ରାଶିଫଳ: ଶୁକ୍ରବାର , ଅକ୍ଟୋବର ୪ ତାରିଖ – Daily Horoscope
ମେଷ ବାଣୀକାରକ ବୁଧ ପାପଗ୍ରହ ପ୍ରଭାବରେ ଆପଣଙ୍କ ଆଜିର ଭୁଲ୍ ନିଷ୍ପତ୍ତି ସମସ୍ୟା ସୃଷ୍ଟି କରିବ। ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ ତଥାପି ସକାଳ ସମୟଟି ମାନସିକ ଅସ୍ଥିରତା ମଧ୍ୟରେ କଟିବ। ଦେବା ନେବାକୁ କେନ୍ଦ୍ରକରି ସମ୍ପର୍କୀୟଙ୍କ ସହ ବିବାଦ…
ରାଶିଫଳ: ଗୁରୁବାର, ଅକ୍ଟୋବର ୩ ତାରିଖ – Daily Horoscope
ମେଷ ଆଜି ଧନାଧିପ ସପ୍ତମସ୍ଥ ଯୋଗୁ ଅର୍ଥ, ସମ୍ମାନ ସହ କର୍ମକ୍ଷେତ୍ରରେ ସମ୍ମାନର ଅଧିକାରୀ ହେବେ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଆନୁଷ୍ଠାନିକ କାମ, ସଭାସମିତି, ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଉନ୍ନତମାନର ସୁଫଳ ପାଇବେ। ମଙ୍ଗଳଙ୍କ ଦୁର୍ବଳତା ସାମୟିକ…
ରାଶିଫଳ: ବୁଧବାର, ଅକ୍ଟୋବର ୨ ତାରିଖ – Daily Horoscope
ମେଷ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ କିନ୍ତୁ ମାନସିକ ସ୍ତରରେ ବ୍ୟସ୍ତତା ଲାଗିରହିବ। ଈର୍ଷା ପରାୟଣ ବ୍ୟକ୍ତି ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି କଟୁ ମନ୍ତବ୍ୟ ଦେଇ ପାରନ୍ତି। ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ କିନ୍ତୁ…
ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧ ତାରିଖ – Daily Horoscope
ମେଷ ଆଜିର ଚନ୍ଦ୍ର ରାଶିର ସନ୍ତାନ ଭାବରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ବିଭିନ୍ନ ସମସ୍ୟା ସାଙ୍ଗକୁ ଆମତ୍ୀୟଙ୍କ ହତାଦର ମାନସିକ ସ୍ଥିତିକୁ କଳୁଷିତ କରିଦେବ। ଶତ୍ରୁତା କରୁଥିବା ବ୍ୟକ୍ତି ଅସୁବିଧାରେ ପକାଇବାକୁ ଚେଷ୍ଟାକରି ବିଫଳ ହେବେ। ରଚନାମତ୍କ…
ରାଶିଫଳ: ସୋମବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope
ମେଷ ଅଟକିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକଙ୍କୁ ଦାୟୀ କରିବେ। ଦ୍ୱିଜା ନକ୍ଷତ୍ରର ଆପୋସ ଆଲୋଚନା…
ରାଶିଫଳ: ରବିବାର, ସେପ୍ଟେମ୍ବର ୨୯ ତାରିଖ – Daily Horoscope
ମେଷ ମଙ୍ଗଳଙ୍କ ଦୁର୍ବଳତା ଓ ଶୁକ୍ରଙ୍କ ସବଳତା ହେତୁ ବାଦବିବାଦରୁ ଦୂରେଇ ରହିବା ଭଲ। ଅଟକି ରହିଥିବା କାମଗୁଡ଼ିକ ଯୋଗୁ ଶାନ୍ତି ବ୍ୟାହତ ହେବ। ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା ଜାରି ରଖିଲେ ଆଗାମୀ ଆଶା ପୂର୍ଣ୍ଣତା ପ୍ରାପ୍ତି ହୋଇପାରିବ। ବନ୍ଧୁଙ୍କ…
ରାଶିଫଳ: ଶନିବାର , ସେପ୍ଟେମ୍ବର ୨୮ ତାରିଖ – Daily Horoscope
ମେଷ ବିଚାରବୁଦ୍ଧି, ଦୂରଦର୍ଶିତା ଏବଂ ନ୍ୟାୟୋଚିତ ଦିଗ୍ଦର୍ଶନ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ରବିଙ୍କ ଦୁର୍ବଳତା କାରଣରୁ କୃତ୍ତିକା ନକ୍ଷତ୍ରର ମାନସିକ ସ୍ତରରେ ଏକାଧିକ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ଶୁକ୍ରଙ୍କ କେନ୍ଦ୍ରାବସ୍ଥାନ ହେତୁ ଉତ୍ତମ ସ୍ବାସ୍ଥ୍ୟ, ଅର୍ଥନୈତିକ ଅଭିବୃଦ୍ଧି ହେବ। ପାରିବାରିକ…
ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୨୭ ତାରିଖ – Daily Horoscope
ମେଷ ଆଜି ଶନି ନକ୍ଷତ୍ରସ୍ଥ ଚନ୍ଦ୍ର ହେତୁ ଅଚାନକ ଭାବରେ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ। ଭଲ ସମ୍ପର୍କ ରହିଥିବା ବନ୍ଧୁମାନେ ଜମା ଆପଣଙ୍କ ପାଖ ମାଡ଼ିବେ ନାହିଁ। ଅବଶ୍ୟ ସ୍ବାସ୍ଥ୍ୟରେ ଉନ୍ନତି ଘଟି ଦୁର୍ବଳତା କେତେକାଂଶରେ ଦୂର ହେବ। ପୁରୁଣା…
ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୬ ତାରିଖ – Daily Horoscope
ମେଷ ଆଜି ତୃତୀୟ ସ୍ଥାନରେ ରାଶ୍ୟାଧିପ ଚତୁର୍ଥ କେନ୍ଦ୍ରାଧିପତିଙ୍କ ସହ ଅବସ୍ଥାନ କରି ବନ୍ଧୁଙ୍କ ସାହାଯ୍ୟ ଲାଭକରି ପାରିବେ। ରାହୁଙ୍କ ପ୍ରଭାବରେ ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ପାଇବେ କିନ୍ତୁ ଅବସନ୍ନତା ଅନୁଭବ କରିପାରନ୍ତି। ଷଷ୍ଠସ୍ଥ କେତୁଯୁକ୍ତ ବୁଧାଦିତ୍ୟ ଯୋଗ ଅଭିଳାଷ…
ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope
ମେଷ ଆଜି ଦିନଟି ବନ୍ଧୁଙ୍କ ସହ ଯାତ୍ରାକାଳୀନ ସୁମଧୁର ଅନୁଭୂତିକୁ ନେଇ ବିତିବ। ଜମିଜମା, ଗାଡ଼ିମୋଟର, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଆଶଙ୍କା ରହିଛି। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ସ୍ବାର୍ଥହାନି…
ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope
ମେଷ ଆଜିର ଚତୁର୍ଥାଧିପ ଭାଗ୍ୟସ୍ଥାନକୁ ଅବଲୋକନ କରୁଥିବାରୁ ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା କରିବାକୁ ମନସ୍ଥ କରିପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସଙ୍ଗେ ସହମତିରେ କାର୍ଯ୍ୟକରିବା ଭଲ। ସନ୍ତାନଙ୍କ କୃତି ଓ…
ରାଶିଫଳ: ସୋମବାର, ସେପ୍ଟେମ୍ବର ୨୩ ତାରିଖ – Daily Horoscope
ମେଷ ଆଜି ସକାଳୁ ପ୍ରିୟଜନଙ୍କ ସହ କାର୍ଯ୍ୟାରମ୍ଭର ଯୋଜନା କରିପାରନ୍ତି। ଧାର ନେଇଥିବା ବ୍ୟକ୍ତିଟି ପରିଶୋଧର ପ୍ରତିଶ୍ରୁତି ଦେଇ ଟାଳଟୁଳ ନୀତି ଅବଲମ୍ବନ କରିବେ। ହୋଟେଲ ଶିଳ୍ପ, ଛୋଟ ଦୋକାନ, କାରିଗରି, ପରିବହନ, ବ୍ୟବସାୟ କ୍ଷେତ୍ରରେ ସୁଫଳ ମିଳିବ। ପାରିବାରିକ କ୍ଷେତ୍ରର…
Archives


