ରାଶିଫଳ: ବୁଧବାର, ଜାନୁଆରୀ ୧ ତାରିଖ – Daily Horoscope
ମେଷ ନୂଆ ବର୍ଷର ପହିଲି ଦିନରେ ଚନ୍ଦ୍ର କର୍ମ ସ୍ଥାନରେ ଅବସ୍ଥାନକରି ବନ୍ଧୁମିଳନରେ ଆନନ୍ଦ ପ୍ରଦାନ କରିବେ। ଉତ୍ତମ ସ୍ବାସ୍ଥ୍ୟ, ଉନ୍ନତ ଚିନ୍ତାଧାରା, ସୁନ୍ଦର ପାରିବାରିକ ସ୍ଥିତି ସୁସ୍ଥ ମାନସିକତା ସୃଷ୍ଟି କରିବ। ନୂଆ ଯୋଜନା ମାଧ୍ୟମରେ ବ୍ୟବସାୟରେ ଶାଖା ପ୍ରଶାଖା…
ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୧ ତାରିଖ – Daily Horoscope
ମେଷ ଆଜି ରବି ପୂର୍ବାଷାଢ଼ା ନକ୍ଷତ୍ରରେ ରହିଥିବାରୁ ବିଶିଷ୍ଟବ୍ୟକ୍ତିଙ୍କ ସହ ଆଲୋଚନା ଫଳପ୍ରଦ ହେବ। ପ୍ରତ୍ୟୁଷ ଯାତ୍ରା ସଙ୍ଗକୁ ମନେ ମନେ ଭାବୁଥିବା କାମରେ ସଫଳତା ପାଇବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହୋଇ ଉଠିବ। ଆନୁଷ୍ଠାନିକ…
ରାଶିଫଳ: ସୋମବାର, ଡିସେମ୍ବର ୩୦ ତାରିଖ – Daily Horoscope
ମେଷ କର୍ମଦକ୍ଷତା ହେତୁ ସାମାଜିକ ସ୍ତରରେ ସମ୍ମାନିତ ହେବେ। ଆଜି ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ସବିଶେଷ ଆଲୋଚନାପୂର୍ବକ ପୂର୍ବ ସ୍ଥୀରିକୃତ ଯାନ, ଯାନ୍ତ୍ରିକ ଜିନିଷ, ଗୃହୋପକରଣ କିଣିବା ପାଇଁ ମନବଳାଇବେ। ଫେରିବା ବାଟରେ ବନ୍ଧୁଙ୍କୁ ଭେଟି…
ରାଶିଫଳ: ରବିବାର, ଡିସେମ୍ବର ୨୯ ତାରିଖ – Daily Horoscope
ମେଷ ସକାଳୁ ସକାଳୁ ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାତିତ ଭାବେ ପାଇ ଖୁସି ହୋଇଯିବେ। କର୍ମକ୍ଷେତ୍ରରେ ଏକାଧିକ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ। ସଭା ସମିତିକୁ ଆହୂତ ହୋଇ ସାମାଜିକ…
ରାଶିଫଳ: ଶନିବାର, ଡିସେମ୍ବର ୨୮ ତାରିଖ – Daily Horoscope
ମେଷ ଆଜି ନୀଚସ୍ଥ ଚନ୍ଦ୍ର ଷଷ୍ଠାଧିପ ଯୁକ୍ତ କାରଣରୁ ପାରିବାରିକ କ୍ଷେତ୍ର ଅଶାନ୍ତ ରହିପାରେ। ସମ୍ପର୍କୀୟଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ବନ୍ଧୁ ଦେଇଥିବା ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରି ମନସ୍ତାପ କରିବାକୁ ପଡ଼ିପାରେ। ଶାରୀରିକ ଓ…
ରାଶିଫଳ: ଗୁରୁବାର, ଡିସେମ୍ବର ୨୬ ତାରିଖ – Daily Horoscope
ମେଷ ଆଜି ମୁଖଭାବାଧିପତି ମଙ୍ଗଳ ଦୃଷ୍ଟ ଯୋଗୁ ଭାଇ, ବନ୍ଧୁ, ପଡ଼ୋଶୀଙ୍କ ସହ ଯୁକ୍ତିତର୍କରୁ ଅନର୍ଥ ଘଟିବାର ସମ୍ଭାବନା ରହିଛି। ତଥାପି ସାମ୍ବାଦିକତା, ଏଜେନ୍ଶିପ୍, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗିରହିବ। ବ୍ୟବସାୟିକ ସ୍ଥିତି ଭଲ…
ରାଶିଫଳ: ବୁଧବାର, ଡିସେମ୍ବର ୨୫ ତାରିଖ – Daily Horoscope
ମେଷ ଦୀର୍ଘଦିନରୁ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ କଷ୍ଟ କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବାର ସୂଚନା ରହିଛି। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି। ଦିନଟିରେ କିଛି ସମୟ…
ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୪ ତାରିଖ – Daily Horoscope
ମେଷ ହସ୍ତା ନକ୍ଷତ୍ରରେ ଚନ୍ଦ୍ର ଥିବାରୁ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ମଧ୍ୟ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ। ଆବଶ୍ୟକତା ଉପଲବ୍ଧିକରି ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…
ରାଶିଫଳ: ସୋମବାର, ଡିସେମ୍ବର ୨୩ ତାରିଖ – Daily Horoscope
ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳରେ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମାରେ, ହୋଟେଲ ଆଦିରେ ଉନ୍ନତ ଫଳ ପାଇବେ। ଅଫିସରେ ସମ୍ମାନ ଅକ୍ଷୁଣ୍ଣ ରହିବ। କୃତ୍ତିକା ନକ୍ଷତ୍ର ଆଇନ…
ରାଶିଫଳ: ରବିବାର, ଡିସେମ୍ବର ୨୨ ତାରିଖ – Daily Horoscope
ମେଷ ଆଜି ଚନ୍ଦ୍ର କ୍ଷେତ୍ରରେ ମଙ୍ଗଳଙ୍କ ସ୍ଥିତି ପାରିବାରିକ ଜୀବନକୁ ଚିନ୍ତାଶୀଳ କରାଇବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ, ଆଜି ତାହା ଟିକିଏ ଟଣାଓଟରା ଭିତିରେ ପାଇବେ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। କର୍ମକ୍ଷେତ୍ରରେ ଯେତେ…
ରାଶିଫଳ: ଶନିବାର, ଡିସେମ୍ବର ୨୧ ତାରିଖ – Daily Horoscope
ମେଷ ସାମଗ୍ରୀକ ଦୃଷ୍ଟିକୋଣରୁ ଦିନଟି ଭଲ। ସକାଳୁ କୌଣସି ଶୁଭ ଖବର ପାଇ ଖୁସି ହେବେ। ଶନିକ୍ଷେତ୍ରସ୍ଥ ଶୁକ୍ର ଯୋଗୁ କାର୍ଯ୍ୟ ତ୍ୱରାନ୍ବିତ ହେବା ବଦଳରେ ହଠାତ୍ ଅଟକିଯାଇପାରେ। ଶିଳ୍ପ, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ପରିବାରର ନିର୍ଦ୍ଦେଶକ୍ରମେ…
ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୦ ତାରିଖ – Daily Horoscope
ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରେ ସାମାଜିକ, ପାରିବାରିକ ଓ କର୍ମକ୍ଷେତ୍ର ଉନ୍ନତ ରହିବ। ଗତକାଲିର ଟେନସନ୍ ଆଜି କମିଯିବ ଏବଂ ବନ୍ଧୁମିଳନରୁ ଉତ୍ସାହିତ ହେବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ଧାର୍ମିକ ଅନୁଷ୍ଠାନରେ ସାମିଲ ହେବେ। ଆଲୋଚନା କ୍ଷେତ୍ରରେ ସହକର୍ମୀଙ୍କ…
Archives


