ରାଶିଫଳ: ରବିବାର, ଡିସେମ୍ବର ୧୫ ତାରିଖ – Daily Horoscope
ମେଷ ଆଜି ବିଭିନ୍ନ ଦୁଶ୍ଚିନ୍ତା କାରଣରୁ ମାନସିକ ଶିଥିଳତା ଦେଖାଦେବ। ଆତ୍ମୀୟଙ୍କୁ ଅତି ନିକଟରେ ପାଇ ନିଜକୁ କିଛି ସମୟ ପାଇଁ ଭୁଲିଯିବେ। ସଭାସମିତି, ମନୋରଞ୍ଜନ କିମ୍ବା କୌଣସି ନୂତନ କର୍ମାରମ୍ଭ କରିବାରେ ବ୍ୟସ୍ତ ରହିପାରନ୍ତି। ଆର୍ଥିକ ଉନ୍ନତି ସହ ଶିକ୍ଷା,…
ରାଶିଫଳ: ଶନିବାର, ଡିସେମ୍ବର ୧୪ ତାରିଖ – Daily Horoscope
ମେଷ ଆଜି ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରି ଖୁସି ମନେଇବେ। ପରିବାରର ଖର୍ଚ୍ଚ ବୃଦ୍ଧି ପାଉଥିବାରୁ ମାନସିକ ସୁସ୍ଥତା ରହିବ ନାହିଁ। ପୂର୍ବ ପରିକଳ୍ପିତ ଯୋଜନା ଅନୁଯାୟୀ କର୍ମ କରିଚାଲିଲେ ଉପକୃତ ହେବେ ।…
ରାଶିଫଳ: ଶୁକ୍ରବାର , ଡିସେମ୍ବର ୧୩ ତାରିଖ – Daily Horoscope
ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ପାରିବାରିକ ସୁସମ୍ପର୍କ ଓ ସୁଖ, ସମୃଦ୍ଧି ବୃଦ୍ଧିପାଇବ। ଯାହା ପାଇବା ପାଇଁ ଚିନ୍ତା କରୁଛନ୍ତି ତାହା ଝିନ୍ଝଟ୍ ମଧ୍ୟରେ ପାଇବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ ବନ୍ଧୁ ସାହାଯ୍ୟ କରିବେ। ବାଣିଜ୍ୟ ଓ ପରିବହନରେ…
ରାଶିଫଳ: ଗୁରୁବାର, ଡିସେମ୍ବର ୧୨ ତାରିଖ – Daily Horoscope
ମେଷ ଆଜି ଅଶ୍ୱିନୀ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନକରି ମାନସିକ ବ୍ୟସ୍ତତା ବୃଦ୍ଧିକରିବେ। ଆର୍ଥିକ ଅଭିବୃଦ୍ଧି, ସ୍ବାସ୍ଥ୍ୟରେ ଉନ୍ନତି, ସ୍ଥଗିତ କାମରେ ଅଗ୍ରଗତି, ପାରିବାରିକ ସମସ୍ୟା ସମାଧାନ କରିବେ। ବ୍ୟୟବୃଦ୍ଧି ଓ ଶତ୍ରୁତାଜନିତ ସମସ୍ୟାର ସମ୍ମୁଖୀନ ହେବେ। ଭଲ ସମ୍ପର୍କ ନ ଥିବା…
ରାଶିଫଳ: ବୁଧବାର, ଡିସେମ୍ବର ୧୧ ତାରିଖ – Daily Horoscope
ମେଷ ମଙ୍ଗଳଙ୍କ କୁପ୍ରଭାବରେ ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ନୂଆ ଯୋଜନା ମାଧ୍ୟମରେ ବ୍ୟବସାୟରେ ଶାଖା ପ୍ରଶାଖା ଖୋଲିବା ସମ୍ଭାବନା ରହିଛି। ପାରିବାରିକ କ୍ଷେତ୍ରର ଅସଜଡ଼ା ପରିସ୍ଥିତି ମାନସିକ ସ୍ଥିତିକୁ ଶିଥିଳ କରିପାରେ। ପ୍ରିୟଜନଙ୍କଠାରୁ…
ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୦ ତାରିଖ – Daily Horoscope
ମେଷ ଆଜି ସମୟାନୁବର୍ତ୍ତିତା ଓ କର୍ମଦକ୍ଷତା ଯୋଗୁ ପ୍ରଶଂସିତ ହେବେ। ପୂର୍ବରୁ ରହିଥିବା ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ମାନସିକ ସ୍ତରରେ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ, ବିଦ୍ୟୁତ୍ ବ୍ୟବସାୟ ଓ ତେଜରାତି ଦୋକାନରୁ ଲାଭବାନ୍ ହେବେ। ବନ୍ଧୁଙ୍କ ସହ ଫଳପ୍ରଦ…
ରାଶିଫଳ: ସୋମବାର, ଡିସେମ୍ବର ୯ ତାରିଖ – Daily Horoscope
ମେଷ ଆଜି ଦ୍ୱିଜା ନକ୍ଷତ୍ର ଯାହା ଇଚ୍ଛା କରୁଛନ୍ତି ତାହା ପାଇବେ। ପରିବାରର ଆବଶ୍ୟକତାକୁ ଅନୁଭବ କରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ସଭାସମିତି…
ରାଶିଫଳ: ରବିବାର, ଡିସେମ୍ବର ୮ ତାରିଖ – Daily Horoscope
ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ରୁଚିବର୍ଦ୍ଧକ ହେବ। ମାତ୍ର ଈର୍ଷାପରାୟଣ ଆତ୍ମୀୟ ଅସୁବିଧାରେ ପକାଇବାକୁ ଚେଷ୍ଟା କରିବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ଦୂରଯାତ୍ରା ପାଇଁ ପ୍ରସ୍ତୁତିରେ ସମସ୍ୟା ଦେଖାଦେଇପାରେ। ପାରିବାରିକ ସ୍ଥିତି ପୂର୍ବପରି ଅକ୍ଷୁଣ୍ଣ…
ରାଶିଫଳ: ଶନିବାର, ଡିସେମ୍ବର ୭ ତାରିଖ – Daily Horoscope
ମେଷ ରାହୁଦୃଷ୍ଟ ବକ୍ରୀ ମଙ୍ଗଳ ଆପଣଙ୍କୁ ବିଭିନ୍ନ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ କରିଦେବ। ଅଭାବ ରହିବ ନାହିଁ କିନ୍ତୁ ଅଯଥା ଆଶଙ୍କା କରି ମନ ଅସ୍ଥିର ରହିବ। ସାମାନ୍ୟ ବିଳମ୍ବିତ ସମୟରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ସବୁ…
ରାଶିଫଳ: ଶୁକ୍ରବାର, ଡିସେମ୍ବର ୬ ତାରିଖ – Daily Horoscope
ମେଷ ଆଜିର ଗ୍ରହ ପ୍ରଭାବରେ ବିଭିନ୍ନ ଦିଗରୁ ଅର୍ଥ ସମାଗମ ହେବ କିନ୍ତୁ ସମସ୍ୟା ଛାଡିବ ନାହିଁ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ସନ୍ତାନଙ୍କ ବୈବାହ ଲାଗି ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ।…
ରାଶିଫଳ: ଗୁରୁବାର, ଡିସେମ୍ବର ୫ ତାରିଖ – Daily Horoscope
ମେଷ ଆଜି ଉଚ୍ଚପଦାଧତ୍କାରୀଙ୍କ ନିର୍ଦ୍ଦେଶାନୁସାରେ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ନିୟୋଜିତ ହୋଇପାରନ୍ତି। କର୍ମ ଏକାଦଶାଧିପତି ଶନି ସ୍ବଗୃହସ୍ଥ ଯୋଗୁ କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବୃଦ୍ଧି ସମସ୍ୟାର କାରଣ ହେବ। ବନ୍ଧୁ ସହଯୋଗର ପ୍ରତିଶ୍ରୁତି ଦେବେ। ଅତୀତ କଥାକୁ ଆଲୋଚନା କରି ପାରିବାରିକ ସମସ୍ୟା…
ରାଶିଫଳ: ବୁଧବାର, ଡିସେମ୍ବର ୪ ତାରିଖ – Daily Horoscope
ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ବୈଷୟିକ ସୁଖସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ, ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ ବିରୋଧୀ ହୋଇପାରନ୍ତି। କର୍ମସ୍ଥାନରେ ମାରକାଧିପତି ଥିବାରୁ ଆଜି ହିଁ ସମ୍ପନ୍ନ କରିବାକୁ ଭାବୁଥିବା କାମଟିକୁ ଶେଷ…
Archives


