Rasifala

ରାଶିଫଳ: ରବିବାର, ଅଗଷ୍ଟ ୪ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ସ୍ବଗୃହରେ ରବିଙ୍କ ସହିତ ଥିବା ହେତୁ ସକାଳୁ ସକାଳୁ ଶୁଭ ଖବର ପାଇ ମନଟା ଖୁସି ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ପରିବାରର ଆବଶ୍ୟକତାନୁଯାୟୀ ବରାଦି ମୁତାବକ ଗୃହକୁ…

ରାଶିଫଳ: ଶନିବାର, ଅଗଷ୍ଟ ୩ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ଦୀର୍ଘଦିନର ଶତ୍ରୁତା କାରଣରୁ ଦୁଶ୍ଚିନ୍ତା ସୃଷ୍ଟିହେବ। ସାହାଯ୍ୟ ପାଉଥିବା ଲୋକଟି ସାମାନ୍ୟ ସ୍ବାର୍ଥହାନି ହେତୁ କୁତ୍ସାରଟନା କରିପାରେ। ଭୁଲ୍‌ ବୁଝାମଣାଜନିତ ପରିବାରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ବିବାଦୀୟ ପରିସ୍ଥିତି ସହ ପରିବହନ କ୍ଷେତ୍ରରେ…

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୨ ତାରିଖ – Daily Horoscope

ମେଷ ଆଜି କର୍ମପ୍ରବାହରେ ପ୍ରତିକୂଳ ବାତାବରଣ ସୃଷ୍ଟି ଆଶଙ୍କା ରହିଛି। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବା ପାଇଁ ନିଜର ତ୍ୟାଗପୂତ ମନୋଭାବରୁ ପ୍ରଶଂସା ପାଇବେ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ନିଜ…

ରାଶିଫଳ: ଗୁରୁବାର, ଅଗଷ୍ଟ ୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନକୁ ଦେଖୁଥିବାରୁ ମନ ଅନୁଯାୟୀ କାମ କରିବାରେ ସଫଳ ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଦୋକାନବାଡ଼ି, ସତ୍‌ସଙ୍ଗର ସୁଯୋଗ ଲାଭ କରିବେ। ଭାଇଭାଇ, ବନ୍ଧୁବାନ୍ଧବଙ୍କୁ କେନ୍ଦ୍ରକରି କଳହ ଲାଗିପାରେ। ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ…

ରାଶିଫଳ: ବୁଧବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ ଆଜି ଶିଳ୍ପ, ବ୍ୟବସାୟ ତଥା ପ୍ରତିଯୋଗିତା ପାଇଁ ଅନୁକୂଳ ପ୍ରଭାବ ହେତୁ ଶୁଭଫଳ ପାଇବେ। କୌଣସି ଅପୂରଣୀୟ ଇଚ୍ଛା ମନକୁ ବିଚଳିତ କରିବ। ନୂତନ ସ୍ଥାନ ବୁଲିଯିବା ସୁଯୋଗ ମିଳିବ ଓ ବନ୍ଧୁଙ୍କ ସହଯୋଗ, ସୁଖ ସମ୍ମାନ ପାଇ ଖୁସି…

ରାଶିଫଳ: ମଙ୍ଗଳବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ ଆଜି ଧନ ସ୍ଥାନରେ ଚନ୍ଦ୍ର ମଙ୍ଗଳ ଯୋଗରୁ ହାତ ଖାଲି ରହିବନାହିଁ। କିନ୍ତୁ ଛୋଟ ଛୋଟ କଥାକୁ ନେଇ ବନ୍ଧୁଙ୍କ ଭୁଲ୍‌ ବୁଝାମଣା ଓ ବେଖାତିର କଥାରୁ ମତାନ୍ତର ଘଟିପାରେ। ବାଣିଜ୍ୟ, ବ୍ୟବସାୟ କିମ୍ବା ପରିବହନରେ ଆକସ୍ମିକ ସମସ୍ୟାର ସମ୍ମୁଖୀନ…

ରାଶିଫଳ: ସୋମବାର, ଜୁଲାଇ ୨୯ ତାରିଖ – Daily Horoscope

ମେଷ ଆଜି ଦୀର୍ଘଦିନର ଆଶା ପୂରଣ ସକାଶେ ବିଭିନ୍ନ ଉପାୟ ଅବଲମ୍ବନ କରି ସଫଳ ହେବେ। ନିଜର ଦକ୍ଷତା ପ୍ରତିପାଦନ କରି କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ପରିବାରର ସାଧାରଣ କଥାକୁ ନେଇ ଭାବାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। କଳା, ସାହିତ୍ୟ,…

ରାଶିଫଳ: ରବିବାର, ଜୁଲାଇ ୨୮ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ରଯୋଗ ପ୍ରଭାବରୁ ଅର୍ଥ, ସମ୍ମାନ ଓ ପ୍ରତିଷ୍ଠା ମଧ୍ୟରେ କାର୍ଯ୍ୟସିଦ୍ଧିଜନିତ ମନ ପ୍ରଫୁଲ୍ଲ ରହିବ। ଘର, ପରିବାର, ଯାନବାହନ, ଆନୁଷ୍ଠାନିକ କାମରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ପରୋକ୍ଷ ଶତ୍ରୁତା କାରଣରୁ ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ।…

ରାଶିଫଳ: ଶନିବାର, ଜୁଲାଇ ୨୭ ତାରିଖ – Daily Horoscope

ମେଷ ସକାଳୁ ଜଣେ ବନ୍ଧୁ ଆସିବେ ଓ ବହୁତ କିଛି କହିବେ ମାତ୍ର ଫେରିବା ସମୟକୁ ମନଦୁଃଖ କରି ବିଦାୟ ନେଇପାରନ୍ତି। ବିଶେଷ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆନୁଷ୍ଠାନିକ କାମ ସକାଶେ ବନ୍ଧୁଙ୍କ ସାହାଯ୍ୟ ଲୋଡ଼ିପାରନ୍ତି। ଆବଶ୍ୟକତା…

ରାଶିଫଳ: ଶୁକ୍ରବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ ପାରିବାରିକ ଓ ସାମାଜିକ ସ୍ତରରେ ନିଜର ପ୍ରାଧାନ୍ୟକୁ ବୃଦ୍ଧି କରିପାରିବେ। ଗୃହ ସମସ୍ୟା ସମାଧାନ ସାଙ୍ଗକୁ ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଅଫିସରେ ଅନ୍ୟମାନଙ୍କ କଥା ଭଲ ଲାଗିବ ନାହିଁ।…

ରାଶିଫଳ: ଗୁରୁବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ ଆଜି ଲାଭଭାବସ୍ଥ ଚନ୍ଦ୍ର ହେତୁ ଆବଶ୍ୟକତା ପୂରଣ ହେବାରେ କୌଣସି ଅସୁବିଧା ରହିବନାହିଁ। ଦୁର୍ବଳତାରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପାରେ। ବନ୍ଧୁଙ୍କ ସାହାଯ୍ୟରୁ ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ। ସାହିତ୍ୟ, ସାମ୍ବାଦିକତା, ପ୍ରଶାସନିକସେବା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ…

ରାଶିଫଳ: ବୁଧବାର, ଜୁଲାଇ ୨୪ ତାରିଖ – Daily Horoscope

ମେଷ କୌଣସି ମନ୍ତବ୍ୟକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି। ସବୁ ସୁବିଧା ଥିଲେ ମଧ୍ୟ ଖଳ ଲୋକଙ୍କ ପରୋକ୍ଷ ଶତ୍ରୁତା କାରଣରୁ ପାରିବାରିକ ଶାନ୍ତି ବ୍ୟାହତ ହେବ। ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରଶଂସାକୁ ସହି ନ ପାରି ଅପପ୍ରଚାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri