Rasifala

ରାଶିଫଳ: ରବିବାର, ଏପ୍ରିଲ୍‍ ୧୩ ତାରିଖ – Daily Horoscope

ମେଷ ଆଜି ପରିବାରର ସୁବିଧା ଅସୁବିଧା ସମ୍ପର୍କରେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ପରୋକ୍ଷ ଶତ୍ରୁତା କାରଣରୁ ସୁଯୋଗ ହରାଇବା ସକାଶେ ବ୍ୟଥିତ ହେବେ। ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ଅର୍ଥ ପାଇଁ ପ୍ରତିଶ୍ରୁତି ଦେଇପାରନ୍ତି। ଯାତ୍ରାରେ ବିଳମ୍ବିତ ସମୟରେ…

ରାଶିଫଳ: ଶନିବାର, ଏପ୍ରିଲ୍‍ ୧୨ ତାରିଖ – Daily Horoscope

ମେଷ ଆଗାମୀ ନୂତନ ଯୋଜନାରମ୍ଭ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଗାଡ଼ି, ମୋଟର, ପରିବହନ, ସଭାସମିତି, ସତ୍‍ସଙ୍ଗ କ୍ଷେତ୍ରରୁ ସଫଳତା ପାଇବେ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ ହିତୈଷୀଙ୍କ…

ରାଶିଫଳ: ଶୁକ୍ରବାର , ଏପ୍ରିଲ୍‍ ୧୧ ତାରିଖ – Daily Horoscope

ମେଷ ଆଜି ଷଷ୍ଠ ସ୍ଥାନରେ ଚନ୍ଦ୍ର ପାପଗ୍ରହ କେତୁ ଯୁକ୍ତ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ ସ୍ଥିତି ଭଲ ରହିବ ନାହିଁ। ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ସୃଷ୍ଟି ଆଶଙ୍କା ରହିଛି। ପ୍ରିୟବନ୍ଧୁଙ୍କ ଆଗମନର ସୂଚନା ପାଇବା ସାଙ୍ଗକୁ ନୂତନ ସ୍ଥାନକୁ…

ରାଶିଫଳ: ଗୁରୁବାର, ଏପ୍ରିଲ୍‍ ୧୦ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ, ଉନ୍ନତ ମାନର ଆଲୋଚନା ଏବଂ ପାରିବାରିକ ସଦ୍ଭାବଜନିତ ମନ ଖୁସି ରହିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ପରିବାରର ବରାଦି ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ୍‍ ୯ ତାରିଖ – Daily Horoscope

ମେଷ ପାରିବାରିକ କ୍ଷେତ୍ରରେ ମତାନ୍ତରଜନିତ ଅଶାନ୍ତ ପରିସ୍ଥିତିରୁ ଡିପ୍ରେସନ ଲାଗି ରହିବ। ଦୂରଦର୍ଶିତାବିହୀନ କାର୍ଯ୍ୟ ଓ ପୁରାତନ ରୋଗ ଯୋଗୁ ମାନସିକ ସୁସ୍ଥତା ହରାଇବେ। ବାଣିଜ୍ୟ, ବ୍ୟବସାୟ, ପାରିବାରିକ ସ୍ଥିତି କେତେକାଂଶରେ ଭଲ ରହିବ। ରଚନାମତ୍କ କାମରେ ସାମାଜିକ ସ୍ବୀକୃତି ଲାଭ…

ରାଶିଫଳ: ମଙ୍ଗଳବାର , ଏପ୍ରିଲ୍‍ ୮ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର ବନ୍ଧୁଙ୍କ ସହଯୋଗରେ ନୂଆ କରି କାମଟିଏ ଆରମ୍ଭ କରିବାକୁ ମନ ବଳାଇବେ। କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବେ। ବନ୍ଧୁ, ପରିବାର କ୍ଷେତ୍ରରେ ବୁଝାମଣାର ଅଭାବ କାରଣରୁ ତିକ୍ତତା ସୃଷ୍ଟି ହେବ। କରଜଦାତାଙ୍କ…

ରାଶିଫଳ: ସୋମବାର, ଏପ୍ରିଲ୍‍ ୭ ତାରିଖ – Daily Horoscope

ମେଷ ଆଜି କୌଣସି କାମ ଆରମ୍ଭ କଲେ ମଧ୍ୟ ତାହା ପ୍ରତିବନ୍ଧକ ମଧ୍ୟରେ ଅଟକି ଯାଇପାରେ। ଏକ ସାଧାରଣ ଘଟଣାରୁ ପରିସ୍ଥିତି ବିଗିଡି ଯାଇଥିବା କାରଣରୁ ଦ୍ୱନ୍ଦ୍ୱରେ ପଡିପାରନ୍ତି। ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖି ଚିନ୍ତିତ ରହିବେ।…

ରାଶିଫଳ: ରବିବାର, ଏପ୍ରିଲ୍‍ ୬ ତାରିଖ – Daily Horoscope

ମେଷ ଆଜି ଯାହା କିଛି କରିବାକୁ ଚାହୁଁଛନ୍ତି, ସେଥିପାଇଁ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ତୃତୀୟସ୍ଥ ଚନ୍ଦ୍ର ହେତୁ ମନ ଦୁର୍ବଳ ରହିଲେ ମଧ୍ୟ ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସହକର୍ମୀଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ।…

ରାଶିଫଳ: ଶନିବାର , ଏପ୍ରିଲ୍‍ ୫ ତାରିଖ – Daily Horoscope

ମେଷ ଦୁଃସ୍ଥାନରେ ଗ୍ରହଯୁଦ୍ଧ ଯୋଗୁ ଯାତ୍ରା, ଅର୍ଥ ସମ୍ପର୍କ, ପାରିବାରିକ ବ୍ୟତିକ୍ରମ ଦେଖାଦେଇପାରେ।ଣାଧିପ ରବି ଅଷ୍ଟମସ୍ଥ ଯୋଗୁ ପଦସ୍ଥ ବ୍ୟକ୍ତିଙ୍କ ସହିତ ଭୁଲ୍‍ ବୁଝାମଣାର ଆଶଙ୍କା ରହିଛି। ଅଟକି ରହିଯାଇଥିବା କାର୍ଯ୍ୟ ତ୍ୱରାନ୍ବିତ ହେବାରେ ଚନ୍ଦ୍ରଙ୍କ ଦୃଷ୍ଟି ସାହାଯ୍ୟ କରିବ। ଆବଶ୍ୟକତା…

ରାଶିଫଳ: ଶୁକ୍ରବାର , ଏପ୍ରିଲ୍‍ ୪ ତାରିଖ – Daily Horoscope

ମେଷ ସରକାରୀ ସ୍ତରରୁ ପ୍ରାପ୍ୟରେ ବାଧା ଉପୁଜିବା କାରଣକୁ ନେଇ ମାନସିକ ଅସ୍ଥିରତା ଦେଖାଦେବ। ବାରମ୍ବାର ଭ୍ରମଣ ହେତୁକ ଶାରୀରିକ ଅସୁସ୍ଥତା ହେବାର ସୂଚନା ରହିଛି। କୃତ୍ତିକା ନକ୍ଷତ୍ର କିଣା ବିକା ସମୟରେ ଜିନିଷ ପତ୍ର ପ୍ରତି ସତର୍କ ରହିବା ଭଲ…

ରାଶିଫଳ: ଗୁରୁବାର, ଏପ୍ରିଲ୍‍ ୩ ତାରିଖ – Daily Horoscope

ମେଷ ଆଜି ଭ୍ରାତୃସମ୍ପର୍କ, ଯୋଜନାରମ୍ଭ, ବାଣିଜ୍ୟ ଏବଂ ବିବାଦରେ ବ୍ୟତିକ୍ରମର ଆଶଙ୍କା ରହିଛି। କେତେକ ଅସହିଷ୍ଣୁ ମନୋଭାବର ବନ୍ଧୁଙ୍କ ଅସମ୍ମାନଜନକ କଥାରୁ କଳହ ଲାଗିପାରେ। କର୍ମକ୍ଷେତ୍ରରେ ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିମାନଙ୍କୁ ଆପଣେଇ ନେଇପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା…

ରାଶିଫଳ: ବୁଧବାର, ଏପ୍ରିଲ୍‍ ୨ ତାରିଖ – Daily Horoscope

ମେଷ ଆଜି ଗୁରୁ ସହ ଚନ୍ଦ୍ରଜନିତ ପାରିବାରିକ ସଦ୍‌ଭାବ, ବ୍ୟବସାୟିକ ସଫଳତା ଓ ଯାତ୍ରାରେ ଲକ୍ଷ୍ୟସାଧନ ଅବଶ୍ୟମ୍ଭାବୀ। ସାମାଜିକ ସମ୍ମାନ, ବନ୍ଧୁଙ୍କ ଆଦରଗୌରବ ସଙ୍ଗକୁ ମୂଲ୍ୟବାନ୍‌ ଧାତୁ, ଅଳଙ୍କାରାଦି ଖରିଦ କରିପାରନ୍ତି। ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?