Rasifala

ରାଶିଫଳ: ଶନିବାର , ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଆପଣ କୌଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ଯୋଜନା କରିବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପରୁ ଶୁଭଫଳ ମିଳିବ। ଆନୁଷ୍ଠାନିକ କାମରେ ପ୍ରସ୍ତୁତି ସରିବା ଯୋଗୁ ବନ୍ଧୁ ଗହଣରେ ପ୍ରଶଂସିତ ହେବେ। କୃତ୍ତିକା ନକ୍ଷତ୍ର ପାରିବାରିକ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ସାଙ୍ଗକୁ ବିବାଦୀୟ ପରିସ୍ଥିତିରେ ଧୈର୍ଯ୍ୟଧାରଣ ପାରିବାରିକ ଓ ସାମାଜିକ ଜୀବନକୁ ଋଦ୍ଧିମନ୍ତ କରିବ। ଚନ୍ଦ୍ରଙ୍କ କେନ୍ଦ୍ରରେ ଶନି ଥିବାରୁ କର୍ମକ୍ଷେତ୍ରର ସମସ୍ୟା ମାଡି ଆସିପାରେ। ଘର ସଜାଡିବାରେ ସମୟ ନେବେ। ଅର୍ଥ ପ୍ରାଚୁର୍ଯ୍ୟ, ଦକ୍ଷତାର ପ୍ରତିଷ୍ଠା ଓ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ଆଜି ପାରିବାରିକ ସମସ୍ୟା ସମାଧାନ ସଙ୍ଗକୁ ଆନୁଷ୍ଠାନିକ କାମ ସୁରୁଖୁରୁରେ ସମ୍ପନ୍ନ ହେବ। ଯାନ୍ତ୍ରିକ ଶିଳ୍ପ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଯୋଜନାରମ୍ଭ ସକାଶେ ବନ୍ଧୁବର୍ଗଙ୍କ ସହମତି ମନର ଉତ୍ସାହକୁ ଦ୍ୱିଗୁଣିତ କରିବ। ସଭାସମିତି,…

ରାଶିଫଳ: ବୁଧବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସହକର୍ମୀଙ୍କ ବିରୁଦ୍ଧାଚରଣ ଯୋଗୁ ଯୋଜନା ଭଣ୍ଡୁର ହୋଇପାରେ। ଭୁଲ୍‌ ବୁଝାମଣା ଯୋଗୁ ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିବାରୁ ମନ ଉଦାସ ରହିବ। ଅଶ୍ୱିନୀ ନକ୍ଷତ୍ର ପରିବାରର ବରାଦ ଅନୁଯାୟୀ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କୌଶଳ ଖଟାଇ କାମଟିକୁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆପଣଙ୍କ ଅବଦମିତ ଇଚ୍ଛା, ଅସମ୍ପୂର୍ଣ୍ଣ କାଯର୍‍ୟ, ବନ୍ଧୁଙ୍କ ଅନାଦର ଭାବ ଯୋଗୁ ମନ ଦୁଃଖ ହୋଇପାରେ। କୃତ୍ତିକା ନକ୍ଷତ୍ରର ଭ୍ରମଣ ହେତୁକ କ୍ଲାନ୍ତି ଦେଖାଦେଇପାରେ। ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭରେ…

ରାଶିଫଳ: ସୋମବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରାରେ ବନ୍ଧୁ ମିଳନ ଓ ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ପାଇବେ। ବହୁପୂର୍ବରୁ ଯେଉଁ କାମଟିକୁ କରିବା ପାଇଁ ଇଚ୍ଛା କରୁଥିଲେ ଆଜି ତାହା ଆରମ୍ଭ କରିପାରନ୍ତି। ପ୍ରିୟ ବ୍ୟକ୍ତିଟିର ନିକଟ ଭବିଷ୍ୟତରେ ଅନୁପସ୍ଥିତି ଆଶଙ୍କା କରି…

ରାଶିଫଳ: ରବିବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ସରଳ ଭାବରେ ବିଶ୍ୱାସ କରି ଅସୁବିଧାରେ ପଡ଼ିପାରନ୍ତି। ତଥାପି ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ପାଇବେ। ସଭାସମିତିରେ ଉଚ୍ଚବର୍ଗଙ୍କ ସାହାଯ୍ୟ…

ରାଶିଫଳ: ଶନିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ଅର୍ଥ, ସମ୍ମାନ ଲାଭ ସାଙ୍ଗକୁ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ଆତ୍ମୀୟସ୍ବଜନ ସୁବିଧାବାଦୀ ଭଳି କାମ କଲେ ମଧ୍ୟ ଆପଣଙ୍କୁ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୨୮ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଥିଲେ ମଧ୍ୟ ମାନସିକ ସ୍ଥିରତା ଅକ୍ଷୁଣ୍ଣ ରହିବ। ପ୍ରତ୍ୟେକ କାମ ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ କଷ୍ଟକର ହେବ। ବୃହସ୍ପତିଙ୍କ ସୁଦୃଷ୍ଟି ଆପଣଙ୍କ ଅର୍ଥନୀତି, ଗୁରୁତ୍ୱପୂର୍ଣ୍ଣ ଆଲୋଚନା, ସଭାସମିତିର ସୁବିଚାର ଦିଗରେ ସାହାଯ୍ୟ କରିବ। ଭଲ ସମ୍ପର୍କ…

ରାଶିଫଳ: ଗୁରୁବାର, ଫେବୃଆରୀ ୨୭ ତାରିଖ – Daily Horoscope

ମେଷ ଆଜି ଏକାଧାରରେ ଅର୍ଥ ଓ ସମ୍ମାନ ସାଙ୍ଗକୁ ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ମିଳିପାରିବ। ଅଶ୍ୱିନୀ ନକ୍ଷତ୍ର କେତେକ ଅଧାପନ୍ତରିଆ କାମକୁ ନେଇ ଚିନ୍ତିତ ରହିବାର ସୂଚନା ରହିଛି। ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି। ପୂର୍ବ ଶତ୍ରୁତାକୁ ଦୋହରାଇ…

ରାଶିଫଳ: ବୁଧବାର, ଫେବୃଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ତିନୋଟି ଗ୍ରହ ଥିବାରୁ ସାମଗ୍ରିକ ସୁଖ, ସମ୍ମାନ ଲାଭରେ ସମର୍ଥ ହେବେ। ପରିସ୍ଥିତିବଶତଃ ଆଶଙ୍କା କରୁଥିବା ବିବାଦୀୟ ଘଟଣାରେ ସେମିତି କିଛି ହେବ ନାହିଁ। ଆତ୍ମୀୟଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଚିନ୍ତିତ ହେବେ। ବ୍ୟବସାୟ…

ରାଶିଫଳ: ସୋମବାର, ଫେବୃଆରୀ ୨୪ ତାରିଖ – Daily Horoscope

ମେଷ ଆଜି ନୀଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ପୁନଶ୍ଚ କର୍ମକ୍ଷେତ୍ରରେ ବିଜାତୀୟ ବ୍ୟକ୍ତିଙ୍କ ପ୍ରତିରୋଧରେ ପ୍ରଗତିର ପଥରୋଧ ଘଟିପାରେ। ଯାତ୍ରା, ବନ୍ଧୁ ମିଳନ ଓ ମନୋରଞ୍ଜନ ପାଇଁ ବହୁତ ଭଲ। ସଭାସମିତି, ମାଲିମକଦ୍ଦମା କିମ୍ବା କଳା,ସାହିତ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?