Rasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜି ଶନି ନକ୍ଷତ୍ରସ୍ଥ ଚନ୍ଦ୍ର ଷଡ଼ାଷ୍ଟକ ସ୍ଥିତିରେ ଥିବାରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ପ୍ରତ୍ୟେକ କାମ ପାଇଁ ଦୀର୍ଘସମୟ ଅପେକ୍ଷା କରିବାକୁ ପଡ଼ିବ। ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତ...

ରାଶିଫଳ: ଗୁରୁବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ଆଜି ସାଧାରଣ କଥାରେ ମତାନ୍ତରଜନିତ ପାରିବାରିକ କ୍ଷେତ୍ରରେ ଟେନ୍ସନ ସୃଷ୍ଟି ହୋଇପାରେ। ଜମିଜମା କାରବାର କିମ୍ବା ବ୍ୟବସାୟ କ୍ଷେତ୍ରରେ କେତେକ ସୁବିଧା ସୁଯୋଗ ପାଇବେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ନିର୍ମାଣ...

ରାଶିଫଳ: ବୁଧବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ରାହୁଜନିତ ସମସ୍ୟା ମଧ୍ୟରେ ଚଳିବା କାରଣରୁ ଅନେକ ମାନସିକ ଦ୍ୱନ୍ଦ୍ୱ ମଧ୍ୟଦେଇ ଗତି କରିବାକୁ ପଡ଼ିବ। ଶନିଙ୍କ ପ୍ରଭାବରୁ ପ୍ରତ୍ୟେକ କାମ ବିଳମ୍ବ ହେବାରୁ ବ୍ୟସ୍ତତା ଅନୁଭବ କରିବେ। ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରି...

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବିବାଦଜନିତ କୌଣସି ସମସ୍ୟା ଭିତରେ ଛନ୍ଦି ହୋଇଯିବାକୁ ପଡ଼ିପାରେ। ବନ୍ଧୁ ସାହାଯ୍ୟ ମାଗିପାରନ୍ତି, ଆଶଙ୍କାରେ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଅର୍ଥସଙ୍କଟ କାରଣରୁ ଧାରକରଜ କରି କାମ ଚଳାଇନେବେ। ପାରିବାରିକ କ୍ଷେତ୍ରରେ ନିଜ ଜିଦ୍‌ରେ ଅଟଳ ରହି...

ରାଶିଫଳ: ସୋମବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଳୁ ସକାଳୁ ଆଶା କରୁଥିବା ଶୁଭ ଖବର ପାଇ ଖୁସି ହୋଇଯିବେ। ପିଲାମାନଙ୍କ ସକାଶେ ଥିବା ସମସ୍ୟାକୁ ଦୂରେଇବାରେ ସମର୍ଥ ହେବେ। ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଆମୋଦ ପ୍ରମୋଦର ମଉକା...

ରାଶିଫଳ: ରବିବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ସମସ୍ୟା ସମାଧାନ ପରିପ୍ରେକ୍ଷୀରେ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ। ଯାତ୍ରା ସମୟରେ ଅସାବଧାନତା ହେତୁ କିମ୍ବା ଅନ୍ୟମନସ୍କ କାରଣରୁ ଅର୍ଥହାନିର ସମ୍ଭାବନା ରହିଛି। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିବାଦର ସମ୍ମୁଖୀନ ହେବାକୁ...

ରାଶିଫଳ: ଶନିବାର , ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ରାହୁଯୁକ୍ତ ଚନ୍ଦ୍ର ମାନସିକ ସ୍ଥିତିକୁ କଳୁଷିତ କରିବ। ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ମତାନ୍ତର ଘଟିପାରେ। ମଙ୍ଗଳଙ୍କ ପ୍ରଭାବରୁ ଯେକୌଣସି ସମସ୍ୟାକୁ ପ୍ରତିହତ କରିବାର ସାମର୍ଥ୍ୟ ହରାଇବେ ନାହିଁ। ସାମାଜିକ ସ୍ତରରେ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ।...

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଆଜି ଏକାଧିକ ପାପଗ୍ରହ ରାଶିରେ ଅବସ୍ଥାନ କରି ମାନସିକ ସ୍ଥିତିକୁ ବିଭ୍ରାନ୍ତ କରିପାରନ୍ତି। ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିବା ସୂଚନା ରହିଛି। ଏକ ନିର୍ଦ୍ଦିଷ୍ଟ କାମ ସକାଶେ ରଖିଥିବା ଧନ ଭିନ୍ନ...

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ଆଜି ବନ୍ଧୁମାନଙ୍କ ଗହଣରେ ଅଧିକାଂଶ ସମୟ ଅତିବାହିତ କରିବାର ସୁଯୋଗ ପାଇବେ। ରାଶିରେ ରାହୁଙ୍କ କୁପ୍ରଭାବରୁ ବାରମ୍ବାର ଦେହ ଖରାପ ହେଉଥିବାର ଅନୁଭବ କରିପାରନ୍ତି। ଏଣେ କାମଗୁଡିକ ଯଥା ସମୟରେ ହେଉ ନ ଥିବାରୁ ବିରକ୍ତ ହେବେ। କର୍ମକ୍ଷେତ୍ରରେ...

ରାଶିଫଳ: ବୁଧବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ କର୍ମାଧିପ ରାହୁ ନକ୍ଷତ୍ରସ୍ଥ ଯୋଗୁ ପ୍ରତ୍ୟେକ କାମରେ ଦ୍ୱନ୍ଦ୍ୱ ଓ ଆଶଙ୍କା ଦେଖାଦେବ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା, ସବୁ କାମ ଗୋଳିଆ ରହିବ। ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି,ଏଣୁ ସତର୍କ ରହିବା ଭଲ।...

ରାଶିଫଳ: ମଙ୍ଗଳବାର , ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ସତକଥା ପ୍ରକାଶକରି ବିବାଦୀୟ ହୋଇପାରନ୍ତି। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ପରିଜନଙ୍କ ସହ ଦୂରଯାତ୍ରା କରିବାକୁ ପଡ଼ିପାରେ। କୃତ୍ତିକା ନକ୍ଷତ୍ରର ସାମୟିକ ଶାରୀରିକ ସୁସ୍ଥତା କାରଣରୁ ମନ ପ୍ରଫୁଲ୍ଲ ରହିବ। ଶିଳ୍ପ, ବାଣିଜ୍ୟ, ନିର୍ମାଣ, ବ୍ୟବସାୟ ଓ...

ରାଶିଫଳ: ସୋମବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତା, ପିଲାଙ୍କ ସମ୍ପର୍କରେ ଚିନ୍ତିତ ରହିବେ। ଆଜିର ପ୍ରତ୍ୟେକ କାମ ଠିକ୍‌ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡ଼ିବ। ଦ୍ୱିଜା ନକ୍ଷତ୍ର ଯେକୌଣସି ସମସ୍ୟାକୁ ସୁଧାରି ନେବାରେ କିଛି ଅସୁବିଧା ହେବ ନାହିଁ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri