Rasifala

ରାଶିଫଳ: ଗୁରୁବାର, ଅଗଷ୍ଟ ୨୯ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ଅନୁଯାୟୀ ଅସଜଡ଼ା ପରିବାର ଓ କର୍ମକ୍ଷେତ୍ର ସକାଶେ ଚିନ୍ତିତ ରହିବେ। ସଭାସମିତି ଏବଂ ଆଲୋଚନା କ୍ଷେତ୍ରରେ ବିଭିନ୍ନ ସମସ୍ୟାକୁ ପ୍ରତିହତ କରିପାରିବେ। ପ୍ରିୟ ବନ୍ଧୁଙ୍କ ସହ ନୂତନ ସ୍ଥାନ ବୁଲିଯିବାର ସୁଯୋଗ ଜୁଟିବ। ପ୍ରତ୍ୟେକ କ୍ଷେତ୍ରରେ…

ରାଶିଫଳ: ବୁଧବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର କ୍ଷେତ୍ରରେ ବୁଧଙ୍କ ସ୍ଥିତି ପ୍ରଭାବରୁ ପାରିବାରିକ କ୍ଷେତ୍ର ସମସ୍ୟାବହୁଳ ରହିବ। କର୍ମକ୍ଷେତ୍ରର ଅବ୍ୟବସ୍ଥାକୁ ନେଇ ମାନସିକ ଅସ୍ଥିରତା ପିଛା ଛାଡ଼ିବ ନାହିଁ। ଅନ୍ୟମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। ବ୍ୟବସାୟରେ ବନ୍ଧୁଙ୍କ ମାଧ୍ୟମରେ…

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୨୭ ତାରିଖ – Daily Horoscope

ମେଷ ଅତୀତର ବିବାଦୀୟ ପରିସ୍ଥିତିକୁ ନେଇ ଟେନ୍‌ସନ ଲାଗି ରହିବ। ଟଙ୍କା ପଇସାକୁ କେନ୍ଦ୍ରକରି କିମ୍ବା ପର କଥା ଶୁଣି ଘରେ କଳହ ସୃଷ୍ଟି ହୋଇପାରେ। ଅଶ୍ୱିନୀ ନକ୍ଷତ୍ର କାର୍ଯ୍ୟକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୃଷ୍ଟିର ସମ୍ଭାବନା ଅଛି। ବ୍ୟବସାୟ,…

ରାଶିଫଳ: ସୋମବାର, ଅଗଷ୍ଟ ୨୬ ତାରିଖ – Daily Horoscope

ମେଷ ଆଜି ଆଧ୍ୟାମତ୍ିକ ଗ୍ରହ ଶନିଶ୍ଚରଙ୍କ ରାଶି ପ୍ରତି ଦୃଷ୍ଟି ହେତୁ ମନରେ ଈଶ୍ୱରୀୟ ଭାବନା ଜାଗ୍ରତ ହୋଇପାରେ। ଆମତ୍ୀୟ, ବନ୍ଧୁ ପରିଜନ, ପଡୋଶୀଙ୍କୁ ନେଇ ମିଳନପର୍ବ ଅନୁଷ୍ଠିତ ହେବ। ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇ ଅଭିଳାଷ ପୂରଣ ଦିଗରେ ଅନୁଧାବିତ…

ରାଶିଫଳ: ରବିବାର, ଅଗଷ୍ଟ ୨୫ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର କାରଣରୁ ବୈଷୟିକ ଅଭିବୃଦ୍ଧି ଘଟିବ। ପାରିବାରିକ ଜୀବନର ଦୁଃଖ, ସୁଖକୁ ମନ ଭିତରେ ଲୁଚାଇ ଅନ୍ୟମାନଙ୍କୁ ସୁହାଇଲା ଭଳି କଥା କହିବେ। କର୍ମକ୍ଷେତ୍ର ଓ ପରିବାରର କିଛି ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିପାରନ୍ତି। ଦୀର୍ଘଦିନ ହେଲା…

ରାଶିଫଳ: ଶନିବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଗୁରୁଜନଙ୍କ କଥାରେ ପ୍ରଭାବିତ ହୋଇ ନୂତନ ଯୋଜନା ସକାଶେ ମନ ବଳାଇପାରନ୍ତି। ସମ୍ପର୍କୀୟମାନେ କାଳେ ଦେବାକୁ ପଡ଼ିବ ସେଥିପାଇଁ ପାଖ ମାଡ଼ିବେ ନାହିଁ। ଆନୁଷ୍ଠାନିକ କାମରେ ସମସ୍ୟାର ସରଳ…

ରାଶିଫଳ: ଗୁରୁବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ କୌଣସି ବନ୍ଧୁଙ୍କ ଜରିଆରେ ସମସ୍ୟା ସମାଧାନ ସହ ଆଲୋଚନା ଫଳବତୀ ହୋଇପାରେ। କୃତ୍ତିକା ନକ୍ଷତ୍ରର ପରିବାର, ସଭାସମିତି ତଥା କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ସାଧାରଣ ବାଧାପ୍ରାପ୍ତ ହୋଇପାରେ। ଆତ୍ମୀୟସ୍ବଜନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରେ…

ରାଶିଫଳ: ବୁଧବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ ଆଜିର ଲାଭଭାବସ୍ଥ ଶନି ଯୁକ୍ତ ଚନ୍ଦ୍ର ହେତୁ ବନ୍ଧୁମିଳନ, କର୍ମକ୍ଷେତ୍ରରେ କାର୍ଯ୍ୟସିଦ୍ଧି ଓ ସାମାଜିକ ସ୍ତରରେ ସମ୍ମାନଲାଭ କରାଇବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମତାନ୍ତର କିମ୍ବା ପଡ଼ୋଶୀଙ୍କ ସହ କଳହ ଲାଗିପାରେ। ଭୁଲ୍‌ ନିଷ୍ପତ୍ତି ନେଇ ସମାଲୋଚିତ ହେବା ସାଙ୍ଗକୁ…

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ ଆଜି ଲାଭଭାବରେ ଶନିଙ୍କ ସହ ଚନ୍ଦ୍ରଙ୍କ ସ୍ଥିତି ହେତୁ ଯେଉଁ କାମରେ ହାତଦେବେ ସଫଳତା ପାଇବେ। ପ୍ରଶାସନିକ ସ୍ତରରେ ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ରକରି ସମସ୍ୟା ଆଶଙ୍କା ରହିଛି। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, କ୍ରୟବିକ୍ରୟ କ୍ଷେତ୍ରରେ ସୁଫଳ ପାଇବେ। ସାହିତ୍ୟ, ସଙ୍ଗୀତ…

ରାଶିଫଳ: ସୋମବାର, ଅଗଷ୍ଟ ୧୯ ତାରିଖ – Daily Horoscope

ମେଷ ଆଜି କର୍ମଭାବରେ ଚନ୍ଦ୍ର ରହିଥିବାରୁ ଯାହା ଚାହୁଁଛନ୍ତି, ତାହା ପାରିବାରେ ଅସୁବିଧା ହେବନାହିଁ। ଅଫିସି ସମସ୍ୟା ସୁଧୁରି ଯିବ। ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ସାଙ୍ଗକୁ ଗାଡିମୋଟର ମରାମତି କାମ ସମ୍ପନ୍ନ କରିବେ। ପଡୋଶୀ, ସହକର୍ମୀ, ଭାଇଭଉଣୀରେ ସତର୍କତାର ସହ…

ରାଶିଫଳ: ରବିବାର, ଅଗଷ୍ଟ ୧୮ ତାରିଖ – Daily Horoscope

ମେଷ ଆଜି ଏକାଧାରରେ ପାରିବାରିକ ସଦ୍ଭାବ, ବନ୍ଧୁମିଳନ, ନୂତନ ବସ୍ତ୍ରାଳଙ୍କାର ପ୍ରାପ୍ତିର ସୌଭାଗ୍ୟ ଅର୍ଜନ କରିବେ। କିନ୍ତୁ ପୂ-ନାମାକ୍ଷର ବ୍ୟକ୍ତିଙ୍କ ସହ କଳହ କିମ୍ବା ସମସ୍ୟା ସୃଷ୍ଟି ହୋଇପାରେ। ଆଶଙ୍କା କରୁଥିବା ବିବାଦୀୟ ଘଟଣାରେ ସେମିତି କିଛି ଘଟିବ ନାହିଁ। କଳା,…

ରାଶିଫଳ: ଶନିବାର , ଅଗଷ୍ଟ ୧୭ ତାରିଖ – Daily Horoscope

ମେଷ କାର୍ଯ୍ୟକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୃଷ୍ଟିର ସୂଚନା ରହିଛି। ଅପେକ୍ଷା କରିଥିବା ଖବରଟିକୁ ବନ୍ଧୁଙ୍କ ଜରିଆରେ ପାଇବେ। କୌଣସି ହିତୈଷୀଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି। ଶିଳ୍ପ,ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, ପ୍ଲଟିଂ କାରବାର ଓ ଆଇନ, ଅଦାଲତ କ୍ଷେତ୍ରରୁ ଆଶାଜନକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri