ରାଶିଫଳ: ଗୁରୁବାର, ଜାନୁଆରୀ ୯ ତାରିଖ – Daily Horoscope
ମେଷ ଆଜି କୃତ୍ତିକା ନକ୍ଷତ୍ର ପ୍ରତ୍ୟେକ କାର୍ଯ୍ୟରେ ବନ୍ଧୁଙ୍କ ନିକଟରୁ ସହଯୋଗ ପାଇବେ। ପାରିବାରିକ ସ୍ତରରେ ରାଗ, ରୁଷା ଓ ଅଭିମାନଭରା ପରିବେଶ ସୃଷ୍ଟି ହେବ। ଅର୍ଥ ଆବଶ୍ୟକତା ପୂରଣ ହେବାରେ ସହକର୍ମୀଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଶିକ୍ଷା, ଗବେଷଣା, ଶିଳ୍ପ,…
ରାଶିଫଳ: ବୁଧବାର, ଜାନୁଆରୀ ୮ ତାରିଖ – Daily Horoscope
ମେଷ ଆଜି ସମସ୍ୟା ସମାଧାନ, ବିଶିଷ୍ଟ ବ୍ୟକ୍ତିଙ୍କ ସଙ୍ଗଲାଭ, ପ୍ରଶାସନିକ ସଫଳତା ପାଇବେ। ବ୍ୟୟସ୍ଥ ରାହୁ ଯୋଗୁ ବିଦେଶ ଯାତ୍ରା ସୁଯୋଗ, ଅପବ୍ୟୟ ସଙ୍ଗକୁ ସ୍ବାସ୍ଥ୍ୟହାନି ଘଟିପାରେ। ମାଙ୍ଗଳିକ କାମ, ପ୍ରକଳ୍ପାରମ୍ଭ, କୃଷି, ବାଣିଜ୍ୟ ପାଇଁ ସମୟ ଅନୁକୂଳ ରହିବ। ବ୍ୟବସାୟିକ…
ରାଶିଫଳ: ମଙ୍ଗଳବାର, ଜାନୁଆରୀ ୭ ତାରିଖ – Daily Horoscope
ମେଷ କର୍ମଜଞ୍ଜାଳ ବଢ଼ିବା କାରଣରୁ ମାନସିକ ଅସ୍ଥିରତା ବୃଦ୍ଧି ପାଇବ। କାନକୁହା କଥା ପାରିବାରିକ କ୍ଷେତ୍ରରେ ପ୍ରତିବନ୍ଧକ ଓ କୌଣସି ବିବାଦୀୟ ପରିବେଶ ସୃଷ୍ଟି କରିପାରେ। ପରୋକ୍ଷ ଶତ୍ରୁତା, ବାଣିଜ୍ୟରେ କ୍ଷତି, ଜମିଜମାରେ ଦ୍ୱନ୍ଦ୍ୱ ଅସ୍ଥିରତାର ମୁଖ୍ୟ କାରଣ ହେବ। ମନୋରଞ୍ଜନ,…
ରାଶିଫଳ: ସୋମବାର, ଜାନୁଆରୀ ୬ ତାରିଖ – Daily Horoscope
ମେଷ ଆଜି ସକାଳୁ ସକାଳୁ ଆଶା କରିଥିବା ଖବରଟି ପାଇ ମନ ଖୁସି ହୋଇଯିବ। ଯାତ୍ରା, ବାଣିଜ୍ୟ, ପରିବହନ ପ୍ରଭୃତି କ୍ଷେତ୍ରରେ ସୁଫଳ ପାଇବେ। ନିଜର ଲୋକଙ୍କ ଅପେକ୍ଷା ପର ଲୋକଙ୍କ ସାହାଯ୍ୟ, ସହଯୋଗ ବିଶେଷଭାବରେ କାମକୁ ଆସିବ। ଦ୍ୱାଦଶରେ ଚନ୍ଦ୍ର…
ରାଶିଫଳ: ରବିବାର, ଜାନୁଆରୀ ୫ ତାରିଖ – Daily Horoscope
ମେଷ ଆଜିର ଏକାଦଶରେ ତିନୋଟି ଗ୍ରହ ଥିବାରୁ ସମ୍ମାନ, କାର୍ଯ୍ୟସାଧନ, ମିତ୍ରତା ବୃଦ୍ଧି ସାଙ୍ଗକୁ ବିବାଦର ସମାଧାନ ହେବ। ନୀଚ ରାଶିରେ ମଙ୍ଗଳଜନିତ ଅସୁସ୍ଥତାର ସୂଚନା ରହିଛି। ଘର ଲୋକଙ୍କ ଅପେକ୍ଷା ପର ଲୋକଙ୍କ ସାହାଯ୍ୟ, ସହଯୋଗ ବିଶେଷଭାବେ ଅନୁଭୂତ ହେବ।…
ରାଶିଫଳ: ଶନିବାର, ଜାନୁଆରୀ ୪ ତାରିଖ – Daily Horoscope
ମେଷ ଆଜି ଦ୍ୱିଜା ନକ୍ଷତ୍ର ପାରିବାରିକ ସମସ୍ୟା ସମାଧାନ କରି ଆଶ୍ୱସ୍ତି ଲଭିବେ। ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତା, ବ୍ୟବସାୟ, ପରିବହନ ଓ ନିର୍ମାଣାଧୀନ କାମରେ ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀ ପ୍ରତିବାଦର ସ୍ବର ଉଠାଇ ପରିସ୍ଥିତିକୁ ଜଟିଳ କରିଦେବେ। ଅଭାବଜନିତ…
ରାଶିଫଳ: ଶୁକ୍ରବାର, ଜାନୁଆରୀ ୩ ତାରିଖ – Daily Horoscope
ମେଷ ଉନ୍ନତ ଚିନ୍ତା ଓ କାର୍ଯ୍ୟଦକ୍ଷତାକୁ ଉପରିସ୍ଥଙ୍କ ଅନୁକମ୍ପା ସହକର୍ମୀଙ୍କୁ ସୁହାଇ ନ ପାରେ। ବିଦେଶସ୍ଥ ଆତ୍ମୀୟଙ୍କ ସମସ୍ୟା ବିଷୟରେ ଦୁଶ୍ଚିନ୍ତା ପାରିବାରିକ ଅଶାନ୍ତିର କାରଣ ହେବ। ବକେୟା ଅର୍ଥଲାଭ, ବ୍ୟବସାୟିକ ସଫଳତା, ପରିବହନରେ ଉନ୍ନତି ଓ ଆନୁଷ୍ଠାନିକ କାମରେ ନିୟୋଜିତ…
ରାଶିଫଳ: ଗୁରୁବାର, ଜାନୁଆରୀ ୨ ତାରିଖ – Daily Horoscope
ମେଷ ଆଜି ଦିନଟି ଗତାନୁଗତିକ ରୀତିରେ ଗଡି ଚାଲିବ। ଆର୍ଥିକ ଅଭିବୃଦ୍ଧି, ସ୍ବାସ୍ଥ୍ୟରେ ଉନ୍ନତି, ସ୍ଥଗିତ କାମରେ ଅଗ୍ରଗତି, ପାରିବାରିକ ସମସ୍ୟାର ସମାଧାନ କରି ଆଶ୍ୱସ୍ତି ଲାଭ କରିବେ। ବାଧ୍ୟବାଧକତାରେ ବ୍ୟୟବୃଦ୍ଧି ଓ ଶତ୍ରୁତାଜନିତ ସମସ୍ୟାର ସମ୍ମୁଖୀନ ହେବେ। ଭଲ ସମ୍ପର୍କ…
ରାଶିଫଳ: ବୁଧବାର, ଜାନୁଆରୀ ୧ ତାରିଖ – Daily Horoscope
ମେଷ ନୂଆ ବର୍ଷର ପହିଲି ଦିନରେ ଚନ୍ଦ୍ର କର୍ମ ସ୍ଥାନରେ ଅବସ୍ଥାନକରି ବନ୍ଧୁମିଳନରେ ଆନନ୍ଦ ପ୍ରଦାନ କରିବେ। ଉତ୍ତମ ସ୍ବାସ୍ଥ୍ୟ, ଉନ୍ନତ ଚିନ୍ତାଧାରା, ସୁନ୍ଦର ପାରିବାରିକ ସ୍ଥିତି ସୁସ୍ଥ ମାନସିକତା ସୃଷ୍ଟି କରିବ। ନୂଆ ଯୋଜନା ମାଧ୍ୟମରେ ବ୍ୟବସାୟରେ ଶାଖା ପ୍ରଶାଖା…
ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୧ ତାରିଖ – Daily Horoscope
ମେଷ ଆଜି ରବି ପୂର୍ବାଷାଢ଼ା ନକ୍ଷତ୍ରରେ ରହିଥିବାରୁ ବିଶିଷ୍ଟବ୍ୟକ୍ତିଙ୍କ ସହ ଆଲୋଚନା ଫଳପ୍ରଦ ହେବ। ପ୍ରତ୍ୟୁଷ ଯାତ୍ରା ସଙ୍ଗକୁ ମନେ ମନେ ଭାବୁଥିବା କାମରେ ସଫଳତା ପାଇବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହୋଇ ଉଠିବ। ଆନୁଷ୍ଠାନିକ…
ରାଶିଫଳ: ସୋମବାର, ଡିସେମ୍ବର ୩୦ ତାରିଖ – Daily Horoscope
ମେଷ କର୍ମଦକ୍ଷତା ହେତୁ ସାମାଜିକ ସ୍ତରରେ ସମ୍ମାନିତ ହେବେ। ଆଜି ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ସବିଶେଷ ଆଲୋଚନାପୂର୍ବକ ପୂର୍ବ ସ୍ଥୀରିକୃତ ଯାନ, ଯାନ୍ତ୍ରିକ ଜିନିଷ, ଗୃହୋପକରଣ କିଣିବା ପାଇଁ ମନବଳାଇବେ। ଫେରିବା ବାଟରେ ବନ୍ଧୁଙ୍କୁ ଭେଟି…
ରାଶିଫଳ: ରବିବାର, ଡିସେମ୍ବର ୨୯ ତାରିଖ – Daily Horoscope
ମେଷ ସକାଳୁ ସକାଳୁ ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାତିତ ଭାବେ ପାଇ ଖୁସି ହୋଇଯିବେ। କର୍ମକ୍ଷେତ୍ରରେ ଏକାଧିକ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ। ସଭା ସମିତିକୁ ଆହୂତ ହୋଇ ସାମାଜିକ…
Archives


