ରାଶିଫଳ: ଗୁରୁବାର, ଏପ୍ରିଲ୍ ୧୭ ତାରିଖ – Daily Horoscope
ମେଷ ଆଜି ଅଷ୍ଟମ ଚନ୍ଦ୍ର ହେତୁ ମନ ଅନୁଯାୟୀ କୌଣସି କାମ ସମ୍ପନ୍ନ କରିବା କଷ୍ଟକର ହୋଇପାରେ। ବକେୟା ଅର୍ଥପ୍ରାପ୍ତିକୁ କେନ୍ଦ୍ର କରି ବିବାଦର ଅବସାନ ଘଟିବାର ସୂଚନା ରହିଛି। ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ।…
ରାଶିଫଳ: ବୁଧବାର, ଏପ୍ରିଲ୍ ୧୬ ତାରିଖ – Daily Horoscope
ମେଷ ଆଜି କର୍ମଦିଗଟି ଭଲ ରହିଲେ ମଧ୍ୟ ପରିଚାଳନା ସମସ୍ୟାରେ ଚିନ୍ତିତ ହେବେ। ଈର୍ଷାପରାୟଣ ମନୋଭାବ ପୋଷଣକରି ନିଜ ଲୋକ ଅସୁବିଧାରେ ପକାଇବାକୁ ଚେଷ୍ଟା କରିବେ। ବ୍ୟବସାୟ ଓ ପରିବହନରେ ସମସ୍ୟା ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। ରାଜନୀତି ଏବଂ…
ରାଶିଫଳ: ମଙ୍ଗଳବାର ,ଏପ୍ରିଲ୍ ୧୫ ତାରିଖ – Daily Horoscope
ମେଷ ଆଜି ମନ ଅନୁଯାୟୀ କାମ ସମ୍ପନ୍ନ ହେବ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ ହିଁ ପାଇବେ। ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା, ତର୍କ, ଆଲୋଚନା, ଆନୁଷ୍ଠାନିକ କାମରେ ସଫଳତା ଅବଶ୍ୟ ପାଇବେ। କେତେକ କ୍ଷେତ୍ରରେ ଆପଣଙ୍କ…
ରାଶିଫଳ: ସୋମବାର,ଏପ୍ରିଲ୍ ୧୪ ତାରିଖ – Daily Horoscope
ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିଲେ ମଧ୍ୟ ସାମୟିକ ଅସୁସ୍ଥତା ଅନୁଭବ କରିବେ। ଆଜି ଘରକାମ ହେଉ କିମ୍ବା କର୍ମକ୍ଷେତ୍ରର କାମ ହେଉ ପ୍ରତ୍ୟେକ କାମରେ ଶୁଭ ଫଳ ମିଳିବ। ହଠାତ୍ ପରିସ୍ଥିତି ବଶତଃ ଭଟ୍ଟା ପଡିଯାଇଥିବା ବନ୍ଧୁଙ୍କ ସହ…
ରାଶିଫଳ: ରବିବାର, ଏପ୍ରିଲ୍ ୧୩ ତାରିଖ – Daily Horoscope
ମେଷ ଆଜି ପରିବାରର ସୁବିଧା ଅସୁବିଧା ସମ୍ପର୍କରେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ପରୋକ୍ଷ ଶତ୍ରୁତା କାରଣରୁ ସୁଯୋଗ ହରାଇବା ସକାଶେ ବ୍ୟଥିତ ହେବେ। ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ଅର୍ଥ ପାଇଁ ପ୍ରତିଶ୍ରୁତି ଦେଇପାରନ୍ତି। ଯାତ୍ରାରେ ବିଳମ୍ବିତ ସମୟରେ…
ରାଶିଫଳ: ଶନିବାର, ଏପ୍ରିଲ୍ ୧୨ ତାରିଖ – Daily Horoscope
ମେଷ ଆଗାମୀ ନୂତନ ଯୋଜନାରମ୍ଭ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଗାଡ଼ି, ମୋଟର, ପରିବହନ, ସଭାସମିତି, ସତ୍ସଙ୍ଗ କ୍ଷେତ୍ରରୁ ସଫଳତା ପାଇବେ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ ହିତୈଷୀଙ୍କ…
ରାଶିଫଳ: ଶୁକ୍ରବାର , ଏପ୍ରିଲ୍ ୧୧ ତାରିଖ – Daily Horoscope
ମେଷ ଆଜି ଷଷ୍ଠ ସ୍ଥାନରେ ଚନ୍ଦ୍ର ପାପଗ୍ରହ କେତୁ ଯୁକ୍ତ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ ସ୍ଥିତି ଭଲ ରହିବ ନାହିଁ। ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ସୃଷ୍ଟି ଆଶଙ୍କା ରହିଛି। ପ୍ରିୟବନ୍ଧୁଙ୍କ ଆଗମନର ସୂଚନା ପାଇବା ସାଙ୍ଗକୁ ନୂତନ ସ୍ଥାନକୁ…
ରାଶିଫଳ: ଗୁରୁବାର, ଏପ୍ରିଲ୍ ୧୦ ତାରିଖ – Daily Horoscope
ମେଷ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ, ଉନ୍ନତ ମାନର ଆଲୋଚନା ଏବଂ ପାରିବାରିକ ସଦ୍ଭାବଜନିତ ମନ ଖୁସି ରହିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ପରିବାରର ବରାଦି ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି।…
ରାଶିଫଳ: ବୁଧବାର, ଏପ୍ରିଲ୍ ୯ ତାରିଖ – Daily Horoscope
ମେଷ ପାରିବାରିକ କ୍ଷେତ୍ରରେ ମତାନ୍ତରଜନିତ ଅଶାନ୍ତ ପରିସ୍ଥିତିରୁ ଡିପ୍ରେସନ ଲାଗି ରହିବ। ଦୂରଦର୍ଶିତାବିହୀନ କାର୍ଯ୍ୟ ଓ ପୁରାତନ ରୋଗ ଯୋଗୁ ମାନସିକ ସୁସ୍ଥତା ହରାଇବେ। ବାଣିଜ୍ୟ, ବ୍ୟବସାୟ, ପାରିବାରିକ ସ୍ଥିତି କେତେକାଂଶରେ ଭଲ ରହିବ। ରଚନାମତ୍କ କାମରେ ସାମାଜିକ ସ୍ବୀକୃତି ଲାଭ…
ରାଶିଫଳ: ମଙ୍ଗଳବାର , ଏପ୍ରିଲ୍ ୮ ତାରିଖ – Daily Horoscope
ମେଷ ଆଜି କୃତ୍ତିକା ନକ୍ଷତ୍ର ବନ୍ଧୁଙ୍କ ସହଯୋଗରେ ନୂଆ କରି କାମଟିଏ ଆରମ୍ଭ କରିବାକୁ ମନ ବଳାଇବେ। କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବେ। ବନ୍ଧୁ, ପରିବାର କ୍ଷେତ୍ରରେ ବୁଝାମଣାର ଅଭାବ କାରଣରୁ ତିକ୍ତତା ସୃଷ୍ଟି ହେବ। କରଜଦାତାଙ୍କ…
ରାଶିଫଳ: ସୋମବାର, ଏପ୍ରିଲ୍ ୭ ତାରିଖ – Daily Horoscope
ମେଷ ଆଜି କୌଣସି କାମ ଆରମ୍ଭ କଲେ ମଧ୍ୟ ତାହା ପ୍ରତିବନ୍ଧକ ମଧ୍ୟରେ ଅଟକି ଯାଇପାରେ। ଏକ ସାଧାରଣ ଘଟଣାରୁ ପରିସ୍ଥିତି ବିଗିଡି ଯାଇଥିବା କାରଣରୁ ଦ୍ୱନ୍ଦ୍ୱରେ ପଡିପାରନ୍ତି। ଭୁଲ୍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖି ଚିନ୍ତିତ ରହିବେ।…
ରାଶିଫଳ: ରବିବାର, ଏପ୍ରିଲ୍ ୬ ତାରିଖ – Daily Horoscope
ମେଷ ଆଜି ଯାହା କିଛି କରିବାକୁ ଚାହୁଁଛନ୍ତି, ସେଥିପାଇଁ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ତୃତୀୟସ୍ଥ ଚନ୍ଦ୍ର ହେତୁ ମନ ଦୁର୍ବଳ ରହିଲେ ମଧ୍ୟ ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସହକର୍ମୀଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ।…
Archives


