ରାଶିଫଳ: ଶନିବାର, ଫେବୃଆରୀ ୧୫ ତାରିଖ – Daily Horoscope
ମେଷ ଆଜି ବନ୍ଧୁଙ୍କ କାମରେ ନିଜକୁ ନିୟୋଜିତ କରିପାରନ୍ତି। ଯାତ୍ରା ସମୟରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସନୀୟ କାମ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ସାମାନ୍ୟ ଯୁକ୍ତିତର୍କ କାରଣରୁ ସାମୟିକ ଅଶାନ୍ତ...
ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୪ ତାରିଖ – Daily Horoscope
ମେଷ ଆଜି ୩ ଗ୍ରହଙ୍କ ଦୃଷ୍ଟିରେ ଚନ୍ଦ୍ର ବିଭିନ୍ନ ପ୍ରକାର ଚିନ୍ତାରେ ଉଦ୍ବିଗ୍ନ ରହିବେ। ଘରର କେତେକ ଅକୁହା କଥାକୁ ଆଲୋଚନାକରି ମନରେ ଆଲୋଡ଼ନ ସୃଷ୍ଟି ହେବ। ଅବଶ୍ୟ ଧନ ସ୍ଥାନସ୍ଥ ବୃହସ୍ପତିଙ୍କ ପ୍ରଭାବରୁ ଅଭାବ ଅନଟନ ରହିବ ନାହିଁ।...
ରାଶିଫଳ: ଗୁରୁବାର, ଫେବୃଆରୀ ୧୩ ତାରିଖ – Daily Horoscope
ମେଷ ଆଜି ସାମଗ୍ରିକ କ୍ଷେତ୍ରରେ ଶୁଭଫଳ ଲାଭକରି ଆନନ୍ଦ ଅନୁଭବ କରିବେ। ବନ୍ଧୁଙ୍କ ପରାମର୍ଶରେ କୌଣସି ନୂତନ କର୍ମାରମ୍ଭ କରିପାରନ୍ତି। ଅବଶ୍ୟ ଅସମର୍ଥିତ ସୂତ୍ରରୁ କୌଣସି ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ସମସ୍ୟାକୁ ସୁଧାରି ନେବାରେ...
ରାଶିଫଳ: ବୁଧବାର, ଫେବୃଆରୀ ୧୨ ତାରିଖ – Daily Horoscope
ମେଷ ଆଜି ସନ୍ତାନଙ୍କ ସକାଶେ କୌଣସି ସମ୍ପର୍କକୁ କେନ୍ଦ୍ରକରି ମାନସିକ ଅସ୍ଥିରତା ସୃଷ୍ଟି ହେବ। କର୍ମ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। କୃତ୍ତିକା ନକ୍ଷତ୍ରର ଅର୍ଥ ଲାଭ, ଶାରୀରିକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁ ମନ ଖୁସି...
ରାଶିଫଳ: ମଙ୍ଗଳବାର , ଫେବୃଆରୀ ୧୧ ତାରିଖ – Daily Horoscope
ମେଷ ଆଜି ଅନୁକୂଳ ଗ୍ରହ ସ୍ଥିତିରୁ ପ୍ରତ୍ୟେକ ଦିଗରୁ ମନ ଖୁସି ରହିବ ଏବଂ ସ୍ଥଗିତ କାମ ପୂରା ଦମ୍ରେ କରିବା ପାଇଁ ନିଷ୍ପତ୍ତି ନେବେ । ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ। କଳ କାରଖାନା, ଜଳଜାତ ଦ୍ରବ୍ୟ, ତୈଳ କିମ୍ବା...
ରାଶିଫଳ: ସୋମବାର, ଫେବୃଆରୀ ୧୦ ତାରିଖ – Daily Horoscope
ମେଷ ଆଜି ଦ୍ୱିଜା ନକ୍ଷତ୍ର ପୂର୍ବ ଆଲୋଚନା କ୍ରମେ ବନ୍ଧୁଙ୍କ ସହ ଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ କରିବା ସକାଶେ ଚିନ୍ତା କରିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତାଦି କ୍ଷେତ୍ରରେ ସଫଳତା...
ରାଶିଫଳ: ରବିବାର, ଫେବୃଆରୀ ୯ ତାରିଖ – Daily Horoscope
ମେଷ ଆଜିର କର୍ମକ୍ଷେତ୍ରରେ ବନ୍ଧୁଙ୍କ ଦ୍ୱାରା ବହୁ ଚର୍ଚ୍ଚିତ ହେବେ। ମାନସିକ ଅସ୍ଥିରତା ଲାଗି ରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ ଅଟକିବ ନାହିଁ। ଆଲୋଚନା ପରିସରରେ ନିଜ ସୀମା ଭିତରେ ନ ରହିଲେ...
ରାଶିଫଳ: ଶନିବାର, ଫେବୃଆରୀ ୮ ତାରିଖ – Daily Horoscope
ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହୋଇପାରନ୍ତି। ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିବେ। ଆବଶ୍ୟକତା ପୂରଣ ସକାଶେ କରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। କୃତ୍ତିକା ନକ୍ଷତ୍ରରେ ଭ୍ରମଣ ଜନିତ...
ରାଶିଫଳ: ଶୁକ୍ରବାର, ଫେବୃଆରୀ ୭ ତାରିଖ – Daily Horoscope
ମେଷ ଆଜି ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ଯାହା ଭାବୁଥିଲେ ତାହା ସୁବିଧାରେ ହୋଇଯିବ। ଯାତ୍ରା, ଆଲୋଚନା ତଥା ବ୍ୟବସାୟ, ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଏବଂ ସରକାରୀ ସାହାଯ୍ୟ ପାଇପାରନ୍ତି। ସାମାଜିକ ସ୍ତରରେ...
ରାଶିଫଳ: ଗୁରୁବାର, ଫେବୃଆରୀ ୬ ତାରିଖ – Daily Horoscope
ମେଷ ଆଜି ବନ୍ଧୁ ସମ୍ପର୍କ ମଧ୍ୟରେ ବୈବାହିକ ସମ୍ବନ୍ଧ କିମ୍ବା ବ୍ୟବସାୟିକ ଅଂଶୀଦାର ସମ୍ପର୍କିତ ଆଲୋଚନା କରିପାରନ୍ତି। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଲାଗିପାରେ। ଅସୁସ୍ଥତାବଶତଃ କେତେକ ଅତ୍ୟାବଶ୍ୟକ କାମ ଅଟକିଯାଇପାରେ। ସାହିତ୍ୟ, ସଂସ୍କୃତି, କଳା, କ୍ରୀଡ଼ା ଏବଂ ମନୋରଞ୍ଜନ...
ରାଶିଫଳ: ବୁଧବାର, ଫେବୃଆରୀ ୫ ତାରିଖ – Daily Horoscope
ମେଷ ଆଜି ଦିନଟିରେ ଅର୍ଥଲାଭ ସହ କିଛି ପୁରୁଣା କଥା ଓ ନୂଆ କାମକୁ ନେଇ ବ୍ୟସ୍ତ ରହିବେ। ପ୍ରତ୍ୟେକ ସ୍ତରରେ ଆମତ୍ୀୟଙ୍କ ପ୍ରତି ସହାନୁଭୂତି ପ୍ରଦର୍ଶନ କରି ଚର୍ଚ୍ଚିତ ହେବେ। ଧର୍ମକାର୍ଯ୍ୟ, ସଭାସମିତି, ରାଜନୀତି, ପ୍ରଶାସନ, ସାମ୍ବାଦିକତା ତଥା...
ରାଶିଫଳ: ମଙ୍ଗଳବାର, ଫେବୃଆରୀ ୪ ତାରିଖ – Daily Horoscope
ମେଷ ଆଜି ପଡ଼ୋଶୀଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ହିଁ ଚିନ୍ତାର କାରଣ ହୋଇପାରେ। ସମସ୍ୟାକୁ ସୁଧାରି ନେବା ସକାଶେ ପ୍ରଯନତ୍କଲେ ସଫଳତା ମିଳିବ। କର୍ମକ୍ଷେତ୍ରର ଅସଜଡ଼ା ପରିସ୍ଥିତି ଆପଣଙ୍କୁ ଅତ୍ୟଧିକ ଦାୟିତ୍ୱ ନେବାକୁ ବାଧ୍ୟକରିବ। ପରିବାର ମଧ୍ୟରେ ପିଲାଙ୍କ...
Archives


