Rasifala

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୨୫ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ କଥା କଟାକଟିଜନିତ ମତାନ୍ତର ଆଶଙ୍କା ରହିଛି। ଅବଶ୍ୟ ପରକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ। ଯାତ୍ରା, କର୍ମାରମ୍ଭ ଓ ଆନୁଷ୍ଠାନିକ କ୍ଷେତ୍ର ପାଇଁ କୌଣସି ପ୍ରତିକୂଳ ପ୍ରଭାବ ପଡ଼ିବ ନାହିଁ।...

ରାଶିଫଳ: ସୋମବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ବନ୍ଧୁମାନଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳାସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ପରିବାରରେ ନିଜ ଲୋକମାନଙ୍କ ପକ୍ଷପାତିତାକୁ ଦେଖି ବ୍ୟସ୍ତ ହେବେ। କୃତି ଓ କୃତିତ୍ୱ ସକାଶେ ସାମାଜିକ ସମ୍ମାନ ହେତୁ ଉଚ୍ଚସ୍ତରରେ...

ରାଶିଫଳ: ରବିବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଆତ୍ମୀୟଙ୍କ ଗହଣରେ ଦୁଃଖକୁ ପାସୋରିଦେବେ। ରାଜନୀତି କିମ୍ବା ଆନୁଷ୍ଠାନିକ କାମରେ ବିଜ୍ଞବ୍ୟକ୍ତିମାନଙ୍କ ନିକଟରୁ ଆଦର ସମ୍ମାନ ପାଇବେ। ଆଜିର ଯାତ୍ରା, କଳା, ସାହିତ୍ୟରେ ସମସ୍ୟା ସମାଧାନ ସାଙ୍ଗକୁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ମଧ୍ୟ ଲାଭବାନ୍‌ ହୋଇପାରନ୍ତି। ମହିଳାମାନେ...

ରାଶିଫଳ: ଶନିବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆପଣାର ଲୋକଙ୍କ ପାଇଁ କାମକୁ ସହଜରେ କରିବା ଲାଗି ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହୋଇପାରିବ। ଅନ୍ୟମନସ୍କ ଯୋଗୁ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ଦ୍ୱିଜା ନକ୍ଷତ୍ର ବକେୟା ଅର୍ଥ ନ ପାଇବା କାରଣରୁ ତର୍କ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୌଣସି ଘଟଣାକୁ କେନ୍ଦ୍ରକରି କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁଙ୍କ ପରାମର୍ଶ ପ୍ରାପ୍ତ ହୋଇ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ସଭାସମିତିର ବିବାଦୀୟ ପରିସ୍ଥିତିରେ ନ୍ୟାୟୋଚିତ କଥା କହି ସୁଧାରି ନେବେ। ଯାତ୍ରା, ବାଣିଜ୍ୟ,...

ରାଶିଫଳ: ଗୁରୁବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ଯାହା ଆଶା କରିଛନ୍ତି ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ କିନ୍ତୁ ଟିକିଏ ବିଳମ୍ବ ଓ ଝାମେଲା ଭିତରେ ହିଁ ମିଳିବ। ଶିଳ୍ପ, ବାଣିଜ୍ୟ, ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମଜଞ୍ଜାଳ ବୃଦ୍ଧି ହେତୁ କଠିନ...

ରାଶିଫଳ: ବୁଧବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଆଜି ନିଜ ରାଶିରେ ତିନୋଟିଗ୍ରହଙ୍କ ଏକତ୍ର ସମାବେଶ ବିକ୍ଷିପ୍ତ ଚିନ୍ତାଧାରାର ଦ୍ୟୋତକ ହେବ। ଅବଶ୍ୟ ଉଚ୍ଚ ସ୍ତରରେ ସମ୍ପର୍କ ସ୍ଥାପିତ ହେବ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ଶୁଭେଚ୍ଛା ଲାଭ କରିବେ। ସଦ୍‌ଭାବନାର ଅନ୍ତର୍ନିହିତ ସ୍ବର ମୁହଁରେ ଫୁଟି ଉଠିବ,...

ରାଶିଫଳ: ସୋମବାର , ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ତୃତୀୟସ୍ଥ ମଙ୍ଗଳଙ୍କ ପ୍ରଭାବରୁ ଧୈର୍ଯ୍ୟ ଓ ସାହସିକତା ପ୍ରଦର୍ଶନ କରି ପ୍ରତ୍ୟେକ କାର୍ଯ୍ୟକୁ ସୁଚାରୁରୂପେ କରିପାରିବେ। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ,ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ପରିବାରର ବରାଦି ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଅଫିସ୍‌ କାମରେ...

ରାଶିଫଳ: ରବିବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ସାହାଯ୍ୟ ସହଯୋଗ ପାଉଥିବା ଲୋକଟି ସାଧାରଣ ସ୍ୱାର୍ଥହାନି ହେତୁ କୁତ୍ସାରଟନା କରିବାକୁ ପଛାଇବ ନାହିଁ। ଅଶ୍ୱିନୀ ନକ୍ଷତ୍ରର ପରିବାରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ପୂର୍ବ ଯୋଜନା ଅନୁଯାୟୀ କର୍ମକ୍ଷେତ୍ରସ୍ଥ ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟାକଲେ ଉପକୃତ ହେବେ।...

ରାଶିଫଳ: ଶନିବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ମକରସ୍ଥ ଯୋଗୁ ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇପାରନ୍ତି। ରାଜନୈତିକ, ଆନୁଷ୍ଠାନିକ ତଥା ସାଂଗଠନିକ ସ୍ଥିତି ମଜଭୁତ ରହିବ। ଶୁକ୍ରଙ୍କ ପ୍ରଭାବରେ ପାରିବାରିକ ଜୀବନରେ ସ୍ଥିରତା ଅକ୍ଷୁଣ୍ଣ ରଖିବାରେ ସମର୍ଥ ହେବେ। ଧନ ସ୍ଥାନରେ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମକୁ ଶୃଙ୍ଖଳିତ ଭାବରେ ସମାପନ କରିବାରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିଲେ ମଧ୍ୟ ସାମୟିକ ଅସୁସ୍ଥତା ଅନୁଭବ କରିବେ। ଆଜି ଦୋକାନବାଡ଼ି, ଗାଡ଼ିମୋଟର କିଣାବିକା ପ୍ରଭୃତି ପ୍ରତ୍ୟେକ କାମରେ ଶୁଭଫଳ ମିଳିବ। ପରିସ୍ଥିତି ବଶତଃ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ପରିବାରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଇବା ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ନିଜର କେତେକ କୃତକର୍ମ ସକାଶେ ଅନୁତାପ କରିବାକୁ ପଡିପାରେ। ଉଚ୍ଚ କର୍ତ୍ତୃପକ୍ଷଙ୍କ ଶୁଭଦୃଷ୍ଟିରୁ ବିବାଦୀୟ ଘଟଣାର ଦିଗ ହଠାତ୍‌ ବଦଳି ଯାଇପାରେ। କଳା, ସାହିତ୍ୟ, ଚଳଚ୍ଚିତ୍ର କ୍ଷେତ୍ରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri