Rasifala

ରାଶିଫଳ: ଗୁରୁବାର, ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜି ଧର୍ମଭାବରେ ଚନ୍ଦ୍ର ଓ ଦ୍ୱିତୀୟସ୍ଥ ଶୁକ୍ର ଯୋଗୁ ଯାତ୍ରା, ବାଣିଜ୍ୟରୁ ଅର୍ଥଲାଭ ଅବଶ୍ୟମ୍ଭାବୀ। ପ୍ରିୟଜନଙ୍କ ସହ ମନୋମାଳିନ୍ୟ ଆଶଙ୍କା ରହିଛି। ଆଧ୍ୟାତ୍ମିକଗ୍ରହ ଶନିଙ୍କ ଆଶୀର୍ବାଦରୁ ଦେବଦର୍ଶନଜନିତ ଆନନ୍ଦ ଅନୁଭବ କରିପାରନ୍ତି। ଆଲୋଚନା ପରିସର, ସଭାସମିତି, କଳା-ସାହିତ୍ୟ, ଭଜନସନ୍ଧ୍ୟା, ଗବେଷଣାଦି…

ରାଶିଫଳ: ବୁଧବାର, ଜୁଲାଇ ୯ ତାରିଖ – Daily Horoscope

ମେଷ କର୍ମାଧିପ ଦ୍ୱାଦଶସ୍ଥ ଯୋଗୁ ବନ୍ଧୁମତାନ୍ତର, ଧନହାନୀ ଓ କାମରେ ପ୍ରତିରୋଧର ସମ୍ମୁଖୀନ ହେବେ। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ। ପ୍ରିୟଜନଙ୍କ…

ରାଶିଫଳ: ମଙ୍ଗଳବାର , ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ଶୁକ୍ରଙ୍କ ଦୃଷ୍ଟିଜନିତ ପାରିବାରିକ ସୁଖସମୃଦ୍ଧି ଅନୁଭବ କରିବେ ା ପୂର୍ବନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ବନ୍ଧୁମିଳନ ସହ ଅଭିଳଷିତ ଫଳ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। ସ୍ବାସ୍ଥ୍ୟ…

ରାଶିଫଳ: ସୋମବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଯାହା ଆଶା କରୁଛନ୍ତି ତାହା ପାଇବାରେ ଅସୁବିଧା ହେବନାହିଁ। ବନ୍ଧୁଙ୍କ ସହ ଆକସ୍ମିକ ଦୂରଯାତ୍ରା କରିବାର ସୁବିଧା ପାଇପାରନ୍ତି। ସକାଳୁ ସକାଳୁ ଅର୍ଥ ସମ୍ପର୍କିତ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କଲେ ସଫଳତା ପାଇବେ । ଦିନ ମଧ୍ୟରେ…

ରାଶିଫଳ: ରବିବାର, ଜୁଲାଇ ୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ପ୍ରତି ଗୁରୁଦୃଷ୍ଟି ପ୍ରଭାବରୁ କାର୍ଯ୍ୟସିଦ୍ଧି ଓ ବନ୍ଧୁମିଳନ ଘଟିବ। ମନୋରଞ୍ଜନ ଉପକରଣ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ। ଗୃହ ମରାମତି, ଭୂମିକ୍ରୟ, ଯାନ୍ତ୍ରିକ ଜିନିଷ କ୍ରୟ ବିକ୍ରୟରେ କଳହ…

ରାଶିଫଳ: ଗୁରୁବାର, ଜୁଲାଇ ୩ ତାରିଖ – Daily Horoscope

ମେଷ ଗତକାଲିର ଆଲୋଚନା ମୁତାବକ କାମରେ ଲାଗିପଡନ୍ତୁ ଅବଶ୍ୟ ଦୁଶ୍ଚିନ୍ତା କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। କର୍ମକ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ଦେଖାଦେବ। ସଭାସମିତି, ସଂଗଠନ, ରାଜନୀତିରେ ଉନ୍ନତ ଫଳ ପାଇବେ। ତର୍କ ନ କରି…

ରାଶିଫଳ: ବୁଧବାର, ଜୁଲାଇ ୨ ତାରିଖ – Daily Horoscope

ମେଷ ଆଜି ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ନିଶ୍ଚିତ। ଅର୍ଥ ସମ୍ପର୍କୀୟ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିବା ଦିଗରେ ସଫଳତା ପାଇବେ। ସାମାଜିକ କାମରେ ସହଯୋଗ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ମଙ୍ଗଳଙ୍କ ବଳହୀନତାରୁ ଶାରୀରିକ କ୍ଲାନ୍ତି…

ରାଶିଫଳ: ମଙ୍ଗଳବାର, ଜୁଲାଇ ୧ ତାରିଖ – Daily Horoscope

ମେଷ ଆଜିର ପୂର୍ବାଫାଲଗୁନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଅର୍ଥଲାଭ, ସାମାଜିକ ସମ୍ମାନ ସହ କାର୍ଯ୍ୟସିଦ୍ଧି କରାଇବ। ଦୀର୍ଘ ଦିନ ହେଲା ଯାହା ହୋଇ ପାରିନି ତାହା ପୂର୍ଣ୍ଣତା ଲାଭ କରିବା ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାଙ୍କ…

ରାଶିଫଳ: ସୋମବାର, ଜୁନ୍ ୩୦ ତାରିଖ – Daily Horoscope

ମେଷ ଆଜି ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇ ମନର ଦୁଃଖକୁ ଲାଘବ କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ କେତେକ ଭୁଲ୍‌ରୁ କିମ୍ବା ଭାବପ୍ରବଣତାରୁ କାମ ବିଶୃଙ୍ଖଳିତ ହେବ। ବନ୍ଧୁଙ୍କ ପ୍ରେରଣାରେ ସତ୍‌ସଙ୍ଗ, ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ।…

ରାଶିଫଳ: ରବିବାର, ଜୁନ୍ ୨୯ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର ବନ୍ଧୁଙ୍କ ପରାମର୍ଶରେ ସାମାଜିକ ସ୍ତରରେ ଉଲ୍ଲେଖନୀୟ କାମ କରି ପ୍ରଶଂସିତ ହେବେ। କେତେକ ଭୁଲ୍‌ରୁ କାମ ବିଶୃଙ୍ଖଳିତ ହେବା ଆଶଙ୍କା ରହିଛି। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପରକଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହେବ।…

ରାଶିଫଳ: ଶନିବାର , ଜୁନ୍ ୨୮ ତାରିଖ – Daily Horoscope

ମେଷ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାରୁ ଆଶ୍ୱସ୍ତି ଅନୁଭବ କରିବେ। ସରକାରୀ ସହାୟତା ସମ୍ପର୍କୀୟ ଖବର ବନ୍ଧୁଙ୍କ ନିକଟରୁ ଶୁଣି ଉଲ୍ଲସିତ ହୋଇପାରନ୍ତି। ଅନ୍ୟମାନଙ୍କର କଥାରେ ପ୍ରଭାବିତ ହୋଇ କାମ କଲେ ସମସ୍ୟା ଭିତରକୁ ଟାଣିହୋଇ ପାରନ୍ତି। କର୍ମକ୍ଷେତ୍ର, ବାଣିଜ୍ୟ,…

ରାଶିଫଳ: ଗୁରୁବାର, ଜୁନ୍ ୨୬ ତାରିଖ – Daily Horoscope

ମେଷ ଶୁକ୍ରଙ୍କ ସୁପ୍ରଭାବରେ ମନ ପ୍ରଫୁଲ୍ଲ ରହିବା ସହ ବନ୍ଧୁମିଳନରୁ ଆନନ୍ଦିତ ହେବେ। ଆଜିର ଯାତ୍ରାରେ ଲକ୍ଷ୍ୟପୂରଣ, ପାରିବାରିକ ଶାନ୍ତି ଏବଂ ପରିଭ୍ରମଣର ସୁଯୋଗ ଲାଭ କରିବେ। ସଭାସମିତି, ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ସାମିଲ ହୋଇ ପ୍ରଶଂସିତ ହେବେ। ପିଲାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?