Rasifala

ରାଶିଫଳ: ଶୁକ୍ରବାର ୧୫ , ଅଗଷ୍ଟ ତାରିଖ – Daily Horoscope

ମେଷ ଆଜିର ଯାତ୍ରା ପ୍ରୀତିପ୍ରଦ ରହିବା ସହ ନୂତନ ବସ୍ତ୍ର, ଆଭୂଷଣ ଲାଭ କରିପାରନ୍ତି। ପିଲାଙ୍କ ଦାବି ମୁତାବକ ଜିନିଷ ନ ଆଣିପାରିବାରୁ ମାନସିକ ଅଶାନ୍ତି ଉପୁଜିପାରେ। ଅର୍ଥଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ଖୁସି…

ରାଶିଫଳ: ଗୁରୁବାର ୧୪, ଅଗଷ୍ଟ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଯାତ୍ରା କିମ୍ବା କଠୋର ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ମିଠାକଥା କହି ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ପାରିବାରିକ କ୍ଷେତ୍ରରେ କୌଣସି ପରିବର୍ତ୍ତନ ଘଟିବ…

ରାଶିଫଳ: ବୁଧବାର, ଅଗଷ୍ଟ ୧୩ ତାରିଖ – Daily Horoscope

ମେଷ ଆଜି ରାଜନୀତି, ଆଇନ ଅଦାଲତ ତଥା ସାଙ୍ଗଠନିକ କାର୍ଯ୍ୟର ଆଲୋଚନାରେ ସଫଳତା ପାଇବେ। କିନ୍ତୁ ଶିକ୍ଷା, ସନ୍ତାନ ଓ ସମ୍ପର୍କ କ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ। ବନ୍ଧୁ ଓ ପରିବାର ଦିଗରୁ ସମୟଟି ବିଶେଷ ଅନୁକୂଳ ନୁହେଁ। ସାମାନ୍ୟ ଚେଷ୍ଟା…

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୧୨ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର ସକାଶେ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ପାରିବାରିକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରିନେବେ। ବନ୍ଧୁଙ୍କ ବ୍ୟକ୍ତିଗତ କାମରେ ସହଯୋଗ କରିବା ସକାଶେ ଦୂରଯାତ୍ରା କରିବାକୁ ପଡ଼ିପାରେ। ରଚନାମତ୍କ କାର୍ଯ୍ୟ,…

ରାଶିଫଳ: ସୋମବାର, ଅଗଷ୍ଟ ୧୧ ତାରିଖ – Daily Horoscope

ମେଷ ଆଜି ରାହୁ ଯୁକ୍ତ ଚନ୍ଦ୍ରଙ୍କ ଯୋଗୁ ଗୃହ, ଭୂମି, ଗାଡିମୋଟର, ସହକର୍ମୀ ଏବଂ ଧାର କରଜକୁ କେନ୍ଦ୍ରକରି କଳହ ଲାଗିପାରେ। ପିଲାଙ୍କ ବିବାହ ସମ୍ପର୍କରେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟା ଦୂର ହେବ।…

ରାଶିଫଳ: ରବିବାର, ଅଗଷ୍ଟ ୧୦ ତାରିଖ – Daily Horoscope

ମେଷ ଆଜି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଂକଟ ଥିଲେ ମଧ୍ୟ ନୂତନ ଯୋଜନା ଆରମ୍ଭ ସକାଶେ ମନ ବଳାଇବେ। ଗୁରୁଜନଙ୍କ ପରାମର୍ଶକ୍ରମେ କାମ କଲେ ସମସ୍ୟାର ସମାଧାନ ହେବା ସମ୍ଭାବନା ରହିଛି। ପାରିବାରିକ ଅଶାନ୍ତି…

ରାଶିଫଳ: ଶନିବାର, ଅଗଷ୍ଟ ୯ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ହେଉ କିମ୍ବା ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିବେ। ଆବଶ୍ୟକତା ପୂରଣ ସକାଶେ ଧାର କରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ପାଇଁ ଘରସଜାରେ ମଜ୍ଜିରହିପାରନ୍ତି। ବନ୍ଧୁଙ୍କ ଗହଣରେ ନୂତନ ସ୍ଥାନ…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୮ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସହଯୋଗରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟିକୁ ଆରମ୍ଭ ପାଇଁ ପଥ ପରିଷ୍କାର କରାଇବ। ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ଆମତ୍ୀୟସ୍ବଜନ ଦୂରେଇ ଯାଇପାରନ୍ତି। କର୍ମକ୍ଷେତ୍ରରେ ଯତ୍‍ପରୋନାସ୍ତି ଟେନ୍‍ସନ…

ରାଶିଫଳ: ଗୁରୁବାର, ଅଗଷ୍ଟ ୭ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇ କମ୍‌ ସମୟରେ ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ପଛକଥା ନ ଭାବି ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରନ୍ତୁ। ଅଂଶୀଦାର ବ୍ୟବସାୟରେ, ସାହିତ୍ୟରେ, ସଭାସମିତିରେ ଆଶା ପୂରଣ ହେବ। ଉଚ୍ଚସ୍ଥ ମଙ୍ଗଳଜନିତ…

ରାଶିଫଳ: ବୁଧବାର, ଅଗଷ୍ଟ ୬ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ କେତୁ ପ୍ରଭାବରୁ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଆନୁଷ୍ଠାନିକ କାମରେ ବନ୍ଧୁଙ୍କୁ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ବହୁତ ଦିନହେଲା ଦେଖି ନ ଥିବା ବନ୍ଧୁଙ୍କୁ ଭେଟିପାରନ୍ତି। ପାରିବାରିକ ଅସହଯୋଗ ନୂତନ କାମ,…

ରାଶିଫଳ: ମଙ୍ଗଳବାର , ଅଗଷ୍ଟ ୫ ତାରିଖ – Daily Horoscope

ମେଷ ଆଜି ସ୍ଥଗିତ କାମକୁ ତ୍ୱରାନ୍ବିତ କରିବା ସକାଶେ ଅନୁକୂଳ ବାତାବରଣ ସୃଷ୍ଟି ହେବ। କଠିନ ପରିଶ୍ରମଜନିତ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖାଦେବ। ପ୍ରଶାସନ, ଆଇନ ଅଦାଲତ, ସଭା ସମିତି ଓ ରପ୍ତାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ। ବନ୍ଧୁ କିମ୍ବା ଆମତ୍ୀୟମାନଙ୍କ…

ରାଶିଫଳ: ସୋମବାର , ଅଗଷ୍ଟ ୪ ତାରିଖ – Daily Horoscope

ମେଷ ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ପରିବାରର ଆବଶ୍ୟକତା ପୂରଣ ସକାଶେ ଧାର କରଜ କରିବାକୁ ବାଧ୍ୟ ହୋଇପାରନ୍ତି। ଯାନ୍ତ୍ରିକ ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଅଶ୍ୱିନୀ ନକ୍ଷତ୍ର ସକାଶେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?