ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope
ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ ସକାଶେ କରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବେ। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି…
ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope
ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଏବଂ ସରକାରୀ ସାହାଯ୍ୟ ପାଇପାରନ୍ତି।…
ରାଶିଫଳ: ଶୁକ୍ରବାର, ଫେବୃଆରୀ ୬ ତାରିଖ – Daily Horoscope
ମେଷ ଆଜି ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ଉଦାସ ରହିପାରନ୍ତି ଏବଂ କାମ ସକାଶେ ନିରୁତ୍ସାହିତ ରହିବେ। ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସମ୍ପର୍କିତ ଆଲୋଚନା କରିପାରନ୍ତି। କିନ୍ତୁ ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ଅସୁସ୍ଥତାବଶତଃ କେତେକ ଅତ୍ୟାବଶ୍ୟକ କାମଗୁଡିକ…
ରାଶିଫଳ: ଗୁରୁବାର, ଫେବୃଆରୀ ୫ ତାରିଖ – Daily Horoscope
ମେଷ ଆଜି ଉତ୍ତରାଫାଲଗୁନୀ ନକ୍ଷତ୍ରରେ ଚନ୍ଦ୍ର କର୍ମଜଞ୍ଜାଳଜନିତ ବ୍ୟସ୍ତତା ବୃଦ୍ଧି କରାଇପାରନ୍ତି। ସ୍ବାସ୍ଥ୍ୟୋନ୍ନତି ଓ କାର୍ଯ୍ୟସିଦ୍ଧିରୁ ଯେତିକି ଖୁସି ହେବେ ଭ୍ରାତୃବିବାଦ ଓ ବନ୍ଧୁସମ୍ପର୍କହାନିରୁ ସେତିକି ଦୁଃଖୀ ହେବେ। ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା ସହ ସାଂସ୍କୃତିକ କିମ୍ବା ଧର୍ମାନୁଷ୍ଠାନ ଦିଗ…
ରାଶିଫଳ: ବୁଧବାର, ଫେବୃଆରୀ ୪ ତାରିଖ – Daily Horoscope
ମେଷ ଚତୁଃଗ୍ରହ କର୍ମସ୍ଥାନରେ କାର୍ଯ୍ୟସିଦ୍ଧି, ଅର୍ଥ ଓ ସମ୍ମାନ ଲାଭ କରାଇବେ। କିନ୍ତୁ ନିକିତି ତଉଲ ପରି ପାରିବାରିକ ଜୀବନର ପଲା ନିମ୍ନାଭିମୁଖୀ ହେତୁ ମନାନ୍ତର ଓ ଭୁଲ୍ ବୁଝାମଣାରୁ ଅଶାନ୍ତ ସ୍ଥିତି ମଧ୍ୟ ଉପୁଜିପାରେ। କିନ୍ତୁ ଅଶ୍ୱିନୀ ନକ୍ଷତ୍ର ସକାଶେ…
ରାଶିଫଳ: ମଙ୍ଗଳବାର , ଫେବୃଆରୀ ୩ ତାରିଖ – Daily Horoscope
ମେଷ କେତୁଯୁକ୍ତ ଚନ୍ଦ୍ର କୋଣଭାବସ୍ଥ ଯୋଗୁ କର୍ମକ୍ଷେତ୍ରରେ ଟେନ୍ସନ ଲାଗି ରହିବ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ। ପ୍ରତ୍ୟୁଷଯାତ୍ରା, ବାଣିଜ୍ୟ, ପରିବହନରେ କୌଣସି ଅସୁବିଧା ରହିବନାହିଁ। ଆବଶ୍ୟକତାନୁଯାୟୀ…
ରାଶିଫଳ: ସୋମବାର , ଫେବୃଆରୀ ୨ ତାରିଖ – Daily Horoscope
ମେଷ ଆଜିର କର୍ମକ୍ଷେତ୍ରରେ ଦ୍ୱିଜା ନକ୍ଷତ୍ର ସମସ୍ତ ସମସ୍ୟାକୁ ପ୍ରତିହତ କରିବାରେ ସମର୍ଥ ହେବେ। ନିଜ ଲୋକ ବିରୁଦ୍ଧାଚରଣ କରିପାରନ୍ତି। ଯାନବାହନ, ହୋଟେଲଶିଳ୍ପ, ଛୋଟ ଦୋକାନ, ଆନୁଷ୍ଠାନିକ କାମ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସଭାସମିତିରେ କିମ୍ବା ଆଲୋଚନାରେ…
ରାଶିଫଳ: ରବିବାର, ଫେବୃଆରୀ ୧ ତାରିଖ – Daily Horoscope
ମେଷ ଆଜି ପୁଷ୍ୟା ନକ୍ଷତ୍ରରେ ଚନ୍ଦ୍ର ପରିବାର ଓ କର୍ମକ୍ଷେତ୍ରର ସ୍ଥିତିକୁ କେନ୍ଦ୍ର କରି ଭାବପ୍ରବଣ କରାଇବ। ସାମାଜିକ ସ୍ତରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ପାଇବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ଘଟିବ। ପ୍ରତ୍ୟୁଷ ଯାତ୍ରା, ସାଂସ୍କୃତିକ…
ରାଶିଫଳ: ଶନିବାର, ଜାନୁଆରୀ ୩୧ ତାରିଖ – Daily Horoscope
ମେଷ ଆଜିର ଗ୍ରହଚକ୍ରର ଅନୁକୂଳତା କର୍ମକ୍ଷେତ୍ର, ପାରିବାରିକ ଏବଂ ସାମାଜିକ ଦିଗକୁ ଋଦ୍ଧିମନ୍ତ କରିବ। ଶିଳ୍ପ, ନିର୍ମାଣ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ। ଆନୁଷ୍ଠାନିକ କାମରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପଦସ୍ଥ ବ୍ୟକ୍ତିଙ୍କ ଦ୍ୱାରା ଉଚ୍ଚ ପ୍ରଶଂସିତ ହେବେ।…
ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope
ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି। ପାରିବାରିକ ସମସ୍ୟାରେ ମନ ଭାରାକ୍ରାନ୍ତ ରହିପାରେ। ବନ୍ଧୁମିଳନ, ନୂତନ ବସ୍ତ୍ରାଭରଣ, ସୌଜନ୍ୟମୂଳକ ସାକ୍ଷାତାଲୋଚନା…
ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope
ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ ପାଇବେ। କର୍ମକ୍ଷେତ୍ରରେ ଅକୁହା କଥାକୁ ସହକର୍ମୀଙ୍କ ଆଗରେ ବଖାଣି ବସି ସମସ୍ୟାକୁ ନିମନ୍ତ୍ରଣ…
ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope
ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ ବାଧିବ। ବ୍ୟବସାୟ, ନିର୍ମାଣ, ଆନୁଷ୍ଠାନିକ କାମ, ବିବାଦୀୟ ଘଟଣା, ସଭାସମିତି, ଅର୍ଥ ସମ୍ପର୍କ…
Archives


