Rasifala

ରାଶିଫଳ: ଶନିବାର , ମେ ୩୧ ତାରିଖ – Daily Horoscope

ମେଷ ଯେତେ ସୁବିଧା ଥିଲେ ମଧ୍ୟ କାମ ହାସଲରେ ବାଧା କାରଣରୁ ମାନସିକ ଅବସ୍ଥା ଭଲ ରହିବ ନାହଁ। ବହୁତ ଦିନରୁ ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାରୁ ଚିନ୍ତିତ ରହିବେ। ପଡ଼ୋଶୀଙ୍କ ସହାୟତାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ…

ରାଶିଫଳ: ଶୁକ୍ରବାର, ମେ ୩୦ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ବିଜଡ଼ିତ ରହି କାର୍ଯ୍ୟହାନି, ମନସ୍ତାପ ଓ ବିବାଦରେ ଲିପ୍ତ ରହିପାରନ୍ତି। ପାରିବେଶିକ କୁପ୍ରଭାବରେ ସ୍ବାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କିତ ଚିନ୍ତା କରିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ ଅସୁବିଧା ହେବ ନାହିଁ। ଭ୍ରାତୃ ସମ୍ପର୍କ, ବନ୍ଧୁପ୍ରୀତି,…

ରାଶିଫଳ: ଗୁରୁବାର, ମେ ୨୯ ତାରିଖ – Daily Horoscope

ମେଷ ଆଜିର ପୂର୍ବାହ୍ନ ପ୍ରତ୍ୟେକ କ୍ଷେତ୍ରରେ ଅନୁକୂଳ ରହିବା ସମୟରେ ଅପରାହ୍ନରେ ପରିସ୍ଥିତି ବଦଳିଯିବ। ଆଜିର ଯାତ୍ରା, ବାଣିଜ୍ୟ, ଅଧ୍ୟୟନ, ଗବେଷଣା, ସାହିତ୍ୟ ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ। ପିଲାଙ୍କ କଥାକୁ ନେଇ ମାନସିକ ସ୍ଥିତି ବିପନ୍ନ ହେବ। ନୂତନ…

ରାଶିଫଳ: ବୁଧବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରିବା କଷ୍ଟକର ହେବ। ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ ତଥାପି ଅସୁସ୍ଥତା ଅନୁଭବ କରିବେ। ସାମାଜିକ କ୍ଷେତ୍ରରେ ଅଟକିଯାଇଥିବା କାର୍ଯ୍ୟ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ…

ରାଶିଫଳ: ମଙ୍ଗଳବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ବ୍ୟୟାଧିପ ଧର୍ମସ୍ଥାନକୁ ଦେଖୁଥିବାରୁ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି। ଦୂରସ୍ଥ ସନ୍ତାନଙ୍କ ପାଇଁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ। ପାରିବାରିକ କ୍ଷେତ୍ରରେ ମନରେ ଅନ୍ତଦ୍ଦର୍‌ବନ୍ଦ୍ୱ ସୃଷ୍ଟି ହେବାର ସୂଚନା ରହିଛି। କଳା, ସାହିତ୍ୟ, ସଂସ୍କୃତି ଓ…

ରାଶିଫଳ: ସୋମବାର, ମେ ୨୬ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ କିନ୍ତୁ ପାରିବାରିକ ସମସ୍ୟାରେ ମନ ଭାରାକ୍ରାନ୍ତ ରହିପାରେ। ବ୍ୟବସାୟରେ ପ୍ରତିବନ୍ଧକ, ଯାନବାହନରେ କ୍ଷତିର ସମ୍ଭାବନା ହେତୁ ସତର୍କତା ରକ୍ଷାକରିବା ଭଲ। କର୍ମକ୍ଷେତ୍ରସ୍ଥ ବିଶୃଙ୍ଖଳିତ ପରିସ୍ଥିତିରେ ପଡି ହାତରୁ ଖାଇ ପର ପାଇଁ ଖଟିବାକୁ…

ରାଶିଫଳ: ରବିବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ପ୍ରତ୍ୟେକ ପ୍ରତିବନ୍ଧକକୁ ପ୍ରତିହତ କରି କାର୍ଯ୍ୟ କରିବେ। ବନ୍ଧୁ ଗହଣରେ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିପାରନ୍ତି। ସାମାଜିକ ସ୍ତରରେ ଆପଣଙ୍କ ଦକ୍ଷତାର ମୂଲ୍ୟାୟନ ହେବା ସାଙ୍ଗକୁ ପୁରସ୍କୃତ ମଧ୍ୟ ହେବେ। ପରିବାରରେ ସାମୟିକ…

ରାଶିଫଳ:ଶନିବାର , ମେ ୨୪ ତାରିଖ – Daily Horoscope

ମେଷ ଆଜି ଯାତ୍ରା ଓ ନୂତନ କର୍ମାରମ୍ଭ ପାଇଁ ଭଲ ତଥାପି ଶତ୍ରୁମାନଙ୍କ ଦ୍ୱାରା ପୀଡ଼ିତ ହୋଇପାରନ୍ତି। ଗୃହ, ଭୂମି, ଗାଡ଼ି, ମୋଟର, ଧାରକରଜ ପ୍ରଭୃତିକୁ କେନ୍ଦ୍ରକରି କଳହ ଦେଖାଦେଇପାରେ। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କରେ ବନ୍ଧୁଙ୍କ ସହ ଆଲୋଚନା…

ରାଶିଫଳ: ଶୁକ୍ରବାର, ମେ ୨୩ ତାରିଖ – Daily Horoscope

ମେଷ ମଙ୍ଗଳ ନୀଚ୍ଚ ରାଶିରେ ରହିଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ନିଜକୁ ସଙ୍କୁଚିତ ମନେକରିବେ। ଏକାଦଶସ୍ଥ ଚନ୍ଦ୍ର ହେତୁ କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ଉନ୍ନତ ହେବ। ନିଜ ସଂସ୍ପର୍ଶରେ ଆସୁଥବା ଲୋକଙ୍କ କଥା ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗି…

ରାଶିଫଳ: ଗୁରୁବାର, ମେ ୨୨ ତାରିଖ – Daily Horoscope

ମେଷ ଆଜି ଗ୍ରହସ୍ଥିତିର ଅନୁକୂଳତା ହେତୁ ପ୍ରତ୍ୟେକ କ୍ଷେତ୍ରରେ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ବାହାର ଜାଗାରେ ସତର୍କତାର ସହ କାମ ନ କଲେ କ୍ଷତିରେ ପଡ଼ିବେ। ଆନୁଷ୍ଠାନିକ କାମରେ ଦୂରଯାତ୍ରା କରିବାକୁ ପଡ଼ିପାରେ। କୌଣସି ମୂଲ୍ୟବାନ୍‌ ଜିନିଷ କିଣିବା…

ରାଶିଫଳ: ବୁଧବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି ରାହୁ ନକ୍ଷତ୍ରସ୍ଥ ଚନ୍ଦ୍ର ହେତୁ କାର୍ଯ୍ୟହାନି ଓ ପ୍ରାପ୍ତିରେ ନୈରାଶ୍ୟହେତୁ ମନ ବିଷାଦିତ ରହିବ। ଶୁକ୍ରଙ୍କ ସୁପ୍ରଭାବରୁ ପାରିବାରିକ ଜୀବନ ହସଖୁସିରେ କଟିବ। ଶିଳ୍ପ, ବାଣିଜ୍ୟ, ପରିବହନରେ ଶିଥିଳତା ଦେଖାଦେଲେ ମଧ୍ୟ ଲାଭ କିଛି ଊଣା ହେବନି। ନିଜର…

ରାଶିଫଳ: ମଙ୍ଗଳବାର, ମେ ୨୦ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ପାରିବାରିକ ଅଶାନ୍ତି ସାଙ୍ଗକୁ ବନ୍ଧୁଙ୍କ ସହ ଭୁଲ୍‍ ବୁଝାମଣା ସୃଷ୍ଟିହେବ। ବ୍ୟବସାୟ, ରାଜନୀତି, ସଭାସମିତି, ଜମିଜମା କାରବାର ପାଇଁ ଅସୁବିଧା ହେବନାହିଁ। ସନ୍ତାନଙ୍କ ଅଶାନ୍ତ ମନ ଦେଖି ଚିନ୍ତିତ ହେବେ। ଆକସ୍ମିକ ଭାବରେ ବନ୍ଧୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?