Rasifala

ରାଶିଫଳ: ସୋମବାର, ମେ ୧୯ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରସ୍ଥ ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ । ଉଚ୍ଚମନ, ଉତ୍କୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିପାରିବେ। ସାମାଜିକ ସ୍ତରରେ ଉଚ୍ଚାସନ ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ ଓ ଅର୍ଥନୈତିକ କାର୍ଯ୍ୟକ୍ରମ…

ରାଶିଫଳ: ରବିବାର, ମେ ୧୮ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ବିଭିନ୍ନ ପ୍ରକାରର କାର୍ଯ୍ୟବ୍ୟସ୍ତତା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେବ। ଅଧ୍ୟାପନା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର , ସାହିତ୍ୟ ତଥା ପ୍ରତିଯୋଗିତା କ୍ଷେତ୍ରରୁ ପ୍ରଶଂସା ମିଳିବ।…

ରାଶିଫଳ: ଶନିବାର, ମେ ୧୭ ତାରିଖ – Daily Horoscope

ମେଷ ଉଚ୍ଚସ୍ଥ ରବିଙ୍କ ଯୋଗୁ କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବୃଦ୍ଧି ପାଇବ। ଉତ୍ତମ ପାରିବାରିକ ସମ୍ପର୍କ ଲୋକସମ୍ପର୍କ ବୃଦ୍ଧିରେ ସହାୟକ ହୋଇପାରେ। ସବୁକଥାକୁ ଭଲରୂପେ ବିଚାରପୂର୍ବକ କାମ କରି ଆଗକୁ ବଢ଼ିବା ଠିକ୍‌ ହେବ। ବ୍ୟବସାୟ, ବାଣିଜ୍ୟ, ପରିବହନ, ନିର୍ମାଣ, ପ୍ରଶାସନ ଓ…

ରାଶିଫଳ: ଶୁକ୍ରବାର , ମେ ୧୬ ତାରିଖ – Daily Horoscope

ମେଷ ଆଜିର ଯାତ୍ର୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା, ପ୍ରଶାସନିକ କାମ ଓ ରାଜନୈତିକ ଦିଗଟି ଭଲ ରହିବ। ସବୁ ସମୟରେ ସାହାଯ୍ୟ ସହଯୋଗ ପାଉଥିବା ଲୋକଟି ସ୍ବାର୍ଥହାନି ହେତୁ ଚିହଁିକି ଉଠିପାରେ। କର୍ମାଧିପ ଦୁଃସ୍ଥାନସ୍ଥ ଯୋଗୁ ଯେତେ ଭଲ କାମ କଲେ ମଧ୍ୟ…

ରାଶିଫଳ: ଗୁରୁବାର, ମେ ୧୫ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହଯୋଗରୁ କାମ ସମ୍ପନ୍ନ କରିବାରେ ଅସୁବିଧା ହେବନାହିଁ। ରହିଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ ଶେଷ ମଧ୍ୟ କରିପାରିବେ। ବନ୍ଧୁଙ୍କ ପରାମର୍ଶାନୁସାରେ ପାରିବାରିକ ଝମେଲା ସମାଧାନ ଆଡକୁ ଗତି କରିବ।…

ରାଶିଫଳ: ବୁଧବାର, ମେ ୧୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି। କୃତ୍ତିକା ନକ୍ଷତ୍ର…

ରାଶିଫଳ: ମଙ୍ଗଳବାର, ମେ ୧୩ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ର ଜନିତ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ପ୍ରତ୍ୟେକ କାମ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। ବ୍ୟବସାୟ , ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ…

ରାଶିଫଳ: ସୋମବାର, ମେ ୧୨ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିପାରେ। ରାହୁ ପ୍ରଭାବରୁ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବା ଶୁଣିବାକୁ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିବ।…

ରାଶିଫଳ: ରବିବାର, ମେ ୧୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ଅର୍ଥ ଲାଭ ସହ ଶାରୀରିକ ସୁସ୍ଥତା କାମ କରିବା ସକାଶେ ଉତ୍ସାହିତ କରିପାରେ। ପ୍ରତ୍ୟେକ ପରିସ୍ଥିତିରେ ମନ ବୁଝତ୍ଲା ଭଳି କଥା କହି ପରିସ୍ଥିତିକୁ…

ରାଶିଫଳ: ଶନିବାର, ମେ ୧୦ ତାରିଖ – Daily Horoscope

ମେଷ ଆଜି ବୁଧାଦିତ୍ୟ ଯୋଗ ପ୍ରଭାବରୁ କର୍ମକ୍ଷେତ୍ର ଓ ସାମାଜିକ ସ୍ତରରେ ପ୍ରଶଂସା ପାଇବେ। ଶିକ୍ଷା, ପରୀକ୍ଷା, ସଭା ସମିତି, ସାହିତ୍ୟଚର୍ଚ୍ଚା ଏବଂ ସାମ୍ବାଦିକତା ପାଇଁ ଦିନଟି ପ୍ରଶସ୍ତ ରହିବ। ପରିବହନ, ଲୋକ ସମ୍ପର୍କ, ଯାନବାହନ ଦିଗରେ ବ୍ୟତିକ୍ରମ ଆସିପାରେ। ଶିଳ୍ପ,…

ରାଶିଫଳ: ଶୁକ୍ରବାର , ମେ ୯ ତାରିଖ – Daily Horoscope

ମେଷ ଆଜି ଭାଇ, ବନ୍ଧୁ କିମ୍ବା ଆମତ୍ୀୟଙ୍କ ସାହାଯ୍ୟରୁ କୌଣସି କାମ ଅଟକିବ ନାହିଁ। ବିବାଦୀୟ ଘଟଣାରେ କୌଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍‍ ହେବ ନାହିଁ। କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, କଳା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।…

ରାଶିଫଳ: ଗୁରୁବାର, ମେ ୮ ତାରିଖ – Daily Horoscope

ମେଷ ରବିଙ୍କ ସୁପ୍ରଭାବରୁ ଉଚ୍ଚଚିନ୍ତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଧର୍ମକାର୍ଯ୍ୟ କରିବାକୁ ମନ ବଳାଇବେ। ଆଜିର ଯାତ୍ରା, ବାଣିଜ୍ୟ, ମାଙ୍ଗଳିକ କାମ ଫଳପ୍ରଦ ରହିବ। କଥାରେ, ବ୍ୟବହାରରେ ଶାଳୀନତା ରକ୍ଷା ନକଲେ ଓଲଟା ଫଳ ପାଇବେ। ଅବଶ୍ୟ ପାରିବାରିକ, ପରିବହନ, ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?