Rasifala

ରାଶିଫଳ: ଗୁରୁବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ଆଜି ପାରିବାରିକ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ କୌଶଳରେ କାର୍ଯ୍ୟ ସାଧନ କରିପାରିବେ। ସହକର୍ମୀଙ୍କୁ ସୁପରାମର୍ଶ ଦେଇ ପ୍ରଶଂସିତ ହୋଇପାରନ୍ତି। ସାଧାରଣ କଥାକୁ ନେଇ ସମ୍ପର୍କୀୟଙ୍କ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମଗୁଡିକ ଅଧାରେ ଅଟକିଯିବ। କର୍ମକ୍ଷେତ୍ରରେ ଶାରୀରିକ କଷ୍ଟ ସ୍ବୀକାର…

ରାଶିଫଳ: ବୁଧବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ପାଇ କାମ ତ୍ୱରାନ୍ବିତ କରିବାର ନିଷ୍ପତ୍ତି ନେବେ। କଠୋର ପରିଶ୍ରମ ଓ ଅନିଦ୍ରାଜନିତ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଆର୍ଥିକ ସ୍ବଚ୍ଛଳତା ଫେରିିପାଇବେ ସତ, ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ।…

ରାଶିଫଳ: ମଙ୍ଗଳବାର , ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଶୁକ୍ର କର୍ମସ୍ଥାନସ୍ଥ ଯୋଗୁ ଆପଣ ମଧୁର ବାକ୍ୟାଳାପ ଦ୍ୱାରା ଅନ୍ୟକୁ ଆପଣାର କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ଆସିବା ବାଟକୁ ଅପେକ୍ଷା କରିବା କାରଣରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ। ବିବାଦୀୟ ଘଟଣାରେ କୌଣସି ପକ୍ଷ ସମର୍ଥନ କରିବା ଠିକ୍‍…

ରାଶିଫଳ: ସୋମବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ତୃତୀୟ ଚନ୍ଦ୍ର ଯୋଗୁ ରାଜନୀତି, ସଭାସମିତି ଓ କଳା, କ୍ରୀଡ଼ା ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ କମିପାରେ। ସମ୍ପର୍କୀୟଙ୍କ ଅଭିଯୋଗ ସକାଶେ ନିଜ ଲୋକଙ୍କୁ ଦାୟୀ କରିବେ। ମାତ୍ରାଧିକ ଭ୍ରମଣ, ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ କରିବେ।…

ରାଶିଫଳ: ରବିବାର, ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜି ବିଭିନ୍ନ ଦୁଶ୍ଚିନ୍ତା କାରଣରୁ ମାନସିକ ଶିଥିଳତା ଦେଖାଦେବ। ଆତ୍ମୀୟଙ୍କୁ ଅତି ନିକଟରେ ପାଇ ନିଜକୁ କିଛି ସମୟ ପାଇଁ ଭୁଲିଯିବେ। ସଭାସମିତି, ମନୋରଞ୍ଜନ କିମ୍ବା କୌଣସି ନୂତନ କର୍ମାରମ୍ଭ କରିବାରେ ବ୍ୟସ୍ତ ରହିପାରନ୍ତି। ଆର୍ଥିକ ଉନ୍ନତି ସହ ଶିକ୍ଷା,…

ରାଶିଫଳ: ଶନିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ଆଜି ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରି ଖୁସି ମନେଇବେ। ପରିବାରର ଖର୍ଚ୍ଚ ବୃଦ୍ଧି ପାଉଥିବାରୁ ମାନସିକ ସୁସ୍ଥତା ରହିବ ନାହିଁ। ପୂର୍ବ ପରିକଳ୍ପିତ ଯୋଜନା ଅନୁଯାୟୀ କର୍ମ କରିଚାଲିଲେ ଉପକୃତ ହେବେ ।…

ରାଶିଫଳ: ଶୁକ୍ରବାର , ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ପାରିବାରିକ ସୁସମ୍ପର୍କ ଓ ସୁଖ, ସମୃଦ୍ଧି ବୃଦ୍ଧିପାଇବ। ଯାହା ପାଇବା ପାଇଁ ଚିନ୍ତା କରୁଛନ୍ତି ତାହା ଝିନ୍‍ଝଟ୍‍ ମଧ୍ୟରେ ପାଇବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ ବନ୍ଧୁ ସାହାଯ୍ୟ କରିବେ। ବାଣିଜ୍ୟ ଓ ପରିବହନରେ…

ରାଶିଫଳ: ଗୁରୁବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନକରି ମାନସିକ ବ୍ୟସ୍ତତା ବୃଦ୍ଧିକରିବେ। ଆର୍ଥିକ ଅଭିବୃଦ୍ଧି, ସ୍ବାସ୍ଥ୍ୟରେ ଉନ୍ନତି, ସ୍ଥଗିତ କାମରେ ଅଗ୍ରଗତି, ପାରିବାରିକ ସମସ୍ୟା ସମାଧାନ କରିବେ। ବ୍ୟୟବୃଦ୍ଧି ଓ ଶତ୍ରୁତାଜନିତ ସମସ୍ୟାର ସମ୍ମୁଖୀନ ହେବେ। ଭଲ ସମ୍ପର୍କ ନ ଥିବା…

ରାଶିଫଳ: ବୁଧବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ ମଙ୍ଗଳଙ୍କ କୁପ୍ରଭାବରେ ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ନୂଆ ଯୋଜନା ମାଧ୍ୟମରେ ବ୍ୟବସାୟରେ ଶାଖା ପ୍ରଶାଖା ଖୋଲିବା ସମ୍ଭାବନା ରହିଛି। ପାରିବାରିକ କ୍ଷେତ୍ରର ଅସଜଡ଼ା ପରିସ୍ଥିତି ମାନସିକ ସ୍ଥିତିକୁ ଶିଥିଳ କରିପାରେ। ପ୍ରିୟଜନଙ୍କଠାରୁ…

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ସମୟାନୁବର୍ତ୍ତିତା ଓ କର୍ମଦକ୍ଷତା ଯୋଗୁ ପ୍ରଶଂସିତ ହେବେ। ପୂର୍ବରୁ ରହିଥିବା ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ମାନସିକ ସ୍ତରରେ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ, ବିଦ୍ୟୁତ୍‍ ବ୍ୟବସାୟ ଓ ତେଜରାତି ଦୋକାନରୁ ଲାଭବାନ୍‍ ହେବେ। ବନ୍ଧୁଙ୍କ ସହ ଫଳପ୍ରଦ…

ରାଶିଫଳ: ସୋମବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ଯାହା ଇଚ୍ଛା କରୁଛନ୍ତି ତାହା ପାଇବେ। ପରିବାରର ଆବଶ୍ୟକତାକୁ ଅନୁଭବ କରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ସଭାସମିତି…

ରାଶିଫଳ: ରବିବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ରୁଚିବର୍ଦ୍ଧକ ହେବ। ମାତ୍ର ଈର୍ଷାପରାୟଣ ଆତ୍ମୀୟ ଅସୁବିଧାରେ ପକାଇବାକୁ ଚେଷ୍ଟା କରିବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ଦୂରଯାତ୍ରା ପାଇଁ ପ୍ରସ୍ତୁତିରେ ସମସ୍ୟା ଦେଖାଦେଇପାରେ। ପାରିବାରିକ ସ୍ଥିତି ପୂର୍ବପରି ଅକ୍ଷୁଣ୍ଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri