Rasifala

ରାଶିଫଳ: ଶୁକ୍ରବାର , ନଭେମ୍ବର ୨୧ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ଅବସ୍ଥାନ କାରଣରୁ ଆପଣଙ୍କ ଉନ୍ନତ ଚିନ୍ତାଧାରା କାର୍ଯ୍ୟକ୍ଷେତ୍ରରେ ସାହାଯ୍ୟ କରିବ। ବ୍ୟୟାଧିପ ହେତୁ ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ କଳୁଷିତ କରିଦେବ। ରଚନାମତ୍କ କାମ, ଆନୁଷ୍ଠାନିକ କାମ, ବନ୍ଧୁଙ୍କ ସହ ଆଲୋଚନାରୁ ଆଶ୍ୱସ୍ତି…

ରାଶିଫଳ: ଗୁରୁବାର, ନଭେମ୍ବର ୨୦ ତାରିଖ – Daily Horoscope

ମେଷ ପାପଗ୍ରହ ଶନି ଓ ରାହୁଙ୍କ ପ୍ରଭାବରେ ଦୈନନ୍ଦିନ ଜୀବନରେ ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିବେ। ପରସ୍ପର ପଡୁ ନ ଥିବା ପୁଅ ବୋହୂଙ୍କ କଥା ମନକୁ ଆନ୍ଦୋଳିତ କରିପାରେ। ବନ୍ଧୁଙ୍କୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି ସମସ୍ୟା ଦେଖାଦେବ। ଉଚ୍ଚ…

ରାଶିଫଳ: ବୁଧବାର, ନଭେମ୍ବର ୧୯ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ମୀନ ରାଶିସ୍ଥ ଶନି ହେତୁ ସତ୍‌କର୍ମରେ ଅର୍ଥର ବିନିଯୋଗ କରାଇବ। ସ୍ଥଗିତ ରହିଯାଇଥିବା କାମ ହାସଲର ଅନୁକୂଳ ସୂଚନା ପାଇ ମନ ହାଲୁକା ରହିପାରେ। ପାରିବାରିକ ସମସ୍ୟା ସମାଧାନ ଖୁସିକୁ ଦ୍ୱିଗୁଣିତ କରିବ। ଶତ୍ରୁମାନେ ଅସୁବିଧାରେ…

ରାଶିଫଳ: ମଙ୍ଗଳବାର, ନଭେମ୍ବର ୧୮ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବ। ଆକସ୍ମିକ ଭାବେ ଜଣେ ବନ୍ଧୁ ଆସିବେ, କିନ୍ତୁ ଫେରିବା ସମୟକୁ ମନଦୁଃଖକରି ବହୁ ଅନୁରୋଧପୂର୍ଣ୍ଣ କଥା କହି ବିଦାୟ ନେଇପାରନ୍ତି। ଶାରୀରିକ କ୍ଲାନ୍ତି ଓ ଅବସାଦ…

ରାଶିଫଳ: ସୋମବାର, ନଭେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଆର୍ଥିକ ଉନ୍ନତି ଓ ସାମାଜିକ ସମ୍ମାନ ମାନସିକ ଶାନ୍ତି ଦେଇପାରିବ ନାହିଁ। ଅଭ୍ୟନ୍ତରରେ କୁହୁଳୁଥିବା ଅଶାନ୍ତିର ଜ୍ୱାଳା ଆପଣଙ୍କୁ ଅତିଷ୍ଠ କରାଇବ। ଦ୍ୱିଜା ନକ୍ଷତ୍ର ଗତ କିଛିଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ପାଇଯିବେ। ଶିଳ୍ପ,…

ରାଶିଫଳ: ରବିବାର, ନଭେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ଶନି ଦୃଷ୍ଟ ଚନ୍ଦ୍ରଙ୍କ ଯୋଗୁ ମାନସିକ ସ୍ତରରେ ଶିଥିଳତା ଅନୁଭବ କରିବେ। ବନ୍ଧୁଙ୍କ ସହାୟତାରେ ଅର୍ଥ, ଜମିଜମା, ବିଦ୍ୟୁତ୍‌ ଉପକରଣାଦି ଲାଭର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥତିର ସାମନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି…

ରାଶିଫଳ: ଶନିବାର, ନଭେମ୍ବର ୧୫ ତାରିଖ – Daily Horoscope

ମେଷ ସହକର୍ମୀଙ୍କ ସାହାଯ୍ୟ ବେଶ୍‍ ମଜଭୁତ ରହିବା କାରଣରୁ ଉତ୍ସାହର ସହ କାମ କରିବେ। ସାଧାରଣ ଘଟଣାକୁ କେନ୍ଦ୍ରକରି ବନ୍ଧୁ ଓ ପରିବାର କ୍ଷେତ୍ରରେ ସାମାନ୍ୟ ତିକ୍ତତା ସୃଷ୍ଟି ହେବ। ସଭାସମିତିରେ, ସାହିତ୍ୟ ଓ ଗବେଷଣା କାର୍ଯ୍ୟରୁ ପ୍ରଶଂସିତ ହେବେ। କାମକୁ…

ରାଶିଫଳ: ଶୁକ୍ରବାର, ନଭେମ୍ବର ୧୪ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ରହିବ। ବୃହସ୍ପତିଙ୍କ ଉଚ୍ଚାବସ୍ଥାନ ଦୃଷ୍ଟିକୋଣରୁ ସାମାଜିକ ସ୍ତରରେ ପ୍ରତିଷ୍ଠାଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମ ଜନିତ କାରଣରୁ ଶାରୀରିକ…

ରାଶିଫଳ: ଗୁରୁବାର, ନଭେମ୍ବର ୧୩ ତାରିଖ – Daily Horoscope

ମେଷ ଦ୍ୱିଜା ନକ୍ଷତ୍ରର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିବା ସାଙ୍ଗକୁ ଲକ୍ଷ୍ୟ ହାସଲ ଦିଗରେ ଅଗ୍ରସର ହୋଇପାରନ୍ତି। ଅବୁଝା ବନ୍ଧୁଙ୍କୁ ମନ ବୁଝତ୍ଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାମାନ୍ୟ ସମସ୍ୟାର ସମ୍ମୁଖୀନ…

ରାଶିଫଳ: ବୁଧବାର, ନଭେମ୍ବର ୧୨ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିବ କିନ୍ତୁ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଗୃହ ସମସ୍ୟା, ଭୂମି, ଗାଡ଼ି ମୋଟର ସମ୍ପର୍କିତ ପ୍ରତିବନ୍ଧକ ଲାଗି ରହିବ। ବନ୍ଧୁବାନ୍ଧବ, ସହକର୍ମୀ, ଧାରକରଜ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହ…

ରାଶିଫଳ: ସୋମବାର, ନଭେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ସାମାଜିକ ସ୍ତରରେ ଆଦରଣୀୟ ହେବେ ଓ ଲୋକସମ୍ପର୍କ ବଢ଼ିବ। ସଭାସମିତିରେ ବନ୍ଧୁଙ୍କ ସ୍ମୃତିଚାରଣ, ଆନୁଷ୍ଠାନିକ କର୍ମାରମ୍ଭ ସକାଶେ ଉତ୍ସାହିତ ରହିବେ। ପାରିବାରିକ କ୍ଷେତ୍ର, ପରିବହନ ଏବଂ ଯୋଗାଯୋଗରୁ ବ୍ୟତିକ୍ରମର ସାମ୍ନା କରିବେ। ଅର୍ଥ ସଙ୍କଟ…

ରାଶିଫଳ: ସୋମବାର, ନଭେମ୍ବର ୧୦ ତାରିଖ – Daily Horoscope

ମେଷ ପରିସ୍ଥିତିବଶତଃ ଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ। ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ ତଥା ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେବ। ବିଗତ ଦିନର ସମସ୍ୟା ସମାଧାନ ସକାଶେ ବିଭିନ୍ନ ଚିନ୍ତା ମନକୁ ଆନ୍ଦୋଳିତ କରିବ। ଖଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?