ରାଶିଫଳ: ବୁଧବାର, ଅଗଷ୍ଟ ୨୬ ତାରିଖ – Daily Horoscope
ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହି ଗଜକେଶରୀ ଯୋଗ ସୃଷ୍ଟି କରୁଥିବାରୁ ଅର୍ଥ, ସମ୍ମାନ ଏବଂ ପ୍ରତିଷ୍ଠା ପ୍ରତ୍ୟେକ ସ୍ତରରେ ରହିବ। ପାରିବାରିକ ଶାନ୍ତି ଏବଂ ସଦ୍ଭାବ ପାରମ୍ପରିକ ଆନ୍ତରିକତାର ବାତାବରଣ ସୃଷ୍ଟି ହେବ। କିନ୍ତୁ କର୍ମକ୍ଷେତ୍ରରେ ଭଲ କଥା…
ରାଶିଫଳ: ମଙ୍ଗଳବାର , ଅଗଷ୍ଟ ୨୫ ତାରିଖ – Daily Horoscope
ମେଷ ଆଜି ପାରିବାରିକ କ୍ଷେତ୍ରରେ ସାମାନ୍ୟ କାରଣରୁ ବିତର୍କ ଲାଗି ମାନସିକ ଅବସ୍ଥା ଭଲ ରହିବ ନାହଁ। କର୍ମକ୍ଷେତ୍ରରେ ସମସ୍ୟା ଥିଲେ ମଧ୍ୟ ସମାଧାନର ରାସ୍ତା ଖୋଜିବାରେ ଲାଗି ପଡ଼ିବେ। ଏଣେ ନିଜର ସ୍ବାସ୍ଥ୍ୟ ଭଲ ନ ରହୁଥିବାରୁ ମଧ୍ୟ ବ୍ୟସ୍ତତା…
ରାଶିଫଳ: ସୋମବାର, ଅଗଷ୍ଟ ୨୪ ତାରିଖ – Daily Horoscope
ମେଷ ଆଜିର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବା କାରଣରୁ କାମଗୁଡିକ ସହଜରେ ସମ୍ପନ୍ନ ହୋଇଯିବ। ଆତ୍ମୀୟମାନଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡିପାରେ। ସାମାଜିକ ସ୍ତରରେ ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ପଡୋଶୀ ଈର୍ଷାନ୍ବିତ ହୋଇ…
ରାଶିଫଳ: ରବିବାର, ଅଗଷ୍ଟ ୨୩ ତାରିଖ – Daily Horoscope
ମେଷ ଆଜିର ଯାତ୍ରା, ବନ୍ଧୁ ସମ୍ପର୍କ, ବାଣିଜ୍ୟ କ୍ଷେତ୍ର ବହୁତ ଭଲ ରହିବ। ଆପଣ ବନ୍ଧୁଙ୍କ ଅନୁରୋଧକୁ ଉପେକ୍ଷା ନ କରି ପଡୋଶୀ ଲୋକଟିକୁ ସାହାଯ୍ୟ କରି ପ୍ରଶଂସିତ ହେବେ। ପୂର୍ବ ନିର୍ଦ୍ଧାରିତ କର୍ମାରମ୍ଭ ପ୍ରୀତିପଦ ହେବ। କଳା, ସାହିତ୍ୟ, ସାମ୍ବାଦିକତା,…
ରାଶିଫଳ: ଶନିବାର, ଅଗଷ୍ଟ ୨୨ ତାରିଖ – Daily Horoscope
ମେଷ ଆଜିର କର୍ମକ୍ଷେତ୍ରରେ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ। ପରିବାର ଭିତରେ ଭୁଲ୍ ବୁଝାମଣା କାରଣରୁ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା…
ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୧ ତାରିଖ – Daily Horoscope
ମେଷ କର୍ମକ୍ଷେତ୍ରରେ ଯୁକ୍ତିତର୍କଜନିତ କାମଗୁଡିକ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ହେବ। ବ୍ୟବସାୟ, ବାଣିଜ୍ୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ। କଠିନ ପରିଶ୍ରମଜନିତ ଶାରୀରିକ କ୍ଳାନ୍ତି ଅନୁଭବ କରିପାରନ୍ତି। କଳା, ସାହିତ୍ୟ, ସଂସ୍କୃତି ପ୍ରତିଯୋଗିତାରେ ସଫଳତା…
ରାଶିଫଳ: ଗୁରୁବାର, ଅଗଷ୍ଟ ୨୦ ତାରିଖ – Daily Horoscope
ମେଷ ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପାରୁ ଆଜି ଦିନ ଭିତରେ ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ଆର୍ଥିକ ସ୍ଥିତି ସହିତ ପାରିବାରିକ କ୍ଷେତ୍ର ମଧ୍ୟ ମନ୍ଦ ହେବନି। କୌଣସି ବନ୍ଧୁ ଆପଣଙ୍କୁ ଦେଖା କରିବାକୁ ଆସି ନୂତନ ସନ୍ଦେଶ ଦେଇପାରନ୍ତି। ଅବଶ୍ୟ ଆଜିର…
ରାଶିଫଳ: ବୁଧବାର, ଅଗଷ୍ଟ ୧୯ ତାରିଖ – Daily Horoscope
ମେଷ ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହିତ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ କିନ୍ତୁ ଦରକାର ସମୟରେ ପାଖରେ ନ ଥିବେ। ଆର୍ଥିକ ଅବନତିଜନିତ ନିର୍ମାଣ, ନୂତନ କର୍ମାରମ୍ଭ ଅଟକି ଯିବ। କଳା, ସାହିତ୍ୟ,…
ରାଶିଫଳ: ମଙ୍ଗଳବାର , ଅଗଷ୍ଟ ୧୮ ତାରିଖ – Daily Horoscope
ମେଷ ଅଶ୍ୱିନୀ ନକ୍ଷତ୍ର କର୍ମକ୍ଷେତ୍ରରେ ମଧ୍ୟ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ପାଇବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାରୁ ଆଶ୍ୱସ୍ତି ଅନୁଭବ କରିବେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିଲେ ମଧ୍ୟ କିଛି କରିପାରିବେ ନାହିଁ। ପ୍ରତୀକ୍ଷିତ…
ରାଶିଫଳ: ସୋମବାର, ଅଗଷ୍ଟ ୧୭ ତାରିଖ – Daily Horoscope
ମେଷ ପଡ଼ୋଶୀଙ୍କ କାନକୁହା କଥାରେ ପାରିବାରିକ କଳହର ଆଶଙ୍କା ରହିଛି। ସମସ୍ୟା ସମାଧାନ କରିବା ପରିପ୍ରେକ୍ଷୀରେ ବନ୍ଧୁଙ୍କୁ ସାହାଯ୍ୟ ଭିକ୍ଷା କରିପାରନ୍ତି। ଧାର୍ମିକ କାର୍ଯ୍ୟ, ଶିଳ୍ପ ବାଣିଜ୍ୟ, ଯାତ୍ରା ଓ ଲୋକସମ୍ପର୍କରୁ କେତେକାଂଶରେ ଖୁସୀ ରହିବେ। ସଭାସମିତିରେ ବାକ୍ ଅସଂଯମତା ଯୋଗୁ…
ରାଶିଫଳ: ରବିବାର, ଅଗଷ୍ଟ ୧୬ ତାରିଖ – Daily Horoscope
ମେଷ ଶନି ଦୃଷ୍ଟ ଚନ୍ଦ୍ର ଯୋଗୁ ଆପଣଙ୍କୁ ଅନେକ ମାନସିକ ଦ୍ୱନ୍ଦ ଓ ଆଶା,ନିରାଶା ମଧ୍ୟରେ ଦିନଟି କଟଇବାକୁ ପଡିପାରେ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର ସବୁ କାମ ଗୋଳିଆ ରହିବ। ପରିବାରରେ ଶାନ୍ତି ଫେରି ଆସିବ। ନିଜ ଲୋକମାନେ…
ରାଶିଫଳ: ଶନିବାର , ଅଗଷ୍ଟ ୧୫ ତାରିଖ – Daily Horoscope
ମେଷ ଆଜିର ଯାତ୍ରା ପ୍ରୀତିପ୍ରଦ ରହିବା ସହ ନୂତନ ବସ୍ତ୍ର, ଆଭୂଷଣ ଲାଭ କରିପାରନ୍ତି। ପିଲାଙ୍କ ଦାବି ମୁତାବକ ଜିନିଷ ନ ଆଣିପାରିବା କାରଣରୁ ମାନସିକ ଅଶାନ୍ତି ଉପୁଜିବ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ଖୁସି…

