ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୧ ତାରିଖ – Daily Horoscope
ମେଷ ରବି ସ୍ବନକ୍ଷତ୍ରସ୍ଥ ହୋଇ କର୍ମସ୍ଥାନରେ ଅବସ୍ଥାନ କରିଥିବାରୁ ପ୍ରଶାସନିକ ସ୍ତରରେ ଦୃଢ଼ ସିଦ୍ଧାନ୍ତ ନେବେ। ପାରିବାରିକ ସମସ୍ୟା, ଯାନବାହନରେ ସମସ୍ୟାର ସମାଧାନ ହୋଇଯିବ। ମାଲିମକଦ୍ଦମା କ୍ଷେତ୍ରରେ ମନରେ ସଂଶୟ ଉପତ୍ନ୍ନ ହୋଇପାରେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ…
ରାଶିଫଳ: ସୋମବାର, ଜାନୁଆରୀ ୨୦ ତାରିଖ – Daily Horoscope
ମେଷ ଆଜି ଦ୍ୱିଜା ନକ୍ଷତ୍ରର ଅର୍ଥନୈତିକ ଅଭିବୃଦ୍ଧି, ଗୃହଜମି ଲାଭ, ନୂତନ ବନ୍ଧୁ ସମ୍ପର୍କ ସୃଷ୍ଟି ହେବ। କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ନିୟନ୍ତ୍ରଣରେ ରହିବା ସହ ଆମତ୍ୀୟଙ୍କ ସହୃଦୟତାରୁ ଖୁସି ରହିବେ। ପରିବାରରେ ଅର୍ଥ ସମ୍ପର୍କକୁ ନେଇ ବିବାଦ ଦେଖାଦେବ।…
ରାଶିଫଳ: ରବିବାର, ଜାନୁଆରୀ ୧୯ ତାରିଖ – Daily Horoscope
ମେଷ ଆଜି ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେଲେ ମଧ୍ୟ ଆତ୍ମୀୟଙ୍କ ଅନାଦରଭାବ ବ୍ୟଥିତ କରିବ। ଯାତ୍ରା, ବାଣିଜ୍ୟ, ଯୋଗାଯୋଗ, ପଦସ୍ଥ ବ୍ୟକ୍ତିଙ୍କ ସାକ୍ଷାତ୍କାରରେ ସଫଳତା ମିଳିବ। ରଚନାତ୍ମକ କାର୍ଯ୍ୟ, ସନ୍ତାନ ହେତୁକ କୃତିତ୍ୱ ଏବଂ ଋଣ ପରିଶୋଧ ଜନିତ ଆତ୍ମତୃପ୍ତି ଲାଭ…
ରାଶିଫଳ: ଶନିବାର, ଜାନୁଆରୀ ୧୮ ତାରିଖ – Daily Horoscope
ମେଷ ଚନ୍ଦ୍ର ଧନାଧିପତି ନକ୍ଷତ୍ରରେ ଅବସ୍ଥାନ କରି ଆପଣଙ୍କୁ ଅର୍ଥ, ସୁଖ, ସ୍ବାଚ୍ଛନ୍ଦ୍ୟ ପ୍ରଦାନ କରିବେ। ବୋଝ ଭଳି ରହିଥିବା ସମସ୍ୟା ଆଜି ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ରବି ପାପଗ୍ରହ କେତୁଙ୍କ ସହ କର୍ମସ୍ଥ ପାରିବାରିକ ମତାନ୍ତରଜନିତ ସୁସମ୍ପର୍କ…
ରାଶିଫଳ: ଶୁକ୍ରବାର, ଜାନୁଆରୀ ୧୭ ତାରିଖ – Daily Horoscope
ମେଷ ଆଜି ଚନ୍ଦ୍ରଙ୍କ କେନ୍ଦ୍ରରେ ଗଜକେଶରୀ ଯୋଗ ପ୍ରଭାବରୁ ବନ୍ଧୁଙ୍କ ପ୍ରିୟପାତ୍ର ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଲାଗିରହିଥିଲେ ମଧ୍ୟ ନୂତନଯୋଜନା ଆରମ୍ଭ କରିପାରନ୍ତି। ବନ୍ଧୁ କିମ୍ବା ପଡୋଶୀଙ୍କ ହସ୍ତକ୍ଷେପ ଫଳରେ…
ରାଶିଫଳ: ଗୁରୁବାର, ଜାନୁଆରୀ ୧୬ ତାରିଖ – Daily Horoscope
ମେଷ ଆଜି ଚନ୍ଦ୍ର ମଙ୍ଗଳ ଯୋଗଜନିତ ଆନୁଷଙ୍ଗିକ ସାହାଯ୍ୟ, ସହଯୋଗ ଲାଭକରି ଅଟକିଥିବା କାମ ସମ୍ପୂର୍ଣ୍ଣ କରିବେ। ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯାଇଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗିରହିବ। ବକେୟା ଋଣ ପରିଶୋଧ ଓ ବନ୍ଧୁଙ୍କ ଶତ୍ରୁତାରୁ ମନ ଭାରାକ୍ରାନ୍ତ…
ରାଶିଫଳ: ବୁଧବାର, ଜାନୁଆରୀ ୧୫ ତାରିଖ – Daily Horoscope
ମେଷ ଆଜି ମାନସିକ ଶିଥିଳତା ସହ ଅସ୍ଥିରତା ଭିତରେ ଦିନଟି ଅତିବାହିତ ହେବ। ନୀଚାଂଶରେ ରହିଥିବା ମଙ୍ଗଳଙ୍କ କୁପ୍ରଭାବରୁ ସ୍ବାସ୍ଥ୍ୟ ସମସ୍ୟା ଲାଗିରହିପାରେ। ଆତ୍ମୀୟସ୍ବଜନଙ୍କୁ ଅତି ନିକଟରେ ପାଇ ନିଜକୁ କିଛି ସମୟ ପାଇଁ ଭୁଲିଯାଇପାରନ୍ତି। ଆର୍ଥିକ ଉନ୍ନତି ସହ ଶିକ୍ଷା,…
ରାଶିଫଳ: ମଙ୍ଗଳବାର, ଜାନୁଆରୀ ୧୪ ତାରିଖ – Daily Horoscope
ମେଷ କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବେ। ଅର୍ଥ ସଙ୍କଟ ସାଙ୍ଗକୁ ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତି ଯୋଗୁ ମାନସିକ ସୁସ୍ଥତା ରହି ନ ପାରେ। ପୂର୍ବ ପରିକଳ୍ପିତ ଯୋଜନା ଅନୁଯାୟୀ କର୍ମ କରିଚାଲିଲେ ଉପକୃତ ହୋଇପାରିବେ। ମାତ୍ରାଧିକ…
ରାଶିଫଳ: ସୋମବାର, ଜାନୁଆରୀ ୧୩ ତାରିଖ – Daily Horoscope
ମେଷ ଆଜି ମଙ୍ଗଳ ଓ ଶନିଙ୍କ ଷଡାଷ୍ଟକ ସ୍ଥିତି ଯୋଗୁ କୌଣସି କାମ ଶୃଙ୍ଖଳିତ ହେବନାହିଁ। ସ୍ବାସ୍ଥ୍ୟ ସମସ୍ୟା ଦିନକୁ ଦିନ ଖରାପ ଦିଗକୁ ଗତି କରୁଥିବାରୁ ଚିନ୍ତିତ ରହିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ…
ରାଶିଫଳ: ରବିବାର, ଜାନୁଆରୀ ୧୨ ତାରିଖ – Daily Horoscope
ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନକୁ ଅବଲୋକନ କରୁଥିବାରୁ ପ୍ରତ୍ୟେକ କାର୍ଯ୍ୟ ନିର୍ବିଘ୍ନରେ ସମାପନ ହେବ। ସାମାଜିକ ସ୍ତରରେ ଲୋକଙ୍କ ଖାତିର ରହିବ ଓ ଏକାଦଶସ୍ଥ ଶୁକ୍ର ଯୋଗୁ ଅର୍ଥନୈତିକ ଅଭିବୃଦ୍ଧି ଘଟିବ। ସନ୍ତାନଙ୍କ ଯୋଗୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ଯୋଡ଼ି ହୋଇଯିବ।…
ରାଶିଫଳ: ଶନିବାର, ଜାନୁଆରୀ ୧୧ ତାରିଖ – Daily Horoscope
ମେଷ ବକ୍ରୀ ମଙ୍ଗଳ ବାଧକାଧିପ ଶନିଙ୍କ ନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ସମସ୍ୟା ପୂର୍ଣ୍ଣତଃ ଉପଶମ ହୋଇ ନ ପାରେ। ନିଜ ପରିସରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରର ଅସନ୍ତୋଷ ଆପୋସ ଆଲୋଚନା ଦ୍ୱାରା ସମାଧାନ…
ରାଶିଫଳ: ଶୁକ୍ରବାର , ଜାନୁଆରୀ ୧୦ ତାରିଖ – Daily Horoscope
ମେଷ ଆଜି କଲ୍ୟାଣ ଚନ୍ଦ୍ର ହେତୁ ଆପଣଙ୍କ ଚେଷ୍ଟା ଓ କର୍ମାନୁସାରେ ଅର୍ଥପ୍ରାପ୍ତିର ମାର୍ଗ ପ୍ରଶସ୍ତ ରହିବ। ମନରେ ଆଶଙ୍କା ଓ ସନ୍ଦେହ ଉଙ୍କିମାରୁଥିଲେ ହେଁ ସାହାଯ୍ୟ, ସହଯୋଗ ପାଇ ପାରିବେ। କିନ୍ତୁ ଖଳ ଲୋକଙ୍କ କଥାକୁ ବିଶ୍ୱାସ କରି ନିଜର…
Archives


