୍ତରରେ ସାଂସ୍କୃତିକ କିମ୍ବା ଆନୁଷ୍ଠାନିକ କର୍ମ ସମ୍ପାଦନରେ ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତି। କଚେରି ମାମଲାରେ ପ୍ରତିପକ୍ଷ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବେ।…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରାରେ ସଫଳତା ସାଙ୍ଗକୁ ପ୍ରତିଯୋଗିତାମୂଳକ କାର୍ଯ୍ୟ ଓ ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ଦୂରହେବ। ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇ କାମରେ ଲାଗିପାରନ୍ତି। ଆକସ୍ମିକ ସମସ୍ୟା ଉପୁଜିବାରୁ…

ରାଶିଫଳ: ଶନିବାର , ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବା ଲାଗି ନିଷ୍ପତ୍ତି ନେବେ। ଅବହେଳାରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଆଶା କରିଥିବା ଦିଗରୁ ଅର୍ଥ ପାଇବାରେ କୌଣସି ଅସୁବିଧା ହେବନାହିଁ। ପ୍ରଶାସନ, ଆଇନ ଅଦାଲତ,…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ପରୋକ୍ଷ ଶତ୍ରୁତାରୁ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ଅନୁତାପ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ହେତୁ…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କର୍ମାରମ୍ଭ, ଯାତ୍ରା, ବାଣିଜ୍ୟ, ଶେୟାର ବଜାର, ପାଇଁ ଅନୁକୂଳ ରହିବ। ସାଧାରଣ ବ୍ୟତିକ୍ରମକୁ ବାଦ୍‌ ଦେଲେ ପାରିବାରିକ ଓ ପାରିପାର୍ଶ୍ୱିକ ପରିସ୍ଥିତି ଉନ୍ନତ ହେବ। ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେଇପାରନ୍ତି।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପରୋକ୍ଷ ଶତ୍ରୁତା କରୁଥିବା ଲୋକଙ୍କଠାରୁ ଦୂରେଇ ରହିବା ଭଲ। ଆପଣଙ୍କ କାର୍ଯ୍ୟ ସକାଶେ କୌଣସି ବନ୍ଧୁ ସାହାଯ୍ୟ କରିବାକୁ ଆଗେଇ ଆସିବେ। କୃତି ଓ କୃତିତ୍ୱ ସକାଶେ ସନ୍ତାନଙ୍କ ଖୁସୀରେ ଖୁସୀ ହୋଇପାରନ୍ତି। ବାହାରେ ଦୀର୍ଘସମୟ କଟାଇବାକୁ କେନ୍ଦ୍ରକରି…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୯ ତାରିଖ – Daily Horoscope

ମେଷ କେନ୍ଦ୍ରସ୍ଥ ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ଭୋଗବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ। ଗୃହ, ଭୂମି, ଗାଡ଼ି, ମୋଟର କିଣାବିକାକୁ କେନ୍ଦ୍ରକରି କଳହ ପରିସ୍ଥିତି ସୃଷ୍ଟି ହୋଇପାରେ। ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri