Rasifala

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ଲାଗି ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ଶାରୀରିକ ଏବଂ ମାନସିକ ସ୍ବାସ୍ଥ୍ୟରେ ଉନ୍ନତି…

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ ବିରୋଧୀ ହୋଇପାରନ୍ତି। ଆଜି ହିଁ ସମ୍ପନ୍ନ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ବାଣିଜ୍ୟ…

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଆନୁଷ୍ଠାନିକ କାମ, ସଭାସମିତି, ବାଣିଜ୍ୟ ଓ ପରିବହନ ଯଥାରୀତି ଚାଲୁ ରହିବ। ସମ୍ପର୍କୀୟଙ୍କ ସାହାଯ୍ୟ,…

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ମାନସିକ ସୁସ୍ଥତାକୁ ପରିପୁଷ୍ଟ କରିବ। ଥଣ୍ଡାଜନିତ ପୀଡ଼ାନୁଭବ ସାଙ୍ଗକୁ ଧୈର୍ଯ୍ୟହରା, ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ…

ରାଶିଫଳ: ସୋମବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ପାରିବାରିକ ସମସ୍ୟାର ଅନ୍ତ ଘଟାଇବ। ବିବାଦର ସମାଧାନ ସଙ୍ଗକୁ ଋଣ ପରିଶୋଧ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା, ତଥା…

ରାଶିଫଳ: ରବିବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ ଆଲୋଚନା ପରିସରରେ ବନ୍ଧୁଙ୍କ ବିରୋଧାଭାଷ ରହିଲେ ମଧ୍ୟ ଗଠନମୂଳକ ପରାମର୍ଶ ଅବଶ୍ୟ ପାଇବେ। ଗତକାଲିର ବାକି କାମଗୁଡ଼ିକୁ ଆଜି ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ। କୃତ୍ତିକା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ହେବାରୁ ଆଶ୍ୱସ୍ତି ଲଭିବେ। କଚେରି ମାମଲାର ସମାଧାନ…

ରାଶିଫଳ: ଶନିବାର, ନଭେମ୍ବର ୨୯ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି, ସ୍ବାସ୍ଥ୍ୟ, ପରିବାର ,ବନ୍ଧୁସମ୍ପର୍କ କ୍ଷେତ୍ରରେ ପ୍ରତିକୂଳ ପ୍ରଭାବ ପକାଇବ। ପାରିବାରିକ ଅସ୍ଥିରତା, ଦୈହିକ ଓ ମାନସିକ ଅସୁସ୍ଥତା ଅନୁଭବ କରିପାରନ୍ତି। ବୃହସ୍ପତିଙ୍କ ଶୁଭଦୃଷ୍ଟି କର୍ମକ୍ଷେତ୍ରକୁ ଶୃଙ୍ଖଳିତ ରଖିବାରେ ସାହାଯ୍ୟ କରିବ। ତଥାପି ଆତ୍ମୀୟ କିମ୍ବା ସହକର୍ମୀଙ୍କ ମିଥ୍ୟା…

ରାଶିଫଳ: ଶୁକ୍ରବାର, ନଭେମ୍ବର ୨୮ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ଭଲ ସମ୍ପର୍କ ରହିଥିବା ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ। ସନ୍ତାନଙ୍କ ସ୍ବାସ୍ଥ୍ୟ କିମ୍ବା ଶିକ୍ଷା କ୍ଷେତ୍ରରେ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ। ଶୁକ୍ରଙ୍କ ପ୍ରଭାବରେ ମନୋରଞ୍ଜନ ସକାଶେ ଅନୁକୂଳ ପରିବେଶ ପାଇବେ।…

ରାଶିଫଳ: ଗୁରୁବାର, ନଭେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ବନ୍ଧୁକାରକ ବୁଧ ସପ୍ତମଭାବରେ ରହିଥିବାରୁ ଯେଉଁମାନେ ପାଖ ମାଡୁ ନ ଥିଲେ ସେହିମାନେ ମିଶିବା ପାଇଁ ଆଗେଇ ଆସିବେ। ସ୍ବାସ୍ଥ୍ୟରେ ଉନ୍ନତି ସାଙ୍ଗକୁ ସ୍ନାୟବିକ ଦୁର୍ବଳତା ଦୂର ହେବ। ପୁରୁଣା କଥାକୁ ନେଇ ସହକର୍ମୀଙ୍କ ସହ ମନୋମାଳିନ୍ୟ ହୋଇପାରେ।…

ରାଶିଫଳ: ବୁଧବାର, ନଭେମ୍ବର ୨୬ ତାରିଖ – Daily Horoscope

ମେଷ ଆଜି ସ୍ୱାସ୍ଥ୍ୟରେ ସାମ୍ୟତା, କର୍ମକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଏବଂ ପରିବାରରେ ଶାନ୍ତି ଯୋଗୁ ଖୁସି ଅନୁଭବ କରିପାରନ୍ତି। କିନ୍ତୁ କୃତ୍ତିକା ନକ୍ଷତ୍ରର ସନ୍ତାନଙ୍କ ସମସ୍ୟା, ଶିକ୍ଷାରେ ପ୍ରତିବନ୍ଧକ, ଆଲୋଚନାରେ ବିଫଳତା ଯୋଗୁ ମାନସିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ଋଣ ପରିଶୋଧ…

ରାଶିଫଳ: ରବିବାର, ନଭେମ୍ବର ୨୩ ତାରିଖ – Daily Horoscope

ମେଷ ପରିବାରରେ ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ କର୍ମଜଞ୍ଜାଳ ମଧ୍ୟରେ ଚିନ୍ତା କରିବାକୁ ଅବସର ମିଳିବ ନାହିଁ। ପାରିବାରିକ ସମସ୍ୟା ସମାଧାନରେ ପଡ଼ୋଶୀଙ୍କ ଅବଦାନକୁ ଅସ୍ବୀକାର କରିପାରିବେ ନାହିଁ। ରଚନାତ୍ମକ କାମରୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ସନ୍ତାନଙ୍କ ସ୍ବାସ୍ଥ୍ୟ ସମସ୍ୟା…

ରାଶିଫଳ: ଶନିବାର , ନଭେମ୍ବର ୨୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପରିସ୍ଥିତିରେ ପରିବର୍ତ୍ତନ ହେବାର ସୂଚନା ପାଇପାରିବେ ନାହିଁ। ଉପସ୍ଥିତ ବୁଦ୍ଧି ଓ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବାକୁ ପାରସ୍ପରିକ ସହଯୋଗ ରହିବ। ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?